-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||      ସୁବର୍ଣ୍ଣପୁରରେ ସିଏମ ଟ୍ରଫି ୨୦୨୬ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (18-Apr-2026)       ||      *ସୋନପୁର ରେ ଲଜ୍ଜ୍ୟା; ନାବାଳିକାଙ୍କୁ ଗଣ ଦୁଷ୍କର୍ମ*- *ସୁବର୍ଣ୍ଣପୁର ରେ ଆଇନ୍ ଶୃଂଖଳା ବିପର୍ଯ୍ୟସ୍ତ* -   (18-Apr-2026)       ||     

HOME   ଜିଲ୍ଲା

ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା

20-Apr-2026



(ରଂଜିତ ମହାନ୍ତି )
ବରୀ ନିର୍ବାଚନମଣ୍ଡଳୀ ଯାଜପୁର ବ୍ଳକ ଛତିଶଦେବିଲ ପଞ୍ଚାୟତର ଦେବିଲ ଗ୍ରାମର ପୂର୍ବତନ ସରପଞ୍ଚ ସ୍ୱର୍ଗତ ବୈଦ୍ୟନାଥ ବିଶ୍ୱାଳଙ୍କ ନାତୁଣୀ ତଥା ଅଧ୍ୟାପକ ସୁକାନ୍ତ ବିଶ୍ୱାଳ କନ୍ୟା  ଯାଜପୁର ଭେଙ୍କେଟେଶ୍ୱର ଇଂରାଜୀ(ସନ ପ୍ଳବିକ )ସ୍କୁଲ ଛାତ୍ରୀ ସୁଶ୍ରୀ ଅନୁଷ୍କା ବିଶ୍ୱାଳ ସିବିଏସଇ ଦଶମ ପରୀକ୍ଷା ରେ ୯୬. ୪% ମାର୍କ ରଖି ବିଦ୍ୟାଳୟରେ ଟପର ହୋଇଛନ୍ତି। ସହୀଦ ଶ୍ରୁତି ବିଶ୍ୱାଳ ସ୍ମୃତି ପରିଷଦ ପକ୍ଷରୁ ପରିଷଦର ସଭାପତି କାମଦେବ ବିଶ୍ୱାଳ, ସଦସ୍ୟ ବିଜୟ କୁମାର ବିଶ୍ୱାଳ, ସନ୍ତୋଷ କୁମାର ବିଶ୍ୱାଳ, ପୁର୍ଣ୍ଣେନ୍ଦୁ ବିଶ୍ୱାଳ, ପ୍ରମୋଦ ବିଶ୍ୱାଳ, ବିମଳ ମହାପାତ୍ର, ସୂର୍ଯ୍ୟମଣି ବିଶ୍ୱାଳ, ଶୁଭେନ୍ଦୁ ବିଶ୍ୱାଳ, ମଧୂସୁଦନ ବିଶ୍ୱାଳ, ଦେବବ୍ରତ ବିଶ୍ୱାଳ, ଦିଲ୍ଲୀପ ବିଶ୍ୱାଳ, ନୀଳମଣି ବିଶ୍ୱାଳ, ବିଶ୍ୱଭୂଷଣ ଜେନା ପ୍ରମୁଖ ଅନୁଷ୍କାଙ୍କ ବାସଭବନ ରେ ପହଁଚି ତାଙ୍କ କୃତତ୍ୱ ଲାଗି ସ୍ମୃତି ପରିଷଦ ପକ୍ଷରୁ ଉପଢ଼ୋକନ, ପୁଷ୍ପଗୁଚ୍ଛ, ବହି, କଲମ ସହିତ ମିଠା ଖୁଆଇ ସମ୍ବର୍ଦ୍ଧନା କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
  ଜିଲ୍ଲା  
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026
  ଜିଲ୍ଲା  
ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   19-Apr-2026
  ଜିଲ୍ଲା  
ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   19-Apr-2026

You Might Also Like