-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ରାଜ୍ୟ

୭୮ ବର୍ଷ ତଳର ହତ୍ୟାକାଣ୍ଡ, ଅଭିଯୁକ୍ତଙ୍କୁ ବୟସ ୯୫ : ବିଶ୍ୱର ସବୁଠୁ ଜଟିଳ ହତ୍ୟା ମାମଲାଟି ଏମିତି….

06-Feb-2021



ନୂଆଦିଲ୍ଲୀ(ପ୍ରେରଣା ଖବର)   ଜର୍ମାନର ଏକ କୋର୍ଟ ଶୁକ୍ରବାର ନାଜୀକନସନଟ୍ରେସନ୍ କ୍ୟାମ୍ପର ଜଣେ ପୂର୍ବତନ ସେକ୍ରେଟାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ତାଙ୍କ ବିରୋଧରେ ୧୦୦୦୦ ଜଣଙ୍କୁ ହତ୍ୟା କରିଥିବା ଅଭିଯୋଗ ରହିଛି । ଏହା ନିକଟ ଅତୀତରେ ଜଣେ ମହିଳାଙ୍କ ବିରୋଧରେ ସବୁଠାରୁ ବଡ ଅଭିଯୋଗ ବୋଲି କୁହାଯାଉଛି ।
୯୫ ବର୍ଷର ଅଭିଯୁକ୍ତ ମହିଳା ଜଣଙ୍କ ଡାନଜିଙ୍ଗ ନିକଟରେ ଥିବା ଷ୍ଟୁଥୋଫ୍ କ୍ୟାମ୍ପରେ କାମ କରୁଥିଲେ । ତେବେ କୋର୍ଟ ମହିଳାଙ୍କ ନାଁ କହିନଥିଲେ ମଧ୍ୟ ସେ ଇରାମଗାର୍ଡ ଏଫ୍ ବୋଲି ଜଣାପଡିଛି । ସେ ଏବେ ଉତ୍ତର ହାମବର୍ଗର ଏକ ବୃଦ୍ଧାଶ୍ରମରେ ରୁହନ୍ତି ।ଅଭିଯୁକ୍ତ ମହିଳାଙ୍କ ବିରୋଧରେ ଜେଓ୍ୱିସ୍ ବନ୍ଦୀ, ପୋଲାଣ୍ଡ ନାଗରିକ ଓ ସୋଭିଏତ ରୁଷର ବନ୍ଦୀଙ୍କୁ ହତ୍ୟା କରିବା ନେଇ ଅଭିଯୋଗ ରହିଛି । ଜୁନ ୧୯୪୩ରୁ ଏପ୍ରିଲ ୧୯୪୫ ମଧ୍ୟରେ ଏହି ସବୁ ହତ୍ୟାକାଣ୍ଡ ହୋଇଥିଲା । ସେତେବେଳେ ମହିଳାଜଣଙ୍କ ନାବାଳିକା ଥିଲେ । ସେ ବନ୍ଦୀଙ୍କୁ ଅପହରଣ କରି ଯୋଜନାବଦ୍ଧ ଭାବେ ହତ୍ୟା କରୁଥିବା ଅଭିଯୋଗ ରହିଥିଲା ଏହି ଘଟଣାରେ ପରେ ତଦନ୍ତ ଆରମ୍ଭ ହୋଇଥିଲା । ଏହାସହ ସାକ୍ଷୀଙ୍କୁ ଜେରା କରାଯାଇଥିଲା । ଅନେକ ସାକ୍ଷୀ ଏବେ ଆମେରିକା ଓ ଇସ୍ରାଏଲରେ ରହୁଛନ୍ତି । ଏନେଇ କୋର୍ଟଙ୍କ ମୁଖପାତ୍ର ପିଟର୍ ମୁଲେର୍ ରାକୋ ସୂଚନା ଦେଇଛନ୍ତି । ତେବେ ମହିଳାଜଣଙ୍କର ବୟସ ୯୫ ହୋଇଥିବାରୁ ତାଙ୍କ ବିରୋଧରେ ମାମଲା କୋହଳ କରାଯାଇପାରେ ଓ ଜୁଭେନାଇଲ୍ କୋର୍ଟରେ ବିଚାର ଚାଲିପାରେ ।ଜର୍ମାନୀ ସରକାର ଏବେ ନାଜୀଙ୍କ ବିରୋଧରେ ହୋଇଥିବା ଅତ୍ୟାଚାରରେ ଦଣ୍ଡବିଧାନ ନେଇ ବ୍ୟବସ୍ଥା କରୁଛନ୍ତି । ୨୦୧୧ ପରଠୁ ସରକାର ନାଜୀଙ୍କୁ ହତ୍ୟା କରିଥିବା ଅନେକ ଅଭିଯୁକ୍ତଙ୍କୁ ଦଣ୍ଡ ଶୁଣାଇ ସାରିଛନ୍ତି । ତେବେ ୨ ଜଣ ୯୪ ବର୍ଷୀୟ ଅଭିଯୁକ୍ତ ଦଣ୍ଡବିଧାନ ପୂର୍ବରୁ ପ୍ରାଣ ହରାଇ ସାରିଥିଲେ ।
ସୂଚନାଯୋଗ୍ୟ, ଷ୍ଟୁଥୋଫ୍ କ୍ୟାମ୍ପରେ ୧୧୦୦୦୦ଜଣଙ୍କୁ ଅଟକ ରଖାଯାଇଥିବା ବେଳେ ୬୫୦୦୦ଜଣଙ୍କୁ ବନ୍ଦୀ ଭାବେ ରଖାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like