-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||     

HOME   ଜିଲ୍ଲା

ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା

20-Apr-2026



(ରଂଜିତ ମହାନ୍ତି )
ବରୀ କୁଆଖିଆ ମୁଖ୍ୟରାସ୍ତାକୁ ସଂଯୋଗ କରୁଥିବା ଚୂଡ଼ାକଳ ଛକରୁ ଚଟୁମାରୀ ପର୍ଯ୍ୟନ୍ତ ପୂର୍ତ୍ତି ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ରାସ୍ତା ପ୍ରଶସ୍ତୀକରଣ କାର୍ଯ୍ୟ। ଜମି ଅଧିଗ୍ରହଣ ନକରି ରାସ୍ତା ସଂପ୍ରସାରଣ କରାଯାଉଥିବା ଏବଂ ବିନା କ୍ଷତିପୁରଣ ପ୍ରଦାନରେ ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ  ଧାରଣା ଦେଇଛନ୍ତି। ୨୦୦୪ ମସିହାରେ ଏହି ରାସ୍ତା ନିର୍ମାଣ ସମୟରେ ଜମି ହରାଇଥିବା ଜମିମାଲିକ ମାନଙ୍କୁ ଏପର୍ଯ୍ୟନ୍ତ କ୍ଷତିପୂରଣ ପ୍ରଦାନ କରାଯାଇନାହିଁ।  ପ୍ରତିବାଦରେ ସମାଜସେବୀ ସତ୍ୟରଞ୍ଜନ କରଙ୍କ ନେତୃତ୍ୱରେ କୁଳମଣି ଶୁକ୍ଳ, ସାବିତ୍ରୀ ଦାଶ, ସୀତାରାଣୀ ଦେଓ, ପ୍ରଶାନ୍ତ ପରିହାରୀ, ବିରଞ୍ଚି ନାରାୟଣ ସାହୁ, ଶଶିକାନ୍ତ ବେହେରା, ପ୍ରଭାତୀ ପରିଡା, ରୁକ୍ମଣୀ ମହାନ୍ତି, ଶରତ ସାହୁ, ସୁଦର୍ଶନ ସାହୁ, ବିଦ୍ୟାଧର ତ୍ରିପାଠୀ, ସନ୍ତୋଷ ପାଢ଼ୀ, ନିର୍ମଳ ମଳିକ, ଧରଣୀ ଧରମଳିକ, ଭାଗିରଥି ମଳିକ ଓ ନାରାୟଣ ମଳିକ ସହ ଅନେକ ଜମିମାଲିକ ଓ ସାମାଜିକ କର୍ମୀ ବରୀ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗଣ ଧାରଣାରେ ବସିଥିଲେ। ଦାବି ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ସଚେତନ କରାଯାଇଥିଲା।
ପ୍ରତିବାଦକାରୀମାନେ ଜମି ଅଧିଗ୍ରହଣ ଆଇନ ଅନୁସାରେ ପୂର୍ବ ସୂଚନା, ଯଥାର୍ଥ ମୂଲ୍ୟାୟନ ଓ ଯଥୋଚିତ କ୍ଷତିପୂରଣ ପ୍ରଦାନ ପରେ ମାତ୍ର ରାସ୍ତା ପ୍ରଶସ୍ତିକରଣ କାମ ଆରମ୍ଭ କରିବାକୁ ଦାବି କରିଥିଲେ। ସେମାନେ ଜିଲ୍ଲା ପ୍ରଶାସନ, ପୂର୍ତ୍ତି ବିଭାଗ ଓ ବରୀ ତହସିଲ ପ୍ରଶାସନଙ୍କ କାର୍ଯ୍ୟ ଅବହେଳାକୁ କଡା ଭାବେ ନିନ୍ଦା କରି ତୁରନ୍ତ କାମ ବନ୍ଦ କରି ସଠିକ୍ ପ୍ରକ୍ରିୟା ଅନୁସରଣ ପାଇଁ ଦାବି ଉଠାଇଥିଲେ। ପରେ ପୂର୍ତ୍ତି ବିଭାଗର ଯନ୍ତ୍ରୀ ନାରାୟଣ ଟୁଡୁ ଧାରଣା ସ୍ଥଳରେ ପହଞ୍ଚି ଜମିମାଲିକମାନଙ୍କୁ କ୍ଷତିପୂରଣ ଦିଆ ନଯିବା ପର୍ଯ୍ୟନ୍ତ କାମ ବନ୍ଦ ରଖିବାର ପ୍ରତିଶ୍ରୁତି ଦେବା ପରେ ଧାରଣାକୁ ଆସନ୍ତା ତା୫ ମେ ୨୬ରିଖ ପର୍ଯ୍ୟନ୍ତ ସ୍ଥଗିତ କରାଗଲା ବୋଲି ଧାରଣାକାରୀମାନଙ୍କ ଠାରୁ ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   20-Apr-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   20-Apr-2026
  ଜିଲ୍ଲା  
ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   20-Apr-2026

You Might Also Like