-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||     

HOME   ଜିଲ୍ଲା

*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-

20-Apr-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସଭା ଗୃହ ଠାରେ ଆଜି 20-04-2026 ରିଖ ଦିନ ଅଷୟ ତୃତୀୟା ଉପଲକ୍ଷେ ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ଵତନ୍ତ୍ର ବୈଠକ ଅନୁଷ୍ଠିତ ହୋଇ ଥିଲା  l   ସୋନପୁର ସିଡିପିଓ ସାଗରିକା ସ୍ଵାଇଁ  ଙ୍କ  ସଭାପତିତ୍ୱ  ଆୟୋଜନ ଏହି ବୈଠକ ରେ ବ୍ଲକ ଚେୟାରମ୍ଯାନ ଶ୍ରୀ  ପ୍ରହଲ୍ଲାଦ ନାଏକ, ବ୍ଲକ ଉନ୍ନୟନ ଅଧିକାରୀ ଶ୍ରୀ ପ୍ରତିକ କର, ଡି ଏସ ପି ରେଣୁକା ସୁନା, ଏ ବି ଇ ଓ କୃଷ୍ଣଚନ୍ଦ୍ର  ପଣ୍ଡା, ଡି ସି ପି ଓ  ଅଫିସ ଷ୍ଟାଫ୍,  ଯୋଗଦାନ କରିଥିଲେ   l  ଡି ଏସ ପି ରେଣୁକା ସୁନା ବାଲ୍ୟ ବିବାହ ଆଇନ ଓ ଦଣ୍ଡବିଧାନ  ଉପରେ ବିସ୍ତାର ଭାବେ ଧାରଣା ଦେଇଥିଲେ l ସିଡିପିଓ ସାଗରିକା ସ୍ଵାଇଁ ବାଲ୍ୟ ବିବାହ ର କୁ ପରିଣାମ ବିଷୟରେ କହିଥିଲେ  , l ବାଲ୍ୟ ବିବାହ କୁ କିପରି ଆମେ ଦୁର କରି ପାରିବl ଓ ଏଥିପାଇଁ ଆମେ କେଉଁ ପନ୍ଥା ଅବଲମ୍ବନ କଲେ ଲୋକ ମାନେ ବାଲ୍ୟ ବିବାହ ନ କରିବା ପାଇଁ  ସଚେତନ  ହୋଇ ପାରିବେ ସେହି ସଂପର୍କ ରେ ଆଲୋଚନା  କରାଗଲା   l ଉପସ୍ଥିତ ଥିବା ବିଭିନ୍ନ ଅଞ୍ଚଳର ଓ୍ବାର୍ଡ ମେମ୍ବର,ସରପଞ୍ଚ , ପ୍ରିଣ୍ଟିଙ୍ଗ ପେସ୍ ମାଲିକ, ଜ୍ୟୋତିଷ,  ଟେଣ୍ଡ ହାଉସ କର୍ମକର୍ତ୍ତା, ଅଙ୍ଗନୱାଡି କର୍ମୀ, ମନ୍ଦିର ପୂଜକ କମିଟିର ସଦସ୍ଯ  ,ପି ଆର ଆଇ ମେମ୍ବର ବାଲ୍ୟ ବିବାହ ଦୂରିକରଣର ରେ ତାଙ୍କର ଭୂମିକା ସଂପର୍କ ରେ କହିଥିଲେ l ପରେ ନିଜ ବ୍ଲକ କୁ ବାଲ୍ୟ ବିବାହ ମୁକ୍ତ କରିବା ପାଇଁ ଶପଥ ନେଇଥିଲେ l ସର୍ବ ଶେଷରେ  ରୋଜି ସ୍ମିତା ଭୋଇ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   20-Apr-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   20-Apr-2026

You Might Also Like