-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||     

HOME   ରାଜ୍ୟ

ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ

20-Apr-2026



ବଲାଙ୍ଗୀର (ପ୍ରେରଣା ଖବର): ଯୁନେକ୍ସ ସନରାଇଜ ର ପ୍ରାୟୋଜନରେ ଓଡିଶା ରାଜ୍ୟ ବେଡ଼ମିଣ୍ଟନ  ସଂଘ ତରଫରୁ ଆୟୋଜିତ ରାଜ୍ୟ ସ୍ତରୀୟ ୟୁ -୧୫ ଓ ୟୁ-୧୯ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତାରେ  ବଲାଙ୍ଗୀର ର ଦିବ୍ୟମ  କେଜ୍ରିୱାଲ ଇତିହାସ ସୃଷ୍ଟି କରିଛନ୍ତି। କଟକ ଠାରେ ଗତ ୧୭ ଏପ୍ରିଲରୁ ୧୯ ଏପ୍ରିଲ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ଏହି ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତାରେ  ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ୟୁ -୧୯ରେ ଏକକ ବ୍ୟାଡ଼ମିଣ୍ଟନରେ ସ୍ବର୍ଣ୍ଣ ପଦକ ଜିତିବା ସହ

ଡବଲସରେ ଢେଙ୍କାନାଳର ଶୁଭ୍ରକେତନ ମଲ୍ଲିକ ସହିତ ଖେଳି ତଥା ମିକ୍ସଡ଼ ରେ ରାୟଗଡାର ସ୍ବୀଟି ପ୍ରିୟା ପ୍ରଧାନ ସହ ଖେଳି ସ୍ବର୍ଣ୍ଣ ପଦକ ଜିତିବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ପୂର୍ବରୁ 
ଆନ୍ତର୍ଜାତୀୟ ବ୍ୟାଡମିଣ୍ଟନ ଖେଳରେ ଅଂଶଗ୍ରହଣ କରି ବଲାଙ୍ଗୀର ର  ଦିବ୍ୟମ  ସୁନାମ ଅର୍ଜନ କରିଥିବାରୁ  ଓ ଏବେ ୟୁ୧୯ରେ ବିରଳ ସଫଳତା ଯୋଗୁ ବିଭିନ୍ନ ମହଲ ରୁ ଶୁଭେଚ୍ଛା ର ସୁଅ ଛୁଟୁଛି। ଦିବ୍ୟମ ହେଉଛନ୍ତି ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ  ଆଦିତ୍ୟ କେଜ୍ରିୱାଲଙ୍କ ପୁଅ।


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   20-Apr-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   20-Apr-2026

You Might Also Like