-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||     

HOME   ଜିଲ୍ଲା

ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ

20-Apr-2026



ବଲାଙ୍ଗୀର, ବଲାଙ୍ଗୀର ଆଦର୍ଶପଡା ସ୍ଥିତ ଉତ୍କଳ  କଲେଜ ଅଫ୍ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଏବଂ ନର୍ସିଂ ର ଛାତ୍ରୀ ମାନଙ୍କ ଏକ ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।  ନର୍ସିଂ କଲେଜର ଜିଏନ୍‌ଏମ ଓ ବିଏସ୍‌ସି ନର୍ସିଂ ର ପ୍ରଥମ ବର୍ଷର ଛାତ୍ରୀ ମାନଙ୍କ ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏକ ସୁସ୍ଥ  ଓ ସୁନ୍ଦର ସମାଜ ଗଠନ ପାଇଁ ଲୋକଙ୍କୁ ଉପଯୁକ୍ତ ସେବା ଯୋଗାଇ ଦେବାର ଶପଥ ନେଇଥିଲେ ନର୍ସିଂ ଛାତ୍ରୀ । ଫ୍ଲୋରେନ୍ସ ନାଇଟଏଙ୍ଗଲଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ତଥା ଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଗାନ ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗୀର ଏଏନ୍‌ଏମ୍ ଟ୍ରେନିଂ ଇନଷ୍ଟିଚ୍ୟୁଟର ଅଧ୍ୟକ୍ଷା ବିନୋଦିନୀ ଦାସ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ସାଇଟ୍ ନର୍ସିଂ କଲେଜର ଅଧ୍ୟକ୍ଷା ସ୍ନିଗ୍ଧା ମିନତୀ ଦାନୀ, ସମାଜସେବୀ ଶାନ୍ତନୁ କୁମାର ପୂଝାରୀ ଏବଂ ବୀଣାପାଣି ଶିକ୍ଷା ସଦନର ନିର୍ଦ୍ଦେଶକ ଅଶୋକ ମେହେର   ପ୍ରମୁଖ ଯୋଗ ଦେଇ ସେବା ଓ ସମର୍ପଣର ପ୍ରତୀକ ନର୍ସିଂ ସାର୍ଭିସି ରେ ଯୋଗ ଦେଇଥିବା ଛାତ୍ରୀ ମାନେ ଏହାକୁ ସ୍ୱାସ୍ଥ୍ୟସେବାକୁ ଏକ ବୃତ୍ତି ନୁହେଁ ବ୍ରତ ଭାବରେ ଗ୍ରହଣ କରିବାକୁ ଉପଦେଶ ଦେଇଥିଲେ ।  କଲେଜର ନିର୍ଦ୍ଦେଶକ ବିଶ୍ୱଭୂଷଣଶ ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ କଲେଜର ଏକାଡେମିକ୍ ହେଡ୍ ଜୟଲକ୍ଷ୍ମୀ ନାଏକ, କଲେଜର ଅଧ୍ୟକ୍ଷ ମଂଜୁଲତା ସାହୁ, ପ୍ରଶାସନିକ ଅଧିକାରୀ ରବିନ୍ଦ୍ର ତ୍ରିପାଠୀ   ପ୍ରମୁଖ ମଂଚାସୀନ ଥିଲେ । 
ଶେଷରେ କଲେଜ ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ନର୍ସିଂ କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଏବଂ ଛାତ୍ରୀ ମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   20-Apr-2026

You Might Also Like