-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||     

HOME   ଜିଲ୍ଲା

ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ

20-Apr-2026



ଟିଟିଲାଗଡ଼(ପବିତ୍ର ସାହୁ): ସ୍ଥାନୀୟ କଟକିଆ ପଡା ସ୍ଥିତ ଏସ. ଏଚ.ଜି. ଗୃହ ଠାରେ ଏ. ଆଈ. ଟି. ୟୁ. ସି.ସହ ବନ୍ଧିତ ନିଖିଳ ଓଡିଶା ଆଶା କର୍ମୀ ସଂଘର ଟିଟିଲାଗଡ଼ ସହରାଞ୍ଚଳ କମିଟୀ ଓ ବ୍ଲକ କମିଟୀ ର  ସହଯୋଗ ରେ ସଭାନେତ୍ରୀ ଭୂମିସୁତା ବେହେରା ଓ ବୃନ୍ଦାବତୀ ସରାଫଙ୍କ ମିଳିତ ଆହ୍ୱାନରେ ତଥା ସୁମିତ୍ରା ବେହେରା ଙ୍କ ସଭାପତିତ୍ୱ ରେ ସଂଗଠନର ପରିବର୍ଦ୍ଧିତ ବାର୍ଷିକ ବୈଠକ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ସଂଗଠନର ଜିଲ୍ଲା ସଭାପତି ତଥା ରାଜ୍ୟ ଉପ-ସଭାପତି ତୀର୍ଥ

ପଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତାଙ୍କ ବକ୍ତବ୍ୟ ରଖିଥିଲେ l ସଂଘର ଟିଟିଲାଗଡ଼ ସବ ଡିଭିଜନାଲ ସଂଯୋଜକ ପ୍ରବୀର କମ୍ପ ସମ୍ମାନିତ ଭାବେ ଯୋଗ ଦେଇ ବକ୍ତବ୍ୟ ଦେଇଥିଲେ l ସହରାଞ୍ଚଳ କମିଟିର ସମ୍ପାଦିକା ଯଶୋଦା ନନ୍ଦ ସଂଗଠନ ଦ୍ୱାରା ଆଗକୁ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମ ସମ୍ବନ୍ଧେ ସୂଚନା ଦେଇ କମିଟୀର ସମସ୍ୟା ବିଷୟରେ ଆଲୋକପାତ କରିଥିଲେ l ରାଜ୍ୟରେ ବି ଜେ ପି ଶାସିତ ଡବଲ ଇଂଜିନ ସରକାର   କ୍ଷମତା ସିନ ହେଲାପରେ ଆଶା କର୍ମୀଙ୍କ କାର୍ଯ୍ୟଭାର ଅଧିକ ବୃଦ୍ଧି ହୋଇଯାଇଛି କିନ୍ତୁ ପ୍ରୋତ୍ସାହନ ରାଶି ଠିକ ଭାବେ ଦିଯାଉନାହିଁ l ବ୍ୟବସ୍ଥା ଥିଲେ ମଧ୍ୟ ଏପରି କି ବର୍ଷ ବର୍ଷ ଧରି କଣ୍ଟିଜେନସି ବାବଦରେ ପଇସା ଦିଆଯାଉ ନାହିଁ l ଜିଲ୍ଲlରେ ଅସହ୍ୟ ଭାବେ ତାପମାତ୍ରା ବଢିବା ସତ୍ୱେ ସବୁ ବର୍ଗର ଲୋକଙ୍କ ପାଇଁ କାମକରିବାର ସମୟ ନିର୍ଦ୍ଧାରିତ ହୋଇଥିବା ବେଳ ଆଶା କର୍ମୀଙ୍କ ପାଇଁ ସେ ସୁବିଧା ନାହିଁ l ୨୪ ଘଣ୍ଟିଆ କାମ କଲେ ମଧ୍ୟ ସରକାର ତଥା ଜିଲ୍ଲା

ପ୍ରଶାସନ ନିର୍ଦ୍ଧିଷ୍ଟ ସମୟରେ ସଠିକ ପରିମାଣର ପ୍ରାପ୍ୟ ପ୍ରୋତ୍ସାହନ ରାଶି ଆଶା କର୍ମୀଙ୍କୁ ଦିଆଯାଉନାହିଁ  l ଗତ ବର୍ଷରୁ ଆୟୁଷ୍ମାନ ଯୋଜନାରେ କାମ କରାଯାଇଥିବା ପ୍ରୋତ୍ସାହନ ରାଶି ଏପର୍ଯ୍ୟନ୍ତ ମିଳି ନାହିଁ l ଏହି ସବୁ ସମସ୍ୟା କୁ ନେଇ ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟି ଦ୍ୱାରା ଆସନ୍ତା ତା ୧୧/୫/୨0୨୬ ରେ ବଲାଙ୍ଗିର ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ଦାବୀ ପତ୍ର ଦିଆଯିବ କୁ କହି ଅଧିକ ସଂଖ୍ୟାରେ ଯୋଗ ଦେବା ପାଇଁ ସଭାପତି ଆହ୍ୱାନ ଦେଇଥିଲେ l  ଏଥିରେ ହିରନ ବାଗ,ଜ୍ୟୋସ୍ନା ମିଶ୍ର, ଭାଗ୍ୟବତୀ ସାଣ୍ଢ, ସାଧବlଣୀ ପୁଟେଲ, ସରସ୍ବତୀ ସାହୁ, ପଦ୍ମିନୀ କଟା, ଆରତୀ ସାହୁ, ନବବତୀ ସାହୁ, ମହେନ୍ଦ୍ର ରଣା, ପୁରୁଷୋତ୍ତମ କର୍ମୀ ପ୍ରମୁଖ ଯୋଗ ଦେଇ ବକ୍ତବ୍ୟ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026

You Might Also Like