-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ଛାତ୍ରୀ ନିବାସରେ ପଶୁଛନ୍ତି ପୁରୁଷ ଶିକ୍ଷକ ! ତାତିଲେ ଛାତ୍ର-ଛାତ୍ରୀ, ଗେଟ୍‌ରେ ପକାଇଲେ ତାଲା, ଟାୟାର ଜାଳି କଲେ ବିକ୍ଷୋଭ ପ୍ରଦର୍ଶନ

06-Feb-2021



ହିଞ୍ଜିଳିକାଟୁ(ପ୍ରେରଣା ଖବର) :ହିଞ୍ଜିଳିକାଟୁ ସରକାରୀ ଆଇଟିଆଇରେ ତାଲା ପକାଇଲେ ଛାତ୍ର ଛାତ୍ରୀ। ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ସରକାରୀ ଆଇଟିଆଇରେ ମାନସିକ ଏବଂ ଶାରୀରିକ ନିର୍ଯାତନା ଓ ଟଙ୍କା ମାଗୁଥିବା ଅଭିଯୋଗରେ ତାଲା ପକାଇବା ସହ ଗେଟ ସମ୍ମୁଖରେ ଟାୟାର ଜାଳି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ସରକାରୀ ଆଇଟିଆଇ ଛାତ୍ରଛାତ୍ରୀ ।କଲେଜର ଇଲେକ୍ଟ୍ରିକାଲ ବିଭାଗର ଶିକ୍ଷକ ଚନ୍ଦ୍ରକାନ୍ତ ଚାନ୍ଦୁଆଙ୍କ ନାମରେ  ଏହି ଅଭିଯୋଗ ଆଣିଛନ୍ତି ଛାତ୍ର ଛାତ୍ରୀ।

ଅଭିଯୋଗ ଖୁବ ସଙ୍ଗୀନ ଥିବା କୁହାଯାଉଛି। ଗୋଟିଏ ଛାତ୍ରୀ ନିବାସରେ କିଭଳି ପୁରୁଷ ଶିକ୍ଷକ ଯିବାକୁ ସାହସ କରୁଛନ୍ତି। ତାଙ୍କୁ ଏ ଅଧିକାର ଦେଲା କିଏ ? କଲେଜ କର୍ତ୍ତୃପକ୍ଷଙ୍କ ନିକଟରେ ଏହାର ଖବର ନାହିଁ କିପରି? ଏହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଛାତ୍ର ଛାତ୍ରୀ।

ଏହାକୁ ପ୍ରତିବାଦ କରି ଶନିବାର କଲେଜ୍‌ର ଛାତ୍ର-ଛାତ୍ରୀ ଗେଟ୍‌ରେ ତାଲା ଦେଇ ବିରୋଧ ପ୍ରଦର୍ଶନ କରିଛନ୍ତି। ଏଥିସହ ଟାୟାର ଜାଳି ନିଜର ଅସନ୍ତୋଷ ଜାହିର କରିଛନ୍ତି। ଶେଷରେ ହିଞ୍ଜିଳି ଥାନା ଅଧିକାରୀ ଅଭିମନ୍ୟୁ ଦାସ ଘଟଣାସ୍ଥଳରେ ପହଞ୍ଚି ବହୁ  ବୁଝା ସୁଝା କରିବା ପରେ ଆନ୍ଦୋଳନ ବନ୍ଦ ହେବା ସହ ପରିସ୍ଥିତି ଶାନ୍ତ ପଡିଛି। ପରେ କଲେଜ ଅଧ୍ୟକ୍ଷ ଛାତ୍ରୀ ମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ଘଟଣାକୁ ନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ନିନ୍ଦା କରାଯାଇଥିବା ବେଳେ ଆଗାମୀ ଦିନରେ କଲେଜ କର୍ତ୍ତୃପକ୍ଷ କଣ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି ତାକୁ ହିଁ ଦେଖିବାକୁ ବାକିରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like