-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-

21-Apr-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ  ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କ୍ରୀଡା ବିଭାଗ ସହଯୋଗରେ ୧୪ ବର୍ଷ ରୁ କମ "ମୂଖ୍ୟ ମନ୍ତ୍ରୀ ଟ୍ରଫି" ଅନ୍ତଃ କ୍ଳବ ଓ ଅନ୍ତଃ ଜିଲ୍ଲା କବାଡି,ଖୋ ଖୋ, ଭଳିବଲ ଚାମ୍ପିୟନସିପ -୨୦୨୬ ଉଦଘାଟିତ ହୋଇଯାଇଛି। ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ (ରାଜସ୍ଵ) ରାଜେନ୍ଦ୍ର ମାଝି, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଅଞ୍ଜଳିନା ପ୍ରଧାନ ଏହି ଟ୍ରଫି କୁ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ପୌରପରିଷଦ ଅଧ୍ୟକ୍ଷା ତାମସୀ ତାମସ୍ମିତା ନାଏକ, ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, କ୍ରୀଡ଼ାବିତ୍ ଗୋରେଖନାଥ ସାହୁ,କଇଁରୁ ସ୍ଵାଇଁ, ରାମକୁମାର ସାହୁ, ସାଂସଦ ପ୍ରତିନିଧି ସ୍ଵରୂପ ପାତ୍ର , କ୍ରୀଡ଼ାବିତ୍ ଚିତ୍ତରଞ୍ଜନ ତରାସିଆ, ଆଦିତ୍ୟ କିଶୋର ଦାନୀ, ଗଣେଶ ମେହେର, କାଉନସିଲର ଗଙ୍ଗା ତରିଆ,ସୁକାନ୍ତ ସାହୁ, ରାମଧୂନ କ୍ଳବର ଶେଷଦେବ ମେହେର ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଏହି ସଭାକୁ ପିୟୁଷ ପଣ୍ଡା ଓ ସଞ୍ଜୟ ସାହୁ ସଂଯୋଜନା କରିଥିଲେ। ଜିଲ୍ଲା ର ୬ଟି ବ୍ଲକର ଭଲିବଲ, କବାଡି ,ଖୋ ଖୋ ରେ ତିନି ଗୋଟି ଇଭେଣ୍ଟ ରେ ବାଳକ ବାଳିକା ବିଭାଗ ର ଦୁଇଟି ଲେଖାଏଁ ଟିମ୍ , ସମୁଦାୟ ୩୬ ଗୋଟି ଟିମ୍ ଭାଗ ନେଇଥିଲେ। ଓ ପୌରପରିଷଦ ରୁ ସାତ ଗୋଟି ଟିମ୍ ସହିତ ସମୁଦାୟ ୪୩ଗୋଟି  ଟିମ୍ ଆଜିର ସିଏମ ଟ୍ରଫି ରେ ଭାଗ ନେଇଥିଲେ। ପି ଇଟି ସଞ୍ଜୟ ସାହୁ,ଭୁକୁଲୁ ବକ୍ସି , ରାଜେଶ ଥନାପତି,କଲିମ ମହମ୍ମଦ, ବିପ୍ରଚରଣ ପେରା , ସଂଧ୍ୟାରାଣୀ କ୍ଷେତି,ସଞ୍ଜିବ ସାହୁ, ପ୍ରତିଭା ଭୋଇ, ଶେଷଦେବ ପ୍ରଧାନ, ଅଭିନନ୍ଦନ୍ ପୂଜାରୀ, ଯଶୋବନ୍ତ ପୁଟେଲ୍,ଜଗନ ସେନାପତି ଖେଳ ପରିଚାଳନା କରିଥିଲେ। ଭଲିବଲ୍ ବାଳକ ରେ ଆରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ଚାମ୍ପିଅନ, ରନର୍ସ୍ ଅଫ କେନ୍ଦ୍ରୟ ବିଦ୍ୟାଳୟ ସୋନପୁର , ବାଳିକା ଭଲିବଲ୍ ରେ ସରକାରୀ ବାଳିକା ହାଇସ୍କୁଲ ତରଭା ଚାମ୍ପିଅନ , ବାଳକ କବାଡ଼ି ରେ ହାଇସ୍କୁଲ ମେଘେଲା ବିଜେତା, ଉପ ବିଜେତା ରେ ସାଇ କୃପା ଶିକ୍ଷା ନିକେତନ ସୋନପୁର, ବାଳିକା କବାଡ଼ି ରେ ସରକାରୀ ବାଳିକା ହାଇସ୍କୁଲ ତରଭା ଚାମ୍ପିଅନ, ଉପ ବିଜେତା ସୋନପୁର ବ୍ଳକ , ଖୋ ଖୋ ବାଳକ ସାଇ କୃପା ଶିକ୍ଷା ନିକେତନ ବିଜେତା ଓ ଉପ ବିଜେତା ସୋନପୁର ବ୍ଳକ, ଖୋ ଖୋ ବାଳିକା ରେ ସରକାରୀ ବାଳିକା ହାଇସ୍କୁଲ ତରଭା, ଉପ ବିଜେତା ସୋନପୁର ବ୍ଳକ, ଅତିଥି ମାନଙ୍କ ଠାରୁ ପୁରଷ୍କୃତ ହୋଇଥିଲେ l ଓ ଆଜି ମନୋନୀତ ହୋଇ ଏଇ ଖେଳାଳି ମାନେ ଜିଲ୍ଲା ସ୍ତରୀୟ ଖେଳ ପ୍ରତିଯୋଗିତା ରେ ଭାଗ ନେବେ ବୋଲି କ୍ରୀଡା ସଂଘ ପକ୍ଷରୁ ସୂଚନା ମିଳିଛି l କ୍ରୀଡା ସଂଘର ସଭ୍ୟ ବିକାଶ ପଣ୍ଡା, ଜିଲୁ ସାହୁ , ଚନ୍ଦନ ସାହୁ,ବୁବୁନ ନାଏକ, ବିକାଶ ପାଢୀ, ଚୈତ୍ୟନ୍ୟ ନାଏକ, ନେପାଲ ଦାଣ୍ଡିଆ, ସୋମନାଥ ସାହୁ, ସୋମନାଥ ମିଶ୍ର, ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026

You Might Also Like