-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||      ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   (01-Jul-2026)       ||      ଆଇନ ସଚେତନତା ଶିବିର    (01-Jul-2026)       ||     

HOME   ଜିଲ୍ଲା

ଝାରସୁଗୁଡାରେ ଚାଷୀ ସଂଗଠନର ଚକା ଜାମ୍, ୪୯ ନଂ ଜାତୀୟ ରାଜପଥରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ

06-Feb-2021



ଝାରସୁଗୁଡା (ପ୍ରେରଣା ଖବର) : କୃଷକ ସଂଗଠନର ଡାକରାରେ ସାରା ଭାରତରେ ୩ ଘଣ୍ଟିଆ ଚକା ଜାମର ପ୍ରଭାବ ଝାରସୁଗୁଡା ଜିଲ୍ଲାରେ ଦେଖିବାକୁ ମିଳିଥିଲା । କେନ୍ଦ୍ର ସରକାର ଆଣିଥିବା ୩ଟି ନୂତନ କୃଷି ବିଲ୍ କୁ କଳା ଆଇନ ଭାବେ ଦର୍ଶାଇ କୃଷକ ସଂଗଠନ ପକ୍ଷରୁ ଝାରସୁଗୁଡା-ବେଲପାହଡ ୪୯ ନମ୍ବର ଜାତୀୟ ରାଜପଥର ପ୍ରସନ୍ନ ପଣ୍ଡା ଛକ ସହ କୋଲାବିରାର ବଡବାହାଲ ଛକ ଓ ଛତିଶଗଡ ସୀମାନ୍ତବର୍ତ୍ତୀ କନକତୋରାରେ ୩ ଘଣ୍ଟିଆ ଚକା ଜାମ କରିଥିଲେ ।

ଚକା ଜାମ୍ ଦ୍ବାରା ୪୯ ନମ୍ବର ଜାତୀୟ ରାଜପଥରେ ଯାନବାହାନ ଚଳାଚଳରେ ବାଧା ସୃଷ୍ଟି ହୋଇଥିଲା । ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଭିନ୍ନ ଛକ ସ୍ଥାନ ମାନଙ୍କରେ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ଆଜିର ଏହି ଚକା ଜାମ୍ ଆନ୍ଦୋଳନରେ କୃଷକ ସଂଗଠନ ସହ କଂଗ୍ରେସ, କମ୍ୟୁନିଷ୍ଟ ପାର୍ଟି ସହ ପ୍ରଗତିଶୀଳ ଶ୍ରମିକ ମଞ୍ଚ ଓ ଅନ୍ୟ ଗଣ ସଂଗଠନର କର୍ମକର୍ତ୍ତା ସାମିଲ ହୋଇ କେନ୍ଦ୍ର ସରକାର ତୁରନ୍ତ କୃଷକ ବିରୋଧୀ ଆଇନକୁ ଫେରାଇ ନେବାକୁ ଦାବି କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   02-Jul-2026
  ଜିଲ୍ଲା  
ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   02-Jul-2026
  ଜିଲ୍ଲା  
କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   02-Jul-2026
  ଜିଲ୍ଲା  
ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ   01-Jul-2026
  ଜିଲ୍ଲା  
୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   01-Jul-2026

You Might Also Like