-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ

22-Apr-2026



ଅତାବିରା(ଆକାଶ ମିଶ୍ର): ଅତାବିରା ବ୍ଳକ ଚକୁଳି ଫାର୍ମ କୃଷି ଫାର୍ମରେ ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ରାଜ୍ୟ ସଭା ସାଂସଦ ତଥା ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅକ୍ଷି ମୁଠି ଅନୁକୂଳ କରି ଥିଲେ। ପବିତ୍ର ଅକ୍ଷୟ ଦିବସ ଅବସରେ ଆଗାମୀ ଖରିଫ ଫସଲ ପାଇଁ ଧାନ ବୁଣି ଅନୁକୂଳ କରିଥିଲେ। ସାଥୀରେ ବରଗଡ଼  ସାଂସଦ ପ୍ରଦୀପ ପୁରୋହିତ, ଅତାବିରା ବିଧାୟକ ନିହାର ମହାନନ୍ଦ, ଭଟଲି ବିଧାୟକ ଇରାସିସ ଆଚାର୍ଯ୍ୟ,

ବିଜେପୁର ବିଧାୟକ ସନାତନ ଗଡ଼ତିଆ, ଗୋବର୍ଦ୍ଧନ ଭୁଏ, ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଯୋଗ ଦେଇ ଅଖି ମୁଠି ଦେଇଥିଲେ। ଏହା ପୂର୍ବରୁ ପୂଜାକାର୍ଯ୍ୟ କରି  ଟାଙ୍ଗରପାଲି ପୂରଣ ଲଗୋନ, ଦୁଲମପୁର ଭୁଜରାଜ ସେଠ ହଲ ବଳଦ ନଙ୍ଗଲ ପଛ ପଛରେ ଧାନ ବୁଣିଥିଲେ। ପଣ୍ଡିତ ଭୀଷ୍ମଦେବ ପାଣିଗ୍ରାହୀ ପୂଜା କାର୍ଯ୍ୟ ସଂପାଦନ କରିଥିଲେ। ଅକ୍ଷି ମୁଠି

ପରେ ଏକ ସଭା ହୋଇଥିଲା। ଏଥିରେ ଜିଲ୍ଲାପାଳ  ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଅତିଥି ଗଣଙ୍କ ବ୍ୟତିତ ଅନ୍ୟମାନଙ୍କ ମଧ୍ୟରେଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା ଯୋଗ ଦେଇଥିଲେ। ଏହି ଅବସରରେ ଜିଲ୍ଲାର ୬ଜଣ ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ  ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ନିର୍ଦେଶକ ଲୋଚନ ଚନ୍ଦ୍ର ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ। ସରକାରୀ ଅକ୍ଷି ମୁଖି କାର୍ଯ୍ୟକ୍ରମ ପରେ ସରଣ୍ଡା ହାଇସ୍କୁଲ ପଡ଼ିଆରେ ଦଳୀୟ ସଭା ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026

You Might Also Like