-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||     

HOME   ଜିଲ୍ଲା

*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -

22-Apr-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାରେ ହାଇଟେକ୍ ସର୍ଭେ ନାମରେ ଦୀର୍ଘ ୧୦ ବର୍ଷରୁ ଲାଗି ରହିଥିବା ଜମି ପଟ୍ଟା ସମସ୍ୟାର ହେବ ଅନ୍ତ। ଏଥି ପାଇଁ ଜିଲ୍ଲା ର ଜନସାଧାରଣ ନାହିଁ ନ ଥିବା ଅସୁବିଧା ଭୋଗୁଥିଲେ । ଆଜି ଠାରୁ ଠାରୁ ଜିଲ୍ଲାବାସୀଙ୍କୁ ଜମି ପଟ୍ଟା ବଣ୍ଟନ କରିବ ଜିଲ୍ଲା ପ୍ରଶାସନ। ଏ ନେଇ  ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଜିଲ୍ଲାପାଳ ଡ଼. ନୃପରାଜ ସାହୁ। ସେ କହିଛନ୍ତି ଜିଲ୍ଲାବାସୀ ଙ୍କ ଦୀର୍ଘ୍ ଦିନ ର ଦାବୀ କୁ ପ୍ରଶାସନ ଗୁରୁତର ସହ ନେଇ ସରକାର ଙ୍କ ଠାରେ ଉପସ୍ଥାପନ କରିଥିବା ବେଳେ ରାଜ୍ୟ ସରକାର ମଧ୍ଯ ଏହି ଦିଗରେ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ହାଇଟେକ୍ ସର୍ଭେ କୁ ଶୀଘ୍ର ସାରିବା ସହ ଜମି ପଟ୍ଟା ବଣ୍ଟନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିଛନ୍ତି।  ଆଜି ଠାରୁ ଜିଲ୍ଲାର ସମସ୍ତ ୬ ଗୋଟି ବ୍ଲକ ର ବିଭିନ୍ନ ସ୍ଥାନରେ ଏ ନେଇ ସ୍ୱତନ୍ତ୍ର କ୍ୟାମ୍ପ ମାଧ୍ୟମରେ ପଟ୍ଟା ବଣ୍ଟନ ନେଇ ଆଜି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସାମ୍ୱାଦିକ ସମ୍ମିଳନୀରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ, ସୋନପୁର ଉପ ଜିଲ୍ଲାପାଳ ସୌମ୍ୟାରୂପା ରଥ, ବୀରମହାରାଜପୁର ଉପ ଜିଲ୍ଲାପାଳ ଶ୍ରୀ ସୁରେନ୍ଦ୍ର ମେହେର ଉପସ୍ଥିତ ରହିବା ସହ ଗଣମାଧ୍ୟମ କୁ ସମସ୍ତ ସୂଚନା ପ୍ରଦାନ କରିଥିଲେ । 
ଜିଲ୍ଲାରେ ଜମିପଟ୍ଟା ନ ପାଇ ଲୋକେ ନାନା ହଇରାଣ ହେଉଥିବା ବେଳେ ଏ ନେଇ ବାରମ୍ବାର ଜିଲ୍ଲା ପ୍ରଶାସନ ପାଖକୁ ଅଭିଯୋଗ ଆସୁଥିଲା ।ଏହକୁ ଗୁରୁତର ସହ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ସାହୁ ନେବା ସହ ବିଭାଗ କୁ ଜଣାଇଥିଲେ । ରାଜସ୍ବ ବିପର୍ଯ୍ୟୟ ମନ୍ତ୍ରୀ ସୁରେଶ ପୂଜାରୀ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ କାଳରେ ମଧ୍ଯ ଏ ନେଇ ଦୃଷ୍ଟି ଆକର୍ଷଣ କରାଯାଇଥିବା ବେଳେ ସେ ମଧ୍ଯ ଏହାକୁ ଶୀଘ୍ର ସମାଧାନ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ । ଆଜି ହାଇଟେକ୍ ଜମିପଟ୍ଟା ବଣ୍ଟନ ନେଇ ଜଣାପଡ଼ିବା ପରେ ବୁଦ୍ଧିଜୀବୀ ତଥା ଜନସାଧାରଣ ଙ୍କ ପକ୍ଷରୁ ଜିଲ୍ଲାପାଳ ଓ ରାଜସ୍ୱ ବିପର୍ଯ୍ୟୟ ମନ୍ତ୍ରୀ ସୁରେଶ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଜିଲ୍ଲାବାସୀ ଶୁଭେଚ୍ଛା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026

You Might Also Like