-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||     

HOME   ଜିଲ୍ଲା

.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର

22-Apr-2026



(ରଂଜିତ ମହାନ୍ତି )
ଜି.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିରଯାଜପୁର ଜିଲ୍ଲାର ଦ୍ଵିତୀୟ ପୁରାତନ ମହାବିଦ୍ୟାଳୟ ବରୀ ରାମଚନ୍ଦ୍ରପୁର ସ୍ଥିତ ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର ଆୟୋଜିତ ହୋଇଛି । ଗତ ୨୦ ତାରିଖରୁ ଆୟୋଜିତ ଏହି ଶିବିର ଆଗାମି ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ । ଉକ୍ତ ଶିବିରରେ ୫୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଯୋଗଦାନ କରି କଲେଜ ପରିସରକୁ ସଫେଇ କରୁଛନ୍ତି । ଛାତ୍ରଛାତ୍ରୀଙ୍କ ସହିତ ବିଭିନ୍ନ ସମୟରେ କଲେଜର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ମାନେ ଯୋଗଦାନ କରି ସେମାନଙ୍କୁ ଉତ୍ସାହିତ କରୁଛନ୍ତି । କଲେଜର ଅଧ୍ୟାପକ ତଥା କାର୍ଯ୍ୟକ୍ରମ ଅଧିକାରୀ ସୁଦୀପ୍ତ କୁମାର ବିଶ୍ବାଳ ଏହି କାର୍ଯ୍ୟକ୍ରମର ନେତୃତ୍ୱ ନେଉଛନ୍ତି । ଅଧ୍ୟାପକ ଶ୍ରୀ ବିଶ୍ୱାଳ ମଧ୍ୟ ଯାଜପୁର ଡିଷ୍ଟ୍ରିକ୍ଟ ନୋଡାଲ ଅଫିସର ଭାବେ କାର୍ଯ୍ୟ କରୁଛନ୍ତି ।
ଏହି ଶିବିରକୁ ନେଇ କଲେଜର ଅଧ୍ୟକ୍ଷ ପ୍ରଫେସର ପ୍ରବୋଧ କୁମାର ସାମଲ କହିଛନ୍ତି ଛାତ୍ରଛାତ୍ରୀଙ୍କ ସହିତ କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ସୁଦୀପ୍ତ କୁମାର ବିଶ୍ବାଳଙ୍କ ଏହି କାର୍ଯ୍ୟ ବେଶ ପ୍ରଶଂସନୀୟ । କଲେଜ ପରିସରକୁ ସଫା ସୁତୁରା ରଖିବା ଭଳି କାର୍ଯ୍ୟ କରୁଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଧନ୍ୟବାଦ ଦେବା ସହିତ କଲେଜ ପ୍ରତି ସେମାନଙ୍କ ଭଲ ପାଇବା ଅନ୍ୟ ଛାତ୍ରଛାତ୍ରୀଙ୍କୁ ଅନୁପ୍ରେରିତ କରିବ ବୋଲି କହିଛନ୍ତି । କଲେଜ ଏନଏସଏସର ବହୁ ଛାତ୍ରଛାତ୍ରୀ ବିଗତ ଦିନରେ ରାଜ୍ୟ ସ୍ତରରେ ସମ୍ମାନିତ ହେବା କଲେଜର ଗୌରବ ବଢ଼ାଇଥିବା ଅଧ୍ୟକ୍ଷ ପ୍ରଫେସର ସାମଲ କହିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026

You Might Also Like