-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||     

HOME   ଜିଲ୍ଲା

ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ

22-Apr-2026



ଭୁବନେଶ୍ୱର(ସମୀର ରଞ୍ଜନ ନାୟକ): ଖୁବଶୀଘ୍ର ଆସିବ SOP । ଜନଗଣନାରେ ନିୟୋଜିତ ଥିବା ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ପଦକ୍ଷେପ ନେବା ସହ ସୁରକ୍ଷା ପାଇଁ ଆସିବ ନୂଆ SOP । ଏନେଇ ରାଜସ୍ୱ ଅଧିକାରୀ ଓ ଜନଗଣନା ଅଧିକାରୀଙ୍କ ସହ ବୈଠକ ଡାକିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।ମନ୍ତ୍ରୀ କହିଛନ୍ତି ଘରକୁ ଘର ଯାଇ ଜନଗଣନା କରିବା କର୍ମଚାରୀ ଙ୍କ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ । ଏପଟେ ଅସହ୍ୟ ଗ୍ରୀଷ୍ମପ୍ରବାହ ଏକ ବଡ ସମସ୍ୟା ପାଲଟିଛି। ଏହା ମଧ୍ୟରେ କିଛି କର୍ମଚାରୀ ଅସୁସ୍ଥ ହେବାର ଖବର ମଧ୍ୟ ସାମ୍ନାକୁ ଆସିଛି। ଏହାସହିତ ଜନଗଣନା କରୁଥିବା ସମୟରେ କିଛି ଅଧିକାରୀଙ୍କ ଉପରେ ଆକ୍ରମଣ ହୋଇଥିବାର ମଧ୍ୟ ଖବର ଆସିଛି। ସରକାରଙ୍କ ପାଇଁ ଏବେ ସରକାରୀ କର୍ମଚାରୀ ଓ ଲୋକଙ୍କ ସୁରକ୍ଷା ଏକ ବଡ଼ ଦାୟିତ୍ୱ ପାଲଟିଛି। ଯେଉଁ ସ୍ଥାନରେ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଛି ସେଠାରେ ଗୃହ ସଚିବ ଓ ଡିଜିଙ୍କ ସହ ଏନେଇ ଆଲୋଚନା ହୋଇଛି। ଯେ କେହି ବି ଏହି ଆକ୍ରମଣରେ ସାମିଲ ଥିବା ସେ ଯେଉଁଠାରେ ଲୁଚିକି ରହିଥିଲେ ତାକୁ ଛଡ଼ାଯିବ ନାହିଁ ବୋଲି ସେ କହିଛନ୍ତି ।ସେପଟେ ଜନଗଣନାରେ ନିୟୋଜିତ କର୍ମଚାରୀଙ୍କୁ ସୁରକ୍ଷା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି। ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଚିଠି କରିଛି। ଏପ୍ରିଲ ୧୬ରୁ ଆରମ୍ଭ ହୋଇଥିବା ଜନଗଣନା ମେ ୧୫ ପର୍ଯ୍ୟନ୍ତ ଚାଲିବ। ସୋନପୁର ଜିଲ୍ଲାରେ ଜଣେ କର୍ମଚାରୀଙ୍କ ହୃଦଘାତରେ ମୃତ୍ୟୁ ହୋଇଥିଲା। ଗଣନାକାରୀ ନିଖୋଜ ହେବା ସହ ହିଟ ଷ୍ଟ୍ରୋକ ଓ ଦୁର୍ଘଟଣାର ଖବର ଆସିଥିଲା।
କର୍ମଚାରୀଙ୍କ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଅରବିନ୍ଦ ପାଢ଼ୀ ନିର୍ଦ୍ଦେଶ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026

You Might Also Like