-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||     

HOME   ଜିଲ୍ଲା

RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ

22-Apr-2026



ଭୁବନେଶ୍ୱର(ସମୀର ରଞ୍ଜନ ନାୟକ): ଭୁବନେଶ୍ୱର ୨୨।୪: ୬ ମାସର ଅପରେସନ। ପୋଲିସ ହାତରେ ସାଇବର ସୈତାନ। ସାଇବର ଥାନା ପୋଲିସ ହାତରେ ଧରାପଡିଛନ୍ତି ଜାମତାରା ଗ୍ୟାଙ୍ଗ I RTO ଚାଲାଣର ଲିଙ୍କ ପଠାଇ ଲୁଟି ନେଉଥିଲେ ପୁଳା ପୁଳା ଟଙ୍କା। ଏ ନେଇ ସାଇବର ଥାନାରେ ଜଶଓ୍ୱନ୍ତ ଜେନା ଆରଟିଓ ଚାଲାଣରେ ଠକେଇ ହୋଇଥିବା ଅଭିଯୋଗ କରିଥିଲେ। ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ। ୭ ଲକ୍ଷ ଠକେଇ ଅଭିଯୋଗରେ ୪ ଜଣଙ୍କୁ ବାନ୍ଧିଲା ପୋଲିସ। ଝାଡ଼ଖଣ୍ଡରୁ ୨ ଓ ହାଇଦ୍ରାବାଦ ସାଙ୍ଗାରେଡ୍ଡୀରୁ ୨ ଜଣ ଗିରଫ।ଚାଲାଣ କଟିଛି କହି ମୋବାଇଲ୍ ନମ୍ବରକୁ ଲିଙ୍କ୍ ପଠାଉଥିଲେ। ଲିଙ୍କ୍ କ୍ଲିକ୍ କଲେ ଆକାଉଣ୍ଟରୁ ଟଙ୍କା ମୂଳପୋଛ କରୁଥିଲେ ଦୁର୍ବୃତ୍ତ। RTO ଚାଲାଣ ନାଁରେ ୭ ଲକ୍ଷ ଟଙ୍କା ଠକେଇ। ତେଲେଙ୍ଗାନାରୁ ମାଷ୍ଟରମାଇଣ୍ଡ ସମେତ ୪ ଜଣ ସାଇବର ଠକଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ। ୬ଟି ମୋବାଇଲ, ୧୧ଟି ଡେବିଟ୍ କାର୍ଡ, ଫ୍ଲାଇଟ ଟିକେଟ ଆଦି ଜବତ କରିଛି। ଜାମତାରାର ମାଷ୍ଟରମାଇଣ୍ଡ ମୁକେଶ ତୁରି ଗ୍ୟାଙ୍ଗ ଏହାକୁ ଚଳାଉ ଥିଲା।୨୦୨୫ ସେପ୍ଟେମ୍ବରରେ ଠକ ଗ୍ୟାଙ୍ଗ APK ଫାଇଲ ପଠାଇ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026

You Might Also Like