-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା

23-Apr-2026



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ପଂଚାୟତ ସମିତି ସଭାଗୃହ ଠାରେ ସାଧାରଣ ବୈଠକ ଏବଂ  ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ହୋଇଥିଲା। ଡୁଙ୍ଗୁରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଂଜୀବ କୁମାର ସାହୁଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ସୁବର୍ଣ୍ଣପୁର ବିଧାୟକ ନିରଞ୍ଜନ ପୂଝରୀ, ଜିଲ୍ଲାପରିଷଦ ଅଧକ୍ଷା ସୁପାରା ଠେଲା, ବ୍ଲକ ଅଧକ୍ଷା ଅହଲ୍ୟା ସାହୁ, ବ୍ଲକ ଉପାଧ୍ୟକ୍ଷ ମକରଧ୍ଯଜ ସାହୁ, ଏବିଡ଼ିଓ ମହେଶଶ୍ୱର ପଧାନ, ଏ.ଇ ସ୍ୱାଧୀନ କୁମାର ଦାସ ଉପସ୍ଥିତ ଥିଲେ। ବ୍ଲକର ସମସ୍ତ ୨୬ ଗୋଟି ପଂଚାୟତରୁ ସମସ୍ତ ସରପଞ୍ଚ ଓ ସମିତି ସଭ୍ୟ ଉପସ୍ଥିତ ଥିଲେ । ବୈଠକ ଆରମ୍ଭରୁ ଚେରୁପାଲି ସରପଞ୍ଚ ଦିଲୀପ ଶତପଥୀ ଛତୁଆ ତିଆରି କେଉଁ ଏସେଜି ଗ୍ରୁପ ତିଆରି କରୁଛି କିଭଳି ପ୍ରସ୍ତୁତି ହେଉଛି ତା ଉପରେ ପ୍ରଶ୍ନ କରିଥିବା ବେଳେ ଅନେକ ଉନ୍ନୟନ ମୂଳକ କାର୍ଯ୍ୟ ସମାପ୍ତ ହେଇଛି ହେଲେ ତାର ବିଲ୍ ବିଳମ୍ୱକୁ ନେଇ ପ୍ରଶ୍ନ କରିଥିଲେ। ସେହିଭଳି ସହଳ ସମିତି ସଭ୍ୟ ପୁର୍ଣଚନ୍ଦ୍ର ମେହେର ଟୁନିଆମୁଣ୍ଡା ଗ୍ରାମରେ ପାନୀୟ ଜଳ ଯୋଗାଣ ହୋଇ ନଥିବା ନେଇ ଦୃଷ୍ଟିଆକର୍ଷଣ କରିଥିଲେ।ସହଲା ଗ୍ରାମରେ କଂକ୍ରିଟ ଫଟାଇ ଜଳଯୋଗାଣ ପାଇପ୍ ନେଇ ଥିବା ବେଳେ ସେହି କଂକ୍ରିଟ ରାସ୍ତାର ମରାମତି ବର୍ତମାନ ସୁଦ୍ଧା ହୋଇ ନଥିବା କହିଥିଲେ। ସହଲା ଜଗନ୍ନାଥ ମନ୍ଦିର ନିର୍ମାଣ କାର୍ଯ୍ୟ ପାଇଁ ସୁବର୍ଣ୍ଣପୁର ବିଧାୟକଙ୍କୁ ଆର୍ଥିକ ସାହାଯ୍ୟ ୧୦ଲକ୍ଷ ଟଙ୍କା ଅନୁଦାନ ମାଗିଥିଲେ। ସେହିପରି ରାମପୁର ସରପଞ୍ଚ ମନୋଜ ପୁରୋହିତ ଅନେକ ଉନ୍ନୟନମୂଳକ କାର୍ଯ୍ୟ ହୋଇଛି ହେଲେ ବିଲ୍ ହେଉନଥିବା ଉଦବେଗ ପ୍ରକାଶ କରିଥିଲେ। ଡୁଙ୍ଗୁରିପାଲି ସରପଞ୍ଚ ସମସ୍ତ ଅଧିକାରୀଙ୍କୁ ଦୃଷ୍ଟିଆକର୍ଷଣ କରି କହିଥିଲେ ବିଧାୟକ ଏବଂ ସାଂସଦ ପାଣ୍ଠିକୁ ଛାଡି ବାକି ସମସ୍ତ ଉନ୍ନୟନ କାର୍ଯ୍ୟ ସରପଞ୍ଚ ଓ ସମିତି ସଭ୍ୟ କରିବା ପାଇଁ ପ୍ରସ୍ତାବ ରଖିଥିଲେ। ସେହିଭଳି ବୈଦୁପାଲି ସରପଞ୍ଚ ଓ ସମିତି ସଭ୍ୟ ପୁର୍ଣିମା ପାଣ୍ଡିଆ ପଂଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଜେ.ଇ ଆସି ଅନ୍ୟକୁ କାର୍ଯ୍ୟ କରିବା  ଅନୁମତି ଦେବା ସହିତ ଫୋନ୍ ଉଠାଉ ନାହାନ୍ତି ପଂଚାୟତ କାର୍ଯ୍ୟାଳୟକୁ ଆସିଲେ ରାଗି କି କଥା  ହେଉଥିବା ବେଳେ ଅନେକ ଉନ୍ନୟନ ମୂଳକ କାର୍ଯ୍ୟର  ବିଲ୍ ହେଉନଥିବା ଅଧିକାରୀଙ୍କୁ ଜଣାଇ ଥିଲେ । ଏନେଇ ସାଧାରଣ ବୈଠକରେ ସମସ୍ତ କାର୍ଯ୍ୟ ଅଟକି ଥିବା ବିଲ  କୁ ତୁରନ୍ତ ପୈଠ ସହିତ ସମସ୍ତ ଉନ୍ନୟନମୂଳକ କାର୍ଯ୍ୟ ସମିତି ସରପଞ୍ଚଙ୍କ ଦ୍ୱାରା କରାଯିବା ପାଇଁ ନିଷ୍ପତ୍ତି ନିଆ ଯାଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026

You Might Also Like