-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||     

HOME   ଜିଲ୍ଲା

ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ

23-Apr-2026



(ରଂଜିତ ମହାନ୍ତି )
ଯାଜପୁର ଜିଲା ବରୀ ଅଧୀନ ଅରଙ୍ଗାବାଦ ପଞ୍ଚାୟତରସରପଞ୍ଚ ନିରୁପମା ମଲ୍ଲିକ ନିଜର ପଦ ହରାଇଛନ୍ତି। ବୁଧବାର ନିର୍ଦ୍ଧାରିତ ସମୟ ଅନୁଯାୟୀ ପଞ୍ଚାୟତ କାର୍ଯ୍ୟାଳୟରେ ଭୋଟ୍ ଅନୁଷ୍ଠିତ ହୋଇଥିଲା। ଏହି ପଞ୍ଚାୟତର ମୋଟ ୧୨ୱାର୍ଡ ସଭ୍ୟ ଅନାସ୍ଥା ପ୍ରସ୍ତାବରେ ଅଂଶଗ୍ରହଣ କରି ନିଜର ମତଦାନ କରିଥିଲେ I ଏଥିମଧ୍ୟରୁ ୯ଜଣ ୱାର୍ଡ ସଭ୍ୟ ସରପଞ୍ଚଙ୍କ ବିରୋଧରେ ମତଦାନ କରିଥିଲେ। ଅନାସ୍ଥା ଭୋଟ ଗ୍ରହଣ ସମୟରେ ବରୀ ତହସିଲଦାର ଦୀପ୍ତିମୟୀ ବେହେରା, ବିଡିଓ ଦାୟିତ୍ବରେ ଥିବା ଲମ୍ବୋଧର ଖୁଣ୍ଟିଆ, ବରୀ ଥାନା ଅଧିକାରୀ ହେମଲତା ଦାସ, ଅତିରିକ୍ତ
ବିଡିଓ ମହେଶ୍ୱର ସେଠୀ, କାର୍ଯ୍ୟନିର୍ବାହୀ ଅଧିକାରୀ ଯୋଗେଶ୍ବର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏସମ୍ପର୍କରେ ପଦ ହରାଇଥିବା ସରପ ପଞ୍ଚ
ମଲ୍ଲିକଙ୍କୁ ପଚାରିବାରେ ସେ କହି କହିଛନ୍ତି, ରାଜନୈତିକ ଜୀବନରେ ବିଜୟ ଓ ପରାଜୟ ବଡ଼ କଥାନୁହେଁ| ଆରଙ୍ଗବାଦ ପଞ୍ଚାୟତର ଲୋକ କଙ୍କ ସେବା ଥିଲେ। କିନ୍ତୁ ପାଇଁ ସେ ସବୁବେଳେ କର୍ଭବ୍ୟ କରିଥୁନେ ରାଜନୈତିକ ଚାପ ଯୋଗୁ ୱାର୍ଡ ସ ସଭ୍ୟମାନେ ତାଙ୍କ ବିରୋଧରେ ଏଭଳି ନିଷ୍ପତ୍ତି ନେବା ଅତ୍ୟନ୍ତ ଦୁର୍ଭାଗ୍ୟଜନ ଜନକ। ଆଗାମୀ ଦିନରେ ରେ ଉନ୍ନୟନ ମୂଳକକାର୍ଯ୍ୟରେ ଏହି ପଞ୍ଚାୟତ କିଭଳି ବ୍ଲକରେ ସର୍ବୋଚ୍ଚ ସ୍ଥାନରେ ପହଞ୍ଚୁ ପାରିବ ସେ କ୍ଷେତ୍ରରେ ଉଦ୍ୟମ ଜାରିରଖିବେ ବୋଲି ପ୍ରକାଶ କରିଥିଲେ। ବିଗତ ଦିନରେ ସରପଞ୍ଚ ମଲ୍ଲିକଙ୍କ ବିରୋଧରେ ଅନାସ୍ଥା ଆସିଥିଲା। ମାତ୍ର ସେ କୋର୍ଟଙ୍କ ଆଦେଶ ବଳରେ ନିଜ ପଦ ବଜାଇ ରଖିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026

You Might Also Like