-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||     

HOME   ଜିଲ୍ଲା

ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ

23-Apr-2026



ଟିଟିଲାଗଡ଼(ପ୍ରେରଣା ଖବର):ବଲାଙ୍ଗିର ଓ କଲାହାଣ୍ଡି  ଜିଲାର ସୀମାନ୍ତରେ ଥିବା ଟିଟିଲାଗଡ଼ ବ୍ଲକ ତଥା ସିନ୍ଧେକେଲା ଥାନା ଅଧିନସ୍ଥ ନିମୁର୍ଲା ଗ୍ରାମର ଲୋକେ ବର୍ଷ ବର୍ଷ ଧରି ଦେଢ଼ କିଲୋମିଟର ପର୍ଯ୍ୟନ୍ତ ରାସ୍ତାର ଦୟନୀୟ ଅବସ୍ଥା ଯୋଗୁଁ ବହୁ ଦୁର୍ଦ୍ଦଶା ଭୋଗୁଥିଲେ । ଖଡ଼ିଆଳ-ଭବାନୀପାଟଣା ୧୬ ନଂ ରାଜ୍ୟ ରାଜପଥ ରୁ ନିମୁର୍ଲା ଗ୍ରାମକୁ ସଂଯୋଗ କରୁଥିବା ଦେଢ଼ କିଲୋମିଟର ରାସ୍ତା ଅତ୍ୟନ୍ତ ଦୟନୀୟ ଅବସ୍ଥାରେ ରହିଥିଲା ।ବାରମ୍ବାର ଜନପ୍ରତିନିଧି ଠାରୁ ଆରମ୍ଭ କରି ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ କେହି ଦୃଷ୍ଟି ଦେଇନଥିଲେ।ବର୍ଷା ଦିନରେ ରାସ୍ତାର ଶୋଚନୀୟ ଅବସ୍ଥା ଯୋଗୁଁ ଗ୍ରାମବାସୀ ଅନେକ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଗତ ନିର୍ବାଚନ ସମୟରେ ଗାଁ କୁ ପ୍ରଚାର କରିବାକୁ ଆସିଥିବା ବେଳେ ବର୍ତ୍ତମାନର ଟିଟିଲାଗଡ଼ ବିଧାୟକ ନବୀନ ଜୈନ ୨ ବର୍ଷ ମଧ୍ୟରେ ଦୁର୍ଦ୍ଦିନ ଅବସ୍ଥାରେ ପଡିରହିଥିବା ମୁଖ୍ୟ ରାସ୍ତାକୁ ପିଚୁ ରାସ୍ତାରେ ପରିଣତ କରିବେ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ପୂର୍ବରୁ ଅନେକ ସମୟରେ ନେତା,ମନ୍ତ୍ରୀଙ୍କୁ ଜଣାଇଥିଲେ ମଧ୍ୟ ଲୋକଙ୍କ କଥା କେହି ଶୁଣିନଥିଲେ ।ବର୍ତ୍ତମାନ ଏହି ରାସ୍ତା ପିଚୁ ହେବା ପାଇଁ କାମ ଆରମ୍ଭ ହୋଇଛି। ରାସ୍ତା ପିଚୁ ହେବାଜାଣିବା ପରେ ଗ୍ରାମବାସୀ ଉତ୍ସାହିତ ହେବା ସହିତ କଥା ଦେଇ କଥା ରଖିଥିବା ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କୁ କୃତଜ୍ଞତା ପ୍ରଦାନ କରିଛନ୍ତି। ଗ୍ରାମର ଜିତୁ ବେହେରା,ପୂର୍ବତନ ଦିଗଶିରା

ସରପଂଚ ଗୋଲୋକ ବିହାରୀ ସିଂ ଭୋଇ, ବିମ୍ବୋମାଲି ଚନ୍ଦନ, ରାଧାକାନ୍ତ ବେହେରା, ଚୂଡ଼ାମଣି ବେହେରା, ଅଶ୍ୱିନ ଭାଟି, ଦୁଆନ ବେହେରା, ସଞ୍ଜୀବ ଭୋଇ, ମୁରଲୀ ଭୋଇ, ମଦନ ବେହେରା, ପ୍ରଶାନ୍ତ ବେହେରା,ଚିତ୍ରୁ ବନଛୋର, ବନ୍ଧୁବାନ୍ଧବ ବେହେରା, କୋଶଲେଶ ଭାଟି, ଘାସିରାମ ବନଛୋର ତଥା ସମସ୍ତ ଗ୍ରାମବାସୀ ସୀମାନ୍ତର ଗମନାଗମନ ସମସ୍ୟା କୁ ଗୁରୁତ୍ୱ ଦେଇ ରାସ୍ତା ନିର୍ମାଣ ପାଇଁ ପଦକ୍ଷେପ ନେଇ ଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କୁ ସାଧୁବାଦ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026

You Might Also Like