-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ 

23-Apr-2026



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଗୁଡଭେଲି ପଦର ସ୍ଥିତ ରାଧାମୋହନ ମେହେର ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ସୋମବାର ଉଦଘାଟନ ହୋଇଯାଇଛି | ବିଦ୍ୟାଳୟର ପୁରାତନ ଛାତ୍ର ସଂସଦ ସଭାପତି ସୁଶୀଲ ମିଶ୍ରଙ୍କ ନେତୃତ୍ୱରେ ଏକ ବିରାଟ ତ୍ରିରଙ୍ଗା ଓ ମଶାଲ ଶୋଭାଯାତ୍ରା  ନଗର ପରିକ୍ରମା କରିଥିଲା |  କଣ୍ଟାମାଳ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଶୋଭ ରଞ୍ଜନ ମାଳି ଶୋଭାଯାତ୍ରା ରେ ସାମିଲ ଥିଲେ | ପରେ ନୂତନ ବିଦ୍ୟାଳୟ ପରିସରରେ ଏକ ଯୋଗ ଶିକ୍ଷା ଶିବିର,ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଓ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା | ଉକ୍ତ ରକ୍ତଦାନ ଶିବିରରେ ମୋଟ ୨୪ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା | ଛାତ୍ରଛାତ୍ରୀଙ୍କୁ ନେଇ ଏକ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ ଓ ମ୍ୟାଜିକ ଶୋ ଅନୁଷ୍ଠିତ ହୋଇଥିଲା  | ସଂନ୍ଧ୍ୟା ରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟ ଅତିଥି ଭାବରେ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ କହ୍ନେଇ ଚରଣ ଡାଙ୍ଗ ମୁଖ୍ୟଅତିଥି ଓ ସମ୍ମାନିତ ଅତିଥି ଭାବେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୂଷଣ ନାଏକ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକ, ଅବସରପ୍ରାପ୍ତ ମୁଖ୍ୟ ପରିଚାଳକ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ବରିଷ୍ଠ ପରାମର୍ଶଦାତା ବ୍ୟାଙ୍କ ସଙ୍ଘ ନୂଆଦିଲ୍ଲୀର ବିକାଶ ନାରାୟଣ ମିଶ୍ର, ଗୁଡଭେଲି ପଦର ସରପଞ୍ଚ ଗହଳ ମିଶ୍ର,  ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଶୋଭା ରଞ୍ଜନ ମାଳି, ପରିଚାଳନା କମିଟି ସଭାପତି ବୃନ୍ଦାବନ ଭୋଇ, ପୁରାତନ ଛାତ୍ର ସଂସଦ ସଭାପତି ସୁଶୀଲ ମିଶ୍ର, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅକ୍ଷୟ ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ |  ପ୍ରଧାନଶିକ୍ଷକ ସମ୍ପାଦକୀୟ ବିବରଣୀ ପଠନ କରିଥିଲେ | ସଭା ପରେ ବିଦ୍ୟାଳୟର ପ୍ରତିଷ୍ଠାତା ସଦସ୍ୟଙ୍କୁ ମାନପତ୍ର ଓ ଔପଢୌକାନ ଓ କୃତି ଛାତ୍ରଛାତ୍ରୀଙ୍କୁ ପାଠ୍ୟ ଉପକରଣ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା |  ଏହି ଅବସରରେ ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୀତ ଏକ ସାମାଜିକ ନାଟକ " ଛାତିର କୋହକୁ ଦେଖିଚି କିଏ " କୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଦର୍ଶକମାନେ ଉପଭୋଗ କରିଥିଲେ  |


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like