-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା

23-Apr-2026



ଲୋଇସିଂହା, (ବିନୋଦ ଦୀପ) ଆସନ୍ତା କାଲି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଙ୍କ ବଲାଙ୍ଗୀର ଗସ୍ତ କୁ ଦୃଷ୍ଟି ରେ ରଖି ଆଜି ଲୋଇସିଂହା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ତରଫରୁ ବିଜେପି ସରକାର ର ବିଫଳତା, ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯୟ ,ଚାଷୀ ସମସ୍ୟା, ମହିଳା ହିଂସା, ଭୋଟର ତାଲିକା ରେ ତ୍ରୁଟି ପ୍ରତିବାଦ ରେ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ରେ ଏକ ବିକ୍ଷୋଭ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା l

ଲୋଇସିଂହା ବ୍ଲକ ବିଜୁ ଜନତା ଦଳ ସଭାପତି ଶ୍ରୀଯୁକ୍ତ ସରୋଜ ବେହେରା ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଉକ୍ତ ପ୍ରତିବାଦ ସଭାରେ ବିଜେଡ଼ି ବିଧାୟକ ପ୍ରାର୍ଥୀ ନିହାର ରଞ୍ଜନ ବେହେରା, ଚାଷୀ ନେତା ଆକାଶ ମିଶ୍ର, ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ଆଦିବାସୀ ନେତା ସତ୍ୟ ଭୋଇ, ଲୋଇସିଂହା ବ୍ଲକ ମହିଳା ସଭାନେତ୍ରୀ ଜ୍ୟୋସ୍ନାମୟୀ ନାଗ,ପୁଇଁତଲା ବ୍ଲକ ଅଧ୍ୟକ୍ଷ ସରୋଜ ପଧାନ, ବିଜେଡି ନେତ୍ରୀ ବବିତା ପୁଟେଲ, ବୀଣାପାଣି ଦାସ, ବିଜୟ ବାବୁ, ବରିଷ୍ଠ ନେତା ପୂର୍ଣଚନ୍ଦ୍ର ସାହୁ ଙ୍କ ସମେତ ବହୁ ବିଜେଡ଼ି ନେତା ବିଜେପି ସରକାର ଉପରେ ବର୍ଷୀଥିଲେ l ନିର୍ବାଚନ ସମୟରେ ମିଥ୍ୟା ପ୍ରତିଶୃତି, ଆଇନ ଶୃଙ୍ଖଳା ବିପର୍ଯସ୍ତ ଓ ଲୋଇସିଂହା ନିର୍ବାଚନ ମଣ୍ଡଳୀ ପ୍ରତି ରାଜ୍ୟସରକାର ଙ୍କ ବୈମାତୃକ ମନୋଭାବ କୁ ନେଇ ବିଶୋଦାଗାର କରିଥିଲେ l ଏହି ଅବସରରେ ଯଶ୍ୱସୀ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ଥାନୀୟ ବିଧାୟକ ତଥା ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା l ଏହାପରେ ବିଜେଡ଼ି ର ସମସ୍ତ କର୍ମୀ ବ୍ଲକ କାର୍ଯ୍ୟାଳୟ କୁ ଯାଇ ରାଜ୍ୟପାଳ ଙ୍କ ଉଦ୍ଦେଶ୍ୟ ରେ 10 ଦଫା ସମ୍ବଳିତ ଦାବିପତ୍ର ସ୍ଥାନୀୟ ବିଡ଼ିଓ ଶ୍ରୀ ଅକ୍ଷୟପାଣି ଉଡ୍ଡୁ ଙ୍କୁ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like