-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ

24-Apr-2026



ବଲାଙ୍ଗୀର(ପ୍ରେରଣା ଖବର): ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଆସନ୍ତା ଏପ୍ରିଲ ୨୮ତାରିଖ ମଧୁସୂଦନ ଦାସ ଙ୍କ ଜୟନ୍ତୀ ଅବସରରେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସ୍ଥାନୀୟ ସିଭିଲ କୋର୍ଟ ବାର ହଲ ଠାରେ ଲୟର୍ସ ଡେ' ପାଳନ ହେବ। ସମସ୍ତଙ୍କ ସହଯୋଗ, ସମ୍ପୃକ୍ତି ଓ ସହାଭାଗିତାରେ ଏପ୍ରିଲ ୨୮ଲୟର୍ସ ଡେ' କୁ କିପରି ଧୁମଧାମ ରେ ପାଳନ କରାଯାଇ ପାରିବ ଏଥିପାଇଁ ସଂଘ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଏଥିରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶା ହାଇକୋର୍ଟ ର ମାନ୍ୟବର ବିଚାରପତି ମୃଗାଙ୍କ ଶେଖର ସାହୁ ଯୋଗ ଦେବା ସହ ବଲାଙ୍ଗୀର ଜିଲ୍ଳା ଦୌରା ଜଜ୍ ବରେଣ୍ୟ ଅତିଥି ଭାବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।  ୫୦ ବର୍ଷ ରୁ ଅଧିକ ସମୟ ଧରି ଓକିଲାତି ବୃତ୍ତିରେ ନିୟୋଜିତ ଥିବା ୫ଜଣ ବରିଷ୍ଠ ଓକିଲ ଯଥା ବିନାୟକ ମିଶ୍ର, ବାସୁଦେବ ଗୁରୁ, ସୁବୋଧ ଚରଣ ମିଶ୍ର, କାନନ ବିହାରୀ ସ୍ୱାଇଁ ଓ  ଜୟରାମ ମିଶ୍ରଙ୍କୁ ଏହି ଅବସରରେ ସଂଘ ପକ୍ଷରୁ ମାନପତ୍ର ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯିବ ବୋଲି ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ର ସଭାପତି ବାସୁଦେବ ରଥ ସୂଚନା ଦେଇଛନ୍ତି। ଏହି ସମାରୋହ ରେ ବଲାଙ୍ଗୀର ଜିଲ୍ଲାର ସମସ୍ତ ଓକିଲ ଓ ଜନସାଧାରଣ ବହୁ ସଂଖ୍ୟରେ ଯୋଗ ଦେବାକୁ ଜିଲ୍ଳା ଓକିଲ ସଂଘ ପକ୍ଷରୁ ନିବେଦନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like