-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ

24-Apr-2026



କାଲିମେଳା(ସନ୍ତୋଷ କୁମାର ପଣ୍ଡା):ମାଲକାନଗିରି ଜିଲ୍ଲାରେ ବେଆଇନ କଇଁଛ ଚୋରା ଚାଲାଣ ଉପରେ ବନ ବିଭାଗର ବଡ଼ କାର୍ଯ୍ୟାନୁଷ୍ଠାନ। ଆନ୍ଧ୍ରପ୍ରଦେଶରୁ ଓଡ଼ିଶାକୁ ଚାଲାଣ ହେଉଥିବା ବେଳେ ପ୍ରାୟ ୭୬୧ଟି ସଫ୍ଟ ସେଲ୍ କଇଁଛ ଜବତ କରିଛି ମୋଟୁ ବନ ବିଭାଗ। ଏହି ଘଟଣାରେ ଜଣେ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ଏକ ପିକଅପ୍ ଭ୍ୟାନକୁ ମଧ୍ୟ ଜବତ କରାଯାଇଛି।
​ ମାଲକାନଗିରି ଜିଲ୍ଲାରେ କଇଁଛର ଚାହିଦା ଅଧିକ ଥିବାରୁ କିଛି ଅସାଧୁ ବ୍ୟବସାୟୀ ଆଇନକୁ ବେଖାତିର କରି ବେଆଇନ କାରବାର ଜାରି ରଖିଛନ୍ତି। ତେବେ ଏହି ଚୋରା କାରବାର ଉପରେ ଲଗାମ ଲଗାଇବାକୁ ମୋଟୁ ବନ ବିଭାଗ ସଜାଗ ହୋଇଛି। ଆଜି ବିଶେଷ ସୂତ୍ରରୁ ଖବର ପାଇ ଫୋରେଷ୍ଟର ମୁରୁଲିଧର ଅନୁଗୁଳିଆଙ୍କ ନେତୃତ୍ୱରେ ବନ ବିଭାଗ ପକ୍ଷରୁ ମୋଟୁ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ସମୟରେ ଏକ ପିକଅପ୍ ଭ୍ୟାନରୁ ୭୬୧ଟି ସଫ୍ଟ ସେଲ୍ କଇଁଛ ଉଦ୍ଧାର କରାଯାଇଛି। ଗିରଫ ଅଭିଯୁକ୍ତ ଜଣକ ଆନ୍ଧ୍ରପ୍ରଦେଶର ବୋଲି ଜଣାପଡ଼ିଛି। ତାଙ୍କୁ ବର୍ତ୍ତମାନ ଏମ୍‌ଭି–୭୯ ବନ ବିଭାଗ

କାର୍ଯ୍ୟାଳୟରେ ଅଟକ ରଖି ପଚରାଉଚରା କରାଯାଉଛି।
​ଭଏସ୍ ଓଭର ୩: ଦୁର୍ଭାଗ୍ୟବଶତଃ ଜବତ ହୋଇଥିବା ୭୬୧ଟି କଇଁଛ ମଧ୍ୟରୁ ୫୧ଟି ମୃତ ଅବସ୍ଥାରେ ମିଳିଛି। ବାକି ଜୀବନ୍ତ କଇଁଛଗୁଡ଼ିକୁ ଓଜନ କରାଯିବା ପରେକାଲିମେଳା ପ୍ରାଣୀ ଚିକିତ୍ସାଳୟକୁ ନିଆଯାଇ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବାର ବ୍ୟବସ୍ଥା କରାଯାଇଛି। ସ୍ୱାସ୍ଥ୍ୟ ପରୀକ୍ଷା ପରେ ଏହି କଇଁଛଗୁଡ଼ିକୁ ଏକ ସୁରକ୍ଷିତ ପ୍ରାକୃତିକ ଆବାସସ୍ଥଳୀରେ ଛାଡ଼ି ଦିଆଯିବ। ଅନ୍ୟପଟେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like