-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||     

HOME   ଜିଲ୍ଲା

ବ୍ୟକ୍ତିଗତ ଆକ୍ରୋଶ ରଖି  ଯମୁନା ପାଲି ଗାଁ ର ଆଶାକର୍ମୀଙ୍କୁ ନିଆଁପାଣି ବାସନ୍ଦ ଅଭିଯୋଗ  ଦୋଷୀ ମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲା ପ୍ରଶାସନକୁ ନିବେଦନ 

12-Oct-2020



ବଲାଙ୍ଗୀର ,୧୨/୧୦(ନି.ପ୍ର): ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକର ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀନସ୍ଥ ଯମୁନାପାଲି ଗାଁ ରେ ଜଣେ  ଆଶା କର୍ମୀ ଭାବରେ କାମ କରନ୍ତି ଗ୍ରାମର ମହିମା ମହାନନ୍ଦ । ତେବେ ବ୍ୟକ୍ତିଗତ ଆକ୍ରୋଶ ରଖି ଗାଁ ର ଗଅଁତିଆ ଲିଙ୍ଗରାଜ ନିଆଲଙ୍କ ସମେତ ଆଉ କିଛି ଖଳ ପ୍ରକୃତିର ଲୋକ ମହିମାଙ୍କୁ ଗାଁ ରେ ଆଶା କର୍ମୀ ଭାବରେ ନ ରଖାଇ ଦେବା ପାଇଁ ଚକ୍ରାନ୍ତ କରୁଥିବା ମହିମା ଅଭିଯୋଗ କରିଛନ୍ତି । ଏପରିକ ତାଙ୍କୁ ବିନା କାରଣ ରେ ନିଆଁ ପାଣି ବାସନ୍ଦ କରାଯାଇ ଗାଁ ରୁ ତଡି ଦେବା ପାଇଁ ଗାଁ ର କିଛି ଲୋକ ଉଦ୍ୟମ କରୁଛନ୍ତି । ମହିମାଙ୍କ ଅଭିଯୋଗ ମତେ, ଗତ ତା ୧୬.ଠ୪.୨ଠ୨ଠରେ ଯମୁନାପାଲି ଗାଁ ର ଯୋଗେଶ୍ୱରୀ ନିଆଲ ୬ମାସର ଗର୍ଭବତୀ ଥିଲା । ତେବେ ଯୋଗେଶ୍ୱରୀ ସିକ୍‌ଲିନ ପେଟେଣ୍ଟ ଥିବାରୁ ଡାକ୍ତର ତାଙ୍କ ତୃତୀୟ ଗର୍ଭ ପାଇଁ ମନା କରିଥିଲେ । ତାଙ୍କ ଚିକିତ୍ସା ସମୟରେ ଡାକ୍ତରଙ୍କ ପରାମର୍ଶ କ୍ରମେ ଗର୍ଭାବସ୍ଥାରେ ତାଙ୍କୁ ସମସ୍ତ ପ୍ରକାରର ଟୀକା ଓ ଔଷଧ ମଧ୍ୟ ପ୍ରଦାନ କରାଯାଇଥିଲା । ତେବେ ଖପ୍ରାଖୋଲ ଡାକ୍ତରଖାନାରେ ଗତ ୧୬.ଠ୪.୨ଠ୨ଠରେ ଚିକିତ୍ସାଧୀନ ଅବସ୍ଥାରେ ଯୋଗେଶ୍ୱରୀଙ୍କ ମୃତ୍ୟୁ ହୋଇଥିଲା । ତେବେ ଯୋଗେଶ୍ୱରୀଙ୍କ ମୃତ୍ୟୁ ପାଇଁ ଆଶା କର୍ମୀ ମହିମା ହିଁ ଦାୟୀ ବୋଲି ଯୋଗେଶ୍ୱରୀଙ୍କ ପରିବାର ତାଙ୍କୁ ଚାକିରୀରୁ ବହିଷ୍କାର କରିବା ପାଇଁ ଲାଗି ପଡିଥିବା ଅଭିଯୋଗ କରିଛନ୍ତି ମହିମା । ଏପରିକି  ଗାଁ ରେ ଅନେକ ଥର ବୈଠକ କରି ମହିମାଙ୍କ ନାମରେ ଲୋକଙ୍କୁ ଉସ୍‌କାଉଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ ମହିମା । ମହିମାଙ୍କୁ ଗାଁ ରୁ ନିଆଁ ପାଣି ବାସନ୍ଦ କରାଯାଇ ଅକଥନୀୟ ନିର୍ଯ୍ୟାତନ୍ତ ଦିଆଯାଉଥିବା ନେଇ ସେ ଗତ ଏପ୍ରିଲ ୨୪ ତାରିଖରେ ଖପ୍ରାଖୋଲ ଭାରପ୍ରାପ୍ତ ଥାନା ଅଧିକାରୀ ଓ ବଲାଙ୍ଗିର ଏସ୍‌ପିଙ୍କ ଠାରେ ଲିଖିତ ଅଭିଯୋଗ କରିଛନ୍ତି । ମହିମାଙ୍କ ସହ ଗାଁ ର କିଏ କଥା ହେଲେ କିମ୍ବା ସ୍ୱସ୍ଥ୍ୟ ସେବା ଗ୍ରହଣ କଲେ ତାଙ୍କ ୨ଠହଜାର ଟଙ୍କ ଜରିମାନା ଦେବାକୁ ପଡିବ ବୋଲି ଘୋଷଣା କରାଯାଇଥିବା ମହିମା କହିଛନ୍ତି । ତେବେ ସମସ୍ତ ଲିଖିତ ଅଭିଯୋଗ ସତ୍ତ୍ୱେ ସରକାରୀ ସ୍ତରରେ ଆଶା କର୍ମୀଙ୍କୁ ନ୍ୟାୟ ଦେବା ପାଇଁ ପଦକ୍ଷେପ ନନେବାରୁ ଶେଷରେ ଆଶା କର୍ମୀ ମହିମା ମହାନନ୍ଦ ବଲାଙ୍ଗୀର ଜିଲ୍ଲା ସାମ୍ବାଦିକ ଭବନ ଠାରେ ଏକ ପ୍ରେସ ମିଟ୍ ମାଧ୍ୟମରେ ନିଜର ସମସ୍ୟା ସଂପର୍କରେ ଅବଗତ କରାଇଛନ୍ତି । ନିଜ କର୍ତ୍ତବ୍ୟ ସଂପାଦନ କରିବାରେ ଯେଉଁମାନେ ବାଧା ସୃଷ୍ଟି କରୁଛନ୍ତି ସେମାନଙ୍କ ବିରୁଦ୍ଧରେ  ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସେ ଏହି ପ୍ରେସ୍‌ମିଟ୍ ମାଧ୍ୟମରେ ଜିଲ୍ଲା ପ୍ରଶାସନକୁ ନିବେଦନ କରିଛନ୍ତି ଆଜିର ପ୍ରେସମିଟ୍‌ରେ ଅଭିଯୋଗକାରିଣୀ ଆଶାକର୍ମୀ ମହିମା ମହାନନ୍ଦଙ୍କ ସମେତ ତାଙ୍କ ଭିନ୍ନକ୍ଷମ ପୁଅ ମନୋଜ କୁଅଁର, ଗାଁ ର ମଙ୍ଗଳୁ ନାଗ, କାହ୍ନା ତାନ୍‌ଡି, ପଦ୍ମା ନାଗ ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026

You Might Also Like