-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ

24-Apr-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲାର ଟାଉନ ହଲ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ଅବସରରେ ଜିଲ୍ଲା ଓ ବ୍ଲକ ସ୍ତରୀୟ ସମାରୋହ ଆୟୋଜିତ ହୋଇଥିଲା। କାର୍ଯକ୍ରମରେ ମୁଖ୍ୟ ଅତିଥି ଭାବେ ମାନନୀୟ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ ତଥା ବୀରମହାରାଜପୁର ବିଧାୟକଇଂ ରଘୁନାଥ ଜଗଦଲା ଯୋଗ ଦେଇଥିଲେ।
ସମ୍ମାନିତ ଅତିଥି ଭାବେ ପଞ୍ଚାୟତ ସମିତି ଅଧକ୍ଷ ଶ୍ରୀ ପ୍ରହଲ୍ଲାଦ ନାଏକ, ଜିଲ୍ଲାପରିଷଦ ସଭ୍ୟ ମଧୁସୂଦନ ଓତା, ସମାଜସେବୀ ବେଣୁଧର ଦାସ, ମାନନୀୟା ବଲାଙ୍ଗୀର ସଂସଦଙ୍କ ପ୍ରତିନିଧି ସାନନ୍ଦ ମେହେର ଓ ଭାରପ୍ରାପ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ କାଳିଆ ମଲ୍ଲିକ,, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶ୍ରୀ ଅର୍ଜୁନ ମାଝୀ ଯୋଗଦାନ କରିଥିଲେ l
ଏହି ଅବସରରେ ୧୦୪ଟି କାର୍ଯ୍ୟଦେଶ ଓ ୧୬ଟି ପ୍ରୋତ୍ସାହନ ରାଶି ବଣ୍ଟନ କରାଯାଇଥିଲା। ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ଗୋଷ୍ଠୀ ନିବେଶ ରାଶି ଓ ବ୍ୟକ୍ତିଗତ ପାଇଖାନା ପାଇଁ ପ୍ରତୀକାତ୍ମକ ଚେକ ବଣ୍ଟନ କରାଯାଇଥିଲା।
ମୁଖ୍ୟ ଅତିଥି ଇଂ ରଘୁନାଥ ଜଗଦଲା କହିଥିଲେ ଯେ, ୧୯୯୩ ମସିହାରେ ପଞ୍ଚାୟତି ରାଜ ବ୍ୟବସ୍ଥାର ଆରମ୍ଭ ହେବା ପରେ ଗ୍ରାମୀଣ ଅଞ୍ଚଳକୁ ସରକାରୀ ସୁବିଧା ସିଧାସଳଖ ପହଞ୍ଚୁଛି। ବିଭିନ୍ନ ଯୋଜନା ମାଧ୍ୟମରେ ଗାଁର ବିକାଶ ସୁନିଶ୍ଚିତ ହେଉଛି ବୋଲି ସେ କହିଥିଲେ ଏବଂ ସମସ୍ତଙ୍କୁ ଜିଲ୍ଲାର ବିକାଶରେ ସହଭାଗୀ ହେବାକୁ ଆହ୍ୱାନ ଜଣାଇଥିଲେ।
ସଭାପତି ତଥା ମୁଖ୍ୟ ବକ୍ତା, ଜିଲ୍ଲାପାଳ ଡ଼ ନୃପରାଜ ସାହୁ ସମସ୍ତ ଅତିଥି ତଥା ଉପସ୍ଥିତ ପଞ୍ଚାୟତ ପ୍ରତିନିଧି, ଜନସାଧାରଣ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କର ସଦସ୍ୟା ଓ ବିଭିନ୍ନ ସମ୍ବାଦ ପତ୍ର ଗୁଡିକର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନଙ୍କୁ ସ୍ୱାଗତ ଜଣାଇବା ସହିତ  ତାଙ୍କ ଅଭିଭାଷଣରେ କହିଥିଲେ ଯେ, ପଞ୍ଚାୟତି ରାଜ ବ୍ୟବସ୍ଥା ତୃଣମୂଳ ସ୍ତରରେ ସୁଶାସନ ଓ ଲୋକଙ୍କ ସଶକ୍ତିକରଣ ପାଇଁ ଏକ ମୁଖ୍ୟ ମାଧ୍ୟମ।
କାର୍ଯକ୍ରମରେ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ ଓ ସୋନପୁର ଗୋଷ୍ଠୀ ଉନ୍ନୟନ କାର୍ଯାଳୟର କର୍ମଚାରୀମାନେ ସହଯୋଗ କରିଥିଲେ। ଉପସ୍ଥିତ ସମସ୍ତେ ବାଲାଙ୍ଗୀରରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯକ୍ରମର ଲାଇଭ ଷ୍ଟ୍ରିମିଙ୍ଗ ଦେଖିଥିଲେ।ଶେଷରେ ପଞ୍ଚାୟତି ସମିତି ସଭ୍ୟ ଓ ସରପଞ୍ଚମାନଙ୍କୁ ସମ୍ମାନିତ କରାଯାଇଥିଲା। ଧନ୍ୟବାଦ ଅର୍ପଣ କରିଥିଲେ ସୋନପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ପ୍ରତୀକ କର ଏବଂ ମଞ୍ଚ ପରିଚାଳନା କରିଥିଲେ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଶ୍ରୀ ସୌରଭ ଦାନୀ।


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like