-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||     

HOME   ରାଜ୍ୟ

ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା

25-Apr-2026



କଟକ(ତପନ ମହାନ୍ତି): ସଦର ଥାନା ଅନ୍ତର୍ଗତ ବାଲିକୁଦା ଠାରେ ରହିଛି ପୂର୍ତ୍ତ ଓ ଗୃହ ନିର୍ମାଣ ବିଭାଗ କଟକ ଡିଭିଜନ-୨ କାର୍ଯ୍ୟାଳୟ । ସମଗ୍ର ଜିଲ୍ଲାରେ ନିର୍ମାଣ ଓ କାର୍ଯ୍ୟକାରୀ ହେଉଥିବା ବୃହତ ପ୍ରକଳ୍ପ, ରାସ୍ତା, କୋଠା, ସେତୁ ଆଦିର ନକ୍ସା ଓ ଢାଞ୍ଚା ଏହିଠାରେ ପ୍ରସ୍ତୁତ ଏବଂ ନିୟନ୍ତ୍ରଣ ହୋଇଥାଏ। ୨୦୦୮ ରେ ଶିଳାନ୍ୟାସ ପରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୨୦୧୨ ଜୁନ ୧୪ ତାରିଖ ପହିଲି ରଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦଘାଟିତ ହୋଇଥିବା ଏହି ୬ ମହଲା ବିଶିଷ୍ଟ ପ୍ରତିଷ୍ଠାନର ଅବସ୍ଥା ଶୋଚନୀୟ ହୋଇ ପଡ଼ିଛି। ଦୀର୍ଘ ଦିନ ଧରି କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ବିଭାଗର କୋଠାରେ ରଙ୍ଗ ଦିଆଯାଇନଥିବାରୁ ତାହା ବିବର୍ଣ୍ଣ ଦେଖାଗଲାଣି। ପ୍ରତିଷ୍ଠାନର ମୁଖ୍ୟ ଫାଟକ କଳଙ୍କି ଲାଗି ଭାଙ୍ଗିବାକୁ ବସିଛି। ଆବଶ୍ୟକ ମରାମତି ଅଭାବରୁ ପାଚେରି ଭାଙ୍ଗିରୁଜି ଗଲାଣି । କାର୍ଯ୍ୟାଳୟକୁ ମୁଖ୍ୟ ସଂଯୋଗକାରୀ ରାସ୍ତାର ଅବସ୍ଥା ମଧ୍ୟ ତଦ୍ରୂପ ରାଜ୍ୟରେ କୋଟି କୋଟି ଟଙ୍କା ବ୍ୟୟରେ ବଡ଼ ବଡ଼ ନିର୍ମାଣ ପ୍ରକଳ୍ପ କାର୍ଯ୍ୟକାରୀ କରୁଥିବା ଏହି ପ୍ରତିଷ୍ଠାନ ନିଜକୁ ସଜାଡ଼ିବାରେ ସଫଳ ହୋଇପାରୁନାହିଁ। ପ୍ରତିଷ୍ଠାନ

ପରିସରରେ ଡ୍ରେନ ପ୍ଲାବ୍ ଭାଙ୍ଗିରୁଜି ଯାଇଛି କାର୍ଯ୍ୟାଳୟ ପରିସର ଆବର୍ଜନାରେ ପରିପୂର୍ଣ୍ଣ ହୋଇଥିଲାବେଳେ ଗୋରୁ ପଲଙ୍କ ଅବାଧ ବିଚରଣ ପ୍ରତିଷ୍ଠାନର ପରିବେଶକୁ ନଷ୍ଟ କରୁଛି। ଅପରପକ୍ଷରେ ନିର୍ମାଣ ସମ୍ପର୍କିତ ସମସ୍ତ ପ୍ରଶିକ୍ଷଣ ଉପଲବ୍ଧ କରାଇବା ନେଇ ଦକ୍ଷତା ବିକାଶ ବିଭାଗ ପକ୍ଷରୁ ଏଠାରେ ଏକ ତାଲିମ ପ୍ରତିଷ୍ଠାନ କାର୍ଯ୍ୟକାରୀ ହେଉଛି। ରାସ୍ତା ତିଆରି, ସେତୁ କାମ, ସୌର ଶକ୍ତି ଓ ଅଟ୍ଟାଳିକା ନିର୍ମାଣ ପରି ଗୁରୁତ୍ବପୂର୍ଣ୍ଣ କ୍ଷେତ୍ରରେ ଅଭିଜ୍ଞ କର୍ମଚାରୀଙ୍କୁ ପ୍ରକଳ୍ପ କାର୍ଯ୍ୟରେ ନିୟୋଜିତ କରିବା ପୂର୍ବରୁ ପ୍ରଥମେ ଏହି କେନ୍ଦ୍ରରେ

ସେମାନଙ୍କୁ ଆବଶ୍ୟକ ପ୍ରଶିକ୍ଷଣ ଦିଆଯାଏ । ବର୍ତମାନ ଏଠାରେ ୫ଶହ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ ପ୍ରଦାନ କରାଯାଉଛି। ମାତ୍ର ଏପରି ଏକ ଗୁରୁତ୍ବପୂର୍ଣ୍ଣ ପ୍ରତିଷ୍ଠାନର ପ୍ରଶିକ୍ଷାର୍ଥୀଙ୍କ ପାଇଁ ଉଦ୍ଦିଷ୍ଟ ପୁରୁଷ ଛାତ୍ରାବାସ କୋଠା ଭାଙ୍ଗିରୁଜି ଗଲାଣି ଛାତ ଓ କାନ୍ଥରୁ ପ୍ଲାଷ୍ଟର ଖଣ୍ଡ ଖସୁଛି। ବାଲିକୁଦା-ତ୍ରିଶୂଳିଆ ମୁଖ୍ୟ ରାସ୍ତା ପାର୍ଶ୍ଵରେ ଅବସ୍ଥିତ ଏହି କାର୍ଯ୍ୟାଳୟର ଏପରି ଅବସ୍ଥା ସମ୍ପର୍କରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଅବଗତ ଥାଇ ମଧ୍ୟ ଏହାର ପ୍ରତିକାର ନିମନ୍ତେ କୌଣସି ପଦକ୍ଷେପ ଗ୍ରହଣ ନ କରିବା ଆଶ୍ଚର୍ଯ୍ୟର ବିଷୟ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026

You Might Also Like