-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||     

HOME   ଜିଲ୍ଲା

ମନ୍ତ୍ରୀ ଓ ଆରଡିସିଙ୍କ ଦ୍ୱାରା ମାହାଙ୍ଗାରେ ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ

06-Feb-2021



ମାହାଙ୍ଗା, (ଦୀପକ କୁମାର ଷଡଙ୍ଗୀ):ବିକାଶ ଆମ ସରକାରଙ୍କ ମୂଳ ଲକ୍ଷ l ସାରା ରାଜ୍ୟରେ ଏହି ବିକାଶ ଓ ସ୍ଵଛତାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେଇ ଆସିଥିବାରୁ ସେ ଦେଶର ନମ୍ବର ୱାନ ମୁଖ୍ୟମନ୍ତ୍ରୀ ହୋଇପାରିଛନ୍ତି ବୋଲି ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି l 

ଆଜି ମାହାଙ୍ଗା ନିର୍ବାଚନ ମଣ୍ଡଳୀର ଉମର ପଞ୍ଚାୟତ ଠାରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ନବ ନିର୍ମିତ ଏକ ପାନ୍ଥଶାଳାକୁ ବିଭାଗୀୟ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଉଦଘାଟନ କରିଛନ୍ତି l 
     ପର୍ଯ୍ୟଟନ ପୀଠ ଉମର ହନୁମାନ ମନ୍ଦିର ସମ୍ମୁଖରେ ଏହି ପନ୍ଥ ନିବାସ ପାଇଁ 59.23 ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଥିଲା l 
ସେହିପରି 25 ଲକ୍ଷ ଟଙ୍କା ଅନୁଦାନରେ କଣ୍ଟାଣିଆ ସ୍ଥିତି ବୈକୁଣ୍ଠ ବାଟିକାକୁ ଲୋକାର୍ପିତ 
କରାଯାଇଥିଲା l 
ଏହି ଉତ୍ସବରେ ଆଇନି ଓ ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା ବିଶିଷ୍ଟ ଅତିଥିଭାବେ ଯୋଗଦେଇ ମାହାଙ୍ଗାର ବିକାଶ ପାଇଁ ଆମକୁ ଆହୁରି ଅନେକ କାର୍ଯ୍ୟ କରିବାକୁ ପଡି଼ବବୋଲି କହିଥିଲେ l ଉତ୍ସବରେ ସମ୍ମାନିତ ଅତିଥି ଭାବେ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷା ଶ୍ରିମୟୀ ମିଶ୍ର,କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଅନିଲ ସାମଲ, କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନି, ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ  ଅଧିକାରିଣୀ ସୁଜାତା ପଟ୍ଟନାୟକପ୍ରମୁଖ ଯୋଗଦେଇଥିଲେ l
  ଶିକ୍ଷାବିତ ଅକ୍ଷୟ କୁମାର ଷଢଙ୍ଗୀ ଉତ୍ସବରେ ପୌରହିତ୍ୱ କରିଥିଲେ l ସରପଞ୍ଚ ପ୍ରତିନିଧି ଚିତ୍ତରଞ୍ଜନ ମହାପାତ୍ର, ସରପଞ୍ଚ ଚିତ୍ତରଞ୍ଜନ ମହାନ୍ତି, ଯୁବବିଜେଡି ସଭାପତି ଶରତ ମହାପାତ୍ର,ଆଇନମନ୍ତ୍ରୀଙ୍କ ବ୍ୟକ୍ତିଗତ ସହାୟକ ଉମାଶଙ୍କର ବିଶ୍ୱାଳ, ରତ୍ନାକର ସାହୁ, ବିବେକାନନ୍ଦ ପାଣି, ପ୍ରମୁଖ ଉତ୍ସବ ପରିଚାଳନା କରିଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026

You Might Also Like