-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ

25-Apr-2026



ବଲାଙ୍ଗୀର(ପ୍ରେରଣା ଖବର): ଆଜି ସ୍ଥାନୀୟ ସରକାରୀ ଅତିଥି ଭବନ (ସର୍କିଟ ହାଉସ) ଭିତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ସରକାରୀ ଆଉଟସୋରର୍ସିଂ କର୍ମଚାରୀ ମହାସଂଘ, ବଲାଙ୍ଗିର ଜିଲ୍ଲା ଶାଖା ପକ୍ଷରୁ ଦାବିପତ୍ର ଓ ଫୁଲ ଚାରା ପ୍ରଦାନ କରାଯାଇଛି। ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ପୂର୍ବରୁ ଦେଇଥିବା ପ୍ରତିଶୃତି ବିଷୟରେ ସୂଚିତ କରି ଖୁବ ଶୀଘ୍ର ଇଣ୍ଟର୍ମିନିଷ୍ଟ୍ରିଆଲ କମିଟି ଗଠନ କରିବା ପାଇଁ ନିର୍ଦ୍ଦେଶ ଦେବାକୁ ନିବେଦନ କରାଯାଇଛି। ଏ ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂହଦେଓ, ମାନ୍ୟବର ସ୍ୱାସ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ମୁକେଶ ମହାଲିଙ୍ଗ ଓ ମାନ୍ୟବର କଣ୍ଟାବାଞ୍ଝି ବିଧାୟକ ଶ୍ରୀଯୁକ୍ତ ଲକ୍ଷ୍ମଣ ବାଗ ମଧ୍ୟ ଉପସ୍ଥିତ ଥିଲେ।
ଦଶନ୍ଧି ଧରି ବିଭିନ୍ନ ସରକାରୀ ଅଫିସରେ କାର୍ଯ୍ୟରତ ରାଜ୍ୟର ହଜାର ହଜାର ଠିକା କର୍ମଚାରୀ ଆପଣଙ୍କୁ ଅନେଇ ରହିଛନ୍ତି ବୋଲି ଜଣେଇ ଦିଆଯାଇଛି। ପ୍ରକାଶଯୋଗ୍ୟ ଯେ ଗଲା ମାସରେ ରାଜ୍ୟ ସଂଘର ଆହ୍ଵାନରେ ୧୦ ଦିନ ବ୍ୟାପୀ ଆନ୍ଦୋଳନ ପରେ ନେତୃତ୍ୱଙ୍କୁ ଡ଼ାକି ମୁଖ୍ୟମନ୍ତ୍ରୀ ନିଜ ପ୍ରକୋଷ୍ଠରେ ଆଇନ ମନ୍ତ୍ରୀଙ୍କ ଉପସ୍ଥିତିରେ ଆଲୋଚନା କରିଥଲେ। ଶୀଘ୍ର ଆନ୍ତଃ ମନ୍ତ୍ରୀମଣ୍ଡଳ କମିଟି ଗଠନ ପୂର୍ବକ ଏ ସମସ୍ୟାକୁ ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହି ଆଲୋଚନା ପରେ ରାଜ୍ୟ ସାରା ସମସ୍ତ ଠିକା କର୍ମଚାରୀ ଙ୍କ ଭିତରେ ଆଶା ଓ ଉତ୍କଣ୍ଠା ପରିଲକ୍ଷିତ ହେଉଛି। 
ଗତକାଲି ରାଜ୍ୟ ସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳନ ଅବସରରେ ବଲାଙ୍ଗିର ଆସିଥିବା ମୁଖ୍ୟମନ୍ତ୍ରୀ ରାତିରେ ସ୍ଥାନୀୟ ସର୍କିଟ ହାଉସରେ ରାତ୍ରିଯାପନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଭେଟ ନେବା ପାଇଁ ପୂର୍ବରୁ ଅନୁମତି ମିଳିଥିଲା। ଆଜି ବଲାଙ୍ଗୀର ଜିଲ୍ଲା ସଂଗଠନ ତରଫରୁ ଜିଲ୍ଲାର ସଭାପତି ଶ୍ରୀ ରାଜେଶ ଝାଙ୍କର ଓ ସମ୍ପାଦକ ଶ୍ରୀ ଚଞ୍ଚଳ ମିଶ୍ର, ଉପସଭାପତି ଶ୍ରୀ ଦିଲ୍ଲୀପ ସାହୁ, ରବୀନ୍ଦ୍ର ନାଏକ ଓ ଅଭିଳାଷ ମିଶ୍ର ସମେତ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ। ଏଥିରେ ସହଯୋଗ କରିଥିବାରୁ ଜିଲ୍ଲା ବିଜେପି ସଭାପତି ତଥା ଅନ୍ୟ ନେତୃତ୍ଵଙ୍କୁ ଜିଲ୍ଲା ଆଉଟ୍ ସୋରର୍ସିଂ  ସଂଘ ପକ୍ଷରୁ ଧନ୍ୟବାଦ ଅର୍ପଣ କରଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like