-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ

25-Apr-2026



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ବ୍ଲକ ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି l କଣ୍ଟାମାଳ ବିଡ଼ିଓ ଶ୍ରୀମତୀ ସାମୀ ରେଡ୍ଡୀ ଜୟଶ୍ରୀ ଅଧକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ସୁମିତ୍ରା ସାହୁ ଯୋଗ ଦେଇଥିଲେ l ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିଷଦ ସଭ୍ୟା ଶ୍ରମତି ପଦ୍ମାଳୟା ପ୍ରଧାନ, ତହସିଲଦାର ଶ୍ରୀମତୀ ଶ୍ୱେତପଦ୍ମା ଯୋଶୀ,ସିଡିପିଓ ଶ୍ରୀମତୀ ପଙ୍କଜିନୀ ମିଶ୍ର, ଯୋଗଦେଇ ବିଭିନ୍ନ ପ୍ରୋତ୍ସାହନ ରାଶି ବଣ୍ଟନ କରିଥିଲେ।

ଏହି ଅବସରରେ  ଅନ୍ତ୍ୟୋଦୟ ଗୃହ ଯୋଜନା , ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏବଂ ଅନ୍ୟାନ୍ୟ ଯୋଜନା ର କାର୍ଯ୍ୟlଦେଶ ଓ ବିଭିନ୍ନ ପ୍ରୋତ୍ସାହନ ରାଶି ବଣ୍ଟନ କରାଯାଇଥିଲା। ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ଗୋଷ୍ଠୀ ନିବେଶ ରାଶି ଓ ବ୍ୟକ୍ତିଗତ ପାଇଖାନା ପାଇଁ କାର୍ଯ୍ୟାଦେଶ ବଣ୍ଟନ କରାଯାଇ ଥିଲା। କାର୍ଯ୍ୟକ୍ରମକୁ ୱାସିଡ଼ିଏ ର ପ୍ରୋଗ୍ରାମ ମ୍ୟାନେଜର ପୂର୍ଣ୍ଣ ଚନ୍ଦ୍ର ଖଟୁଆ ପରିଚାଳନା କରିଥିଲେ l

କଣ୍ଟାମାଳ ବ୍ଲକ ଅଂଚଳର ଜନ ସାଧାରଣ,ସମସ୍ତ ପଂଚାୟତ ର ସରପଞ୍ଚ, ସମିତିସଭ୍ୟ, ସଭ୍ୟା,ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କର ସଦସ୍ୟା ବହୁ ସଂଖ୍ୟାରେ ଅଂଶ ଗ୍ରହଣ କରିଥିଲେ lସମାରୋହରେ ବିଭିନ୍ନ ବ୍ଲକ ସ୍ତରୀୟ ଅଧିକାରୀ ସମେତ ଉପସ୍ଥିତ ସମସ୍ତେ ବାଲାଙ୍ଗୀରରେ ଆୟୋଜିତ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିଥିଲେ।କାର୍ଯ୍ୟକ୍ରମ ପରିଚାଳନାରେ ପଂଚାୟତ ନିର୍ବାହୀ ଅଧିକାରୀ ଜୟଦେବ ପ୍ରଧାନ, ଜ୍ଞାନ ରଞ୍ଜନ ମିଶ୍ର, ଭୁଲେଶ୍ୱର ନାଗ, ଗୋକୁଳ ଭୋଇ,ପୁରନ୍ଦର ଠେଲା, ରିଲିପ ନାୟକ ଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀମାନେ ସହଯୋଗ କରିଥିଲେ। ଶେଷରେ  ଗୋଷ୍ଠୀ ଉନ୍ନୟନ ଅଧିକାରୀ  ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like