-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ

25-Apr-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା  ସ୍ୱାସ୍ଥ୍ୟ ସମିତି ସୁବର୍ଣ୍ଣପୁର ତରଫରୁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ତରଭା ଅଧିନସ୍ଥ କମସରା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ତାଲିମ ଗୃହ ଠାରେ ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି।  ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଓ ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ଭିବିଡି)ଡ଼ା ଦେବିପ୍ରସାଦ ମହାପାତ୍ର ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ସଭାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସୋନପୁର ଅଧୀକ୍ଷକ ଡ଼ା ଦୁର୍ଗା ଦତ୍ତ ଦାଶ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ.ଅଧ୍ୟକ୍ଷ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ତରଭା ଡ଼ା ସୁଶାନ୍ତ ପଟେଲ , ସ୍ବାସ୍ଥ୍ୟ ଅଧିକାରୀ କମ ସରା ଡ଼ା ଅନ୍ୱେଷା ଦାସ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଉପସ୍ଥିତ ଥିଲେ। ଉପସ୍ଥିତ ଅତିଥି ବୃନ୍ଦ ଉକ୍ତ ଦିବସ ର ମହତ୍ୱ ତଥା ମ୍ୟାଲେରିଆ ରୋଗ ର ଲକ୍ଷଣ ଓ ଏହାର ପ୍ରତିକାର ତଥା ସଚେତନତା ଓ ସତର୍କତା ଅବଲମ୍ବନ କରି ନିଜେ ସୁସ୍ଥ ରହି ସମାଜ କୁ ମଧ୍ୟ ସୁସ୍ଥ ସୁନ୍ଦର ରଖିବାରେ ସହାୟକ ହୋଇ ପାରିଵା ଉପରେ ବିଷଦ ଭାବରେ ଆଲୋଚନା କରି ସମସ୍ତ ଙ୍କୁ ସଚେତନତା ବାର୍ତା ପ୍ରଦାନ କରିଵା ପାଇଁ ଗୁରୁତ୍ୱାରୋପ କରିଥିଲେ।
ଉକ୍ତ ସଭାରେ ଆଶାକର୍ମୀ , ଅଙ୍ଗନୱାଡ଼ି କର୍ମୀ ମାସ ମେମ୍ବର , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ସ୍ବାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ଜିଲ୍ଲା ଆଶା ମ୍ୟାନେଜର ତରଣିସେନ୍ ପ୍ରଧାନ,ଜିଲ୍ଲା ଭି ବି ଡି କନ୍ସଲଟାଣ୍ଟ ସୁନିଲ କୁମାର ମହନ୍ତ, ଭି ବି ଡି ଟି ଏସ କୃଷ୍ଣ ଚନ୍ଦ୍ର ନାୟକ ଓ ଫାର୍ମାସିଷ୍ଟ ସଚିଦାନନ୍ଦ ଜେନା କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ ।ଶେଷରେ ଅଶୋକ କୁମାର ମିଶ୍ର ବ୍ଲକ କାର୍ଯ୍ୟକ୍ରମ ସଂଯୋଜକ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like