-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||     

HOME   ଜିଲ୍ଲା

ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା        

25-Apr-2026



ବଲାଙ୍ଗୀର,  (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଗ୍ରାମୀଣ ଗୃହ ନିର୍ମାଣ ଯୋଜନା ରେ ସଫଳ କାର୍ଯ୍ୟକାରିତା ପାଇଁ ଓଡ଼ିଶାରେ ଦ୍ଵିତୀୟ ପୁରସ୍କାର ହାସଲ କରିଛି l ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ଅବସର ରେ ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ୍ ରେ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା l ଉକ୍ତ ଯୋଜନାରେ 2025-26 ଆର୍ଥିକ ବର୍ଷରେ ମଞ୍ଜୁର ହେଇଥିବା 1946ଟି ପି ଏମ ଏ ୱାୟୀ ଘର ମଧ୍ୟରୁ 1123 ଟି ସମ୍ପୂର୍ଣ ହୋଇଥିବା ବ୍ଲକ ପ୍ରଶାସନ ପକ୍ଷରୁ ପ୍ରକାଶ l ଏଣୁ ପଞ୍ଚାୟତିରାଜ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଗଲପୁର ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାସ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି ଙ୍କୁ ସ୍ମାରକୀ ଓ ୭ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଥିଲେ l ଏହି ଯୋଜନାରେ ହିନ୍ଦୋଳ ବ୍ଲକ ପ୍ରଥମ ଓ ଗୁମ୍ମା ବ୍ଲକ ତୃତୀୟ ପୁରସ୍କାର ହାସଲ କରିଛି l ବି ଡି ଓ ମହାପାତ୍ର କୁଲଦୀପ ମହାନ୍ତି ଆଗଲପୁର ଙ୍କ ନେତୃତ୍ୱ ଓ ସମସ୍ତ ବ୍ଲକ୍ ଟିମ୍ ର ନିଷ୍ଠାପର ଉଦ୍ୟମ କୁ ବ୍ୟାପକ ଭାବେ ପ୍ରଶଂସା କରା ଯାଇଛି l ଗତ କିଛିଦିନ ହେଉଛି ଜାନୁୟାରୀ 2026 ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ଙ୍କ ଦ୍ୱାରା ବ୍ଲକ ପ୍ରଶାସନ ବିରୁଦ୍ଧରେ କରା ଯାଇଥିବା ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଘଟଣା ଯୋଗୁଁ କାର୍ଯ୍ୟ ଦକ୍ଷତା ପ୍ରଭାବିତ ହୋଇଥିଲା l ନଚେତ୍ ଆଗଲପୁର ବ୍ଲକ ଓଡ଼ିଶାରେ ପ୍ରଥମ ପୁରସ୍କାର ପାଇଥାନ୍ତା ବୋଲି ବୁଦ୍ଧିଜୀବୀ ତଥା ଜନସାଧାରଣ ରେ ଚର୍ଚ୍ଚା ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026

You Might Also Like