-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||     

HOME   ଜିଲ୍ଲା

ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର

25-Apr-2026



ବଲାଙ୍ଗୀର(ପ୍ରେରଣା ଖବର ): ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଟ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର  ବରପାଲି ପଡ଼ା(ଭାଗବତ ମନ୍ଦିର) ବଲାଙ୍ଗୀର ଠାରେ  ଅନୁଷ୍ଠିତ ହେଇଥିଲା। ଏହି ସ୍ବାସ୍ଥ୍ୟ ଶିବିର ରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ଶିବିର ରେ ସ୍ଥାନୀୟ ଆଶା କର୍ମୀ ଓ ସ୍ବାସ୍ଥ୍ୟ କେନ୍ଦ୍ର ର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିର ରେ ଡାକ୍ତର ନନ୍ଦ କିଶୋର

ପାଢ଼ୀ, ଭୀମଭୋଇ ମେଡିକାଲ କଲେଜର ଡାକ୍ତର ସୁବନ୍ ଲେଗା ଓ ଅଶୋକ କୁମାର ମହାକୁର ଏବଂ ରାଜେନ୍ଦ୍ର ଯୁବକ ସଂଘ ର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇଥିଲେ।

ଏହି ସ୍ବାସ୍ଥ୍ୟ ଶିବିର ଟିକୁ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଏ.ପି.ଏମ ରାମାନୁଜ ପଣ୍ଡା ଓ ୟୁ.ଡି.ଏମ ଅନିଲ କୁମାର ମହାକୁର ତଦାରଖ କରିଥିଲେ । ଏହି ସ୍ବାସ୍ଥ୍ୟ ଶିବିର ରେ ୧୦୨ ରୁ ଉର୍ଦ୍ଧ ବରିଷ୍ଠ ରୋଗୀ ମାଗଣା ସେବା ଲାଭ କରିଥିଲେ। ଉକ୍ତ ସ୍ବାସ୍ଥ୍ୟ ଶିବିର ଟି ସୁଚାରୁ ରୂପେ ପରିଚାଳିତ ହେଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026

You Might Also Like