-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||     

HOME   ଜିଲ୍ଲା

ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ

25-Apr-2026



କଟକ(ତପନ ମହାନ୍ତି)ଏକ ସାମାଜିକ ଓ ସାହିତ୍ୟକ ଅନୁଷ୍ଠାନ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଟ୍ରଷ୍ଟର କୋଷାଧ୍ୟକ୍ଷ୍ୟ ଶ୍ରୀମତି ପଙ୍କଜିନୀ ପରିଡାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଗୈରୀଶଙ୍କର ଟାଉନହଲ ଠାରେ ଅନୁଷ୍ଠିତ ହୋଇ ଯାଇଅଛି। ଏଥିରେ ଉଦ୍‌ଘାଟିକା ରୂପେ ସନ୍ନ୍ୟାସୀନି ବିଦ୍ୟୁତ୍ କୁମାରୀ ଲାଲା , ମୁଖ୍ୟ ଅତିଥି ଭାବେ କଟକ ମହାନଗର ନିଗମର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ  ବିଭାଗର ସହ

ନିର୍ଦ୍ଦେଶକ ତ଼ଃ ସତ୍ୟବ୍ରତ ମହାପାତ୍ର ମୁଖ୍ୟ ବକ୍ତା ରୂପେ ଡ଼ଃ ପ୍ରହଲ୍ଲାଦ ବିଶ୍ୱାଳ ସମ୍ମାନନୀୟ ବକ୍ତା ରୂପେ ବିରେନମିତ୍ର ଫାଉଣ୍ଡେସନର ସଭାପତି ଶ୍ରୀଯୁକ୍ତ ସୁମିତି ମିତ୍ର ବରୋଣ୍ୟ ଅତିଥି ରୂପେ ଡ଼ା ରମେଶ ଚନ୍ଦ୍ର ଦାସ ପ୍ରମୁଖ ଅତିଥି ରୂପେ ଓଡ଼ିଆ ହାଇକୋର୍ଟର ଅଧିବକ୍ତା ଶ୍ରୀଯୁକ୍ତ ପ୍ରଭାସ ଚନ୍ଦ୍ର ଜେନା ସମ୍ମାନନୀୟ ଅତିଥି ଭାବେ ସ୍ତମ୍ଭକାର ଶ୍ରୀମତୀ ମୀରା ବେଉରା ସମ୍ମାନନୀୟ ଅତିଥି ରୂପେ ଶିକ୍ଷାବିତ୍ ଶୈକାଳିନୀ ପରିଡ଼ା ଯୋଗଦାନ କରି ଟ୍ରଷ୍ଟର ବିଭିନ୍ନ କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ। ଏଥିରେ ସମାଜରେ ଓଡ଼ିଶାର କୋଣ ଅନୁକୋଣରୁ ଆସିଥିବା ୮oଜଣ ସମାଜ ସେବୀ , ଶିକ୍ଷାବିତ୍, ସାମାଜିକ ଅନୁଷ୍ଠାନକୁ ସମ୍ବନ୍ଧିତ କରାଯାଇଥିଲା। ସମ୍ବକ୍ଷିତ  ଅତିଥିମାନଙ୍କ ମତରେ କଳିଙ୍ଗ ଟିଭିର ଶ୍ରୀଯୁକ୍ତ ବିଭୂତିଭୂଷଣ ସାହୁ , ଓଟିଭିର ଶ୍ରୀଯୁକ୍ତ ଦେବାଷିସ୍ ମହାନ୍ତି, ସମ୍ବାଦର ଶ୍ରୀଯୁକ୍ତ ସୋମ୍ୟରଞ୍ଜନ ପାତ୍ର, ଡ଼ଃ କିଶୋରଚନ୍ଦ୍ର ଦାସ୍ , ଡ଼ଃ କ୍ଷୀରୋଦ ଚନ୍ଦ୍ର ସାହୁ , ଡଃ

ବିକାଶ ଚନ୍ଦ୍ର ରାଉତ୍ , ସତ୍ୟ ସନ୍ଧାନର ସମ୍ପାଦକ ମିର୍ଜାରିଦ୍ୱାନା , ପ୍ରତିଜ୍ଞାର ସମ୍ପାଦକ ଶ୍ରୀଯୁକ୍ତ ମନରଞ୍ଜନ ସାହୁ କୁ ସମ୍ବନ୍ଧିତ କରାଯାଇଥିଲା। ପ୍ରାରମ୍ଭରେ ଟ୍ରଷ୍ଟର କୋଷାଧ୍ୟକ୍ଷ ମିହିର କୁମାର ମହାନା ସ୍ଵାଗତ ଭାଷଣ କହିଥିବା ବେଳେ ସଭ୍ୟା ରୂପସୀ ମହାପାତ୍ର ଅତିଥି ପରିଚୟ ସଂମ୍ପାଦକ ଶ୍ରୀଯୁକ୍ତ ଚିତ୍ତ ରଞ୍ଜନ ପରିଡ଼ା ବାଷିକ ବିବରଣୀ ଓ କୋଷାଦନ୍ଧ ସୁଶ୍ରୀ ମମତା ମଞ୍ଜରୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ସମସ୍ତ ସଭ ଓ ସଭ୍ୟା କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026

You Might Also Like