-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ରାଜ୍ୟ

କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ

25-Apr-2026



କଟକ(ତପନ ମହାନ୍ତି) : ବିଶ୍ୱ ପ୍ରାଣିଚିକିତ୍ସା ଦିବସ ୨୦୨୬ ଅବସରରେ ଆଜି ଓଡ଼ିଶା ରାଜ୍ୟ ନୌବାଣିଜ୍ୟ ସଂଗ୍ରହାଳୟ ପରିସରରେ ଜିଲ୍ଲାସ୍ତରୀୟ ପ୍ରାଣିଚିକିତ୍ସା ଦିବସ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଉତ୍ସବକୁ ଉଦ୍ଘାଟନ କରି କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଓ ରୋଜଗାର ସୃଷ୍ଟି ଉପରେ ଗୁରୁତ୍ୱ ଦେଇଥିଲେ। ସେ କହିଥିଲେ ଯେ, ଏକ ସ୍ଥାନରେ ଗୋଷ୍ଠୀ ଆଧାରରେ କ୍ଷୀର ଉତ୍ପାଦନ, ଛେଳି, ଘୁଷୁରି ଓ କୁକୁଡ଼ା ପାଳନ କରାଯାଇପାରିଲେ ସରକାରୀ ସହାୟତା ସହଜରେ ମିଳିପାରିବ। ଏହା ସହିତ ଚାଷୀମାନଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରାଯାଇ ତାଙ୍କର ଆୟ ବୃଦ୍ଧି କରିବାକୁ ସେ ଆହ୍ୱାନ ଜଣାଇଥିଲେ।

କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ସୁଶାନ୍ତ କୁମାର ନାୟକ, କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (କୃଷି) ଇଂ. ପ୍ରଶାନ୍ତ କୁମାର ଜେନା ଓ ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ଅଭିମନ୍ୟୁ ସାହୁ ଉପସ୍ଥିତ ଥିଲେ। ଏହି ବର୍ଷର ବିଷୟ “ଉତ୍ତମ ଖାଦ୍ୟ ଓ ସ୍ୱାସ୍ଥ୍ୟ ପାଇଁ ପ୍ରାଣିଚିକିତ୍ସା” ଉପରେ

ଆଲୋଚନା କରାଯାଇଥିଲା।

ଏହି ଅବସରରେ ୨୦୨୫-୨୬ ଆର୍ଥିକ ବର୍ଷରେ କଟକ ଜିଲ୍ଲାର ନରସିଂହପୁର ବ୍ଲକ ପ୍ରାଣୀ ସମ୍ପଦ ସେବା ଓ ବିଭିନ୍ନ ଯୋଜନାର ସଫଳ ରୂପାୟଣ ପାଇଁ ରାଜ୍ୟରେ ସର୍ବଶ୍ରେଷ୍ଠ ବ୍ଲକ ଭାବେ ଚୟନ ହୋଇଥିବାରୁ ବ୍ଲକ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ନୀହାର ରଞ୍ଜନ ମିଶ୍ର ସହ ଅନ୍ୟ ପ୍ରାଣୀ ଚିକିତ୍ସକ ଓ ପ୍ରାଣୀଧନ ନିରୀକ୍ଷକମାନଙ୍କୁ ସମ୍ମାନିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like