-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ

26-Apr-2026



ବଲାଙ୍ଗୀର(ପ୍ରେରଣା ଖବର):ସଦର ବ୍ଲକ ଅନ୍ତର୍ଗତ ବାନ୍ଧନଘୋର ସ୍ଥିତ ଶ୍ରୀରାମ ମନ୍ଦିରରେ ପବିତ୍ର ସୀତା ନବମୀ ଅବସରରେ ମାତା ସୀତାଙ୍କର ଜନ୍ମୋତ୍ସଵ ଅନୁଷ୍ଠିତ ହୋଇ ଯାଇଛି। ଶ୍ରୀରାମ ମନ୍ଦିର ପରିଚାଳନା କମିଟି ଟ୍ରଷ୍ଟ ଦ୍ୱାରା ଅନୁଷ୍ଠିତ ଏହି ଉତ୍ସବରେ ରାମାୟଣ ପଠନ ଓ ବୈଠକୀ କୀର୍ତ୍ତନ ଅନୁଷ୍ଠିତ ହୋଇଥିଲା। ସୀତା ନବମୀ, ଯାହାକୁ ଜାନକୀ ନବମୀ ବୋଲି ମଧ୍ୟ କୁହାଯାଏ।ମାତା ସୀତାଙ୍କର ଜନ୍ମ ଦିବସ ଭାବେ ପାଳନ କରାଯାଏ।ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଙ୍କ ସହଧର୍ମିଣୀ ମାତା ସୀତା ଏହି ଦିନ ଆବିର୍ଭାବ ହୋଇଥିଲେ।ଏହା ବୈଶାଖ ମାସର ଶୁକ୍ଳ ପକ୍ଷର ନବମୀ ତିଥିରେ ପାଳନ କରାଯାଏ। ମିଥିଳା ସହିତ ଭାରତ ଓ ନେପାଳର ବିଭିନ୍ନ ସ୍ଥାନରେ ଏହାର ବିଶେଷ ମହତ୍ତ୍ୱ ରହିଛି।ଏହି ଦିନଟିର ଆଧ୍ୟାତ୍ମିକ ଗୁରୁତ୍ୱ ବହୁତ, କାରଣ ସୀତା ଶୁଦ୍ଧତା, ଭକ୍ତି, ସହନଶୀଳତା ଓ ଧୈର୍ଯ୍ୟର ପ୍ରତୀକ। ଭକ୍ତମାନେ ବିଶେଷକରି ନାରୀମାନେ, ଉପବାସ କରି ପୂଜା କରନ୍ତି ଏବଂ  ରାମାୟଣ ପାଠ କରି ପରିବାରର ସୁଖଶାନ୍ତି,ଦାମ୍ପତ୍ୟ ଜୀବନ ଓ ଆତ୍ମିକ ଶକ୍ତି ପାଇଁ ଆଶୀର୍ବାଦ ଭିକ୍ଷା କରିଥାନ୍ତି। ସୀତା ନବମୀ ଆମକୁ ଧର୍ମ,ତ୍ୟାଗ ଓ ଅତୁଟ ବିଶ୍ୱାସର ମୂଲ୍ୟ ବୁଝାଇ ଥାଏ। ଆଜିର ଉତ୍ସବରେ ଅଚ୍ୟୁତାନନ୍ଦ ମିଶ୍ର ଓ ତାଙ୍କର ଧର୍ମ ପତ୍ନୀ ରଶ୍ମି ରାଣୀ ମାତା ସୀତାଙ୍କ ପିତା ମାତା ଭୂମିକା ନିର୍ବାହ କରିଥିଲେ।ମନ୍ଦିରର ପୂଜକ ହିମାଂଶୁ ତ୍ରିପାଠୀଙ୍କ ଦ୍ଵାରା ପୂଜା ଓ ହୋମ ସମାପ୍ତ ହେବା ପରେ ପ୍ରସାଦ ସେବନ କରାଯାଇଥିଲା।୨୦୧୯ ମସିହାରେ ପ୍ରତିଷ୍ଠା ହୋଇଥିବା ଏହି ମନ୍ଦିରରେ ପ୍ରତ୍ୟେକ ବର୍ଷ ସୀତା ନବମୀ ଉତ୍ସବ 

ମହାଆଡମ୍ବରରେ ପାଳନ କରାଯାଉଅଛି। ପ୍ରତ୍ୟେକ ବର୍ଷ ପରି ବାନ୍ଧନଘୋର ତଥା ଆଖପାଖ ଗ୍ରାମର ଭକ୍ତମାନେ ଏହି ଉତ୍ସବରେ ଉପସ୍ଥିତ ରହିଥିଲେ।ସମସ୍ତ କାର୍ଯ୍ୟକ୍ରମ ଟ୍ରଷ୍ଟର ମୁଖ୍ୟ ପରିଚାଳନା ଟ୍ରଷ୍ଟି ମନ୍ମୟ ଆନନ୍ଦ କୁମାର ତ୍ରିପାଠୀଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ହରେକୃଷ୍ଣ ବୁଡେକ, ଗଣ୍ଡରାମ ଗହୀର, ସୁରେଶ ବୁଡେକ, ସତ୍ୟ ଗହୀର, ଚିଙ୍କୁ ପ୍ରଧାନ, ଶ୍ରୀମୟ ତ୍ରିପାଠୀ, ସର୍ବଜିତ ତ୍ରିପାଠୀ, ମୁଖୀ ମାଝୀ, ସବିତା ସାହୁ,ସବିତା ବୁଡେକ ଓ ଭୂମିସୁତା ତ୍ରିପାଠୀ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like