-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ରାଜ୍ୟ

 ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି 

26-Apr-2026



କଣ୍ଟାବାଞ୍ଜି(ମୋହନ ସୁନା):  ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ଆଗେଇ ଯିବାକୁ ରାଜ୍ୟ ସରକାରଙ୍କ ରାଜକୋଷକୁ ଲକ୍ଷ ଲକ୍ଷ ଟଙ୍କା ଅନୁଦାନ ଆସୁଥିବା ବେଳେ ସେହି ଅନୁଦାନ ରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ ହେଉଛି। ସୂଚନା ଅନୁସାରେ ତୁରେକେଲା ବ୍ଲକ ହିଆଁଳ ପଞ୍ଚାୟତ ର ଦାବ୍ରି ଗାଁ ଠାରୁ ଚଟୁଅନକା ପଞ୍ଚାୟତ ର ବେହେରେନସିଲେଟ ନାଏକ ପଡ଼ା ପର୍ଯ୍ୟନ୍ତ ରାସ୍ତା ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀ ମୋନ୍ତେ ଅନୁଦାନ ଷଷ୍ଠଭାଗ(୨୦୨୪-୨୫) ଯୋଜନାରେ ସରକାର ରାଜକୋଷରୁ କାମ କରିବାକୁ ୮ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର ହୋଇଛି। କିନ୍ତୁ ହିଆଁଳ ପଞ୍ଚାୟତ ର ଦାବ୍ରି ଗାଁ ଠାରୁ ଚଟୁଅନକା ପଞ୍ଚାୟତ ର ବେହେରେନସିଲେଟ ନାଏକ ପଡ଼ା ପର୍ଯ୍ୟନ୍ତ ରାସ୍ତା ମାଟି ମୁଠେ ମଧ୍ୟ ପଡ଼ିନାହିଁ ହେଳେ ୮ଲକ୍ଷ ଟଙ୍କା କାମ ହୋଇଥିବା ନେଇ ତୁରେକେଲା ବ୍ଲକ ପ୍ରଶାସନ ପକ୍ଷରୁ ବିଲ୍ ମଧ୍ୟ ମଞ୍ଜୁର ହୋଇଛି। ଏହି ଭଲି ଦୁର୍ନୀତି କୁ ସଚେତନ ନାଗରିକ ମାନେ ନା ପସନ୍ଦ କରିଛନ୍ତି। ଯେଉଁ ରାସ୍ତା ଉନ୍ନତୀକରଣ କରିବାକୁ ସରକାରୀ ରାଜକୋଷରୁ ଅନୁଦାନ ମଞ୍ଜୁର କରି ହୋଇଛି ସେହି ରାସ୍ତା ରେ କାହିଁକି କାମ କରି ଯାଇନାହିଁ ଏବଂ ଦାଇତ୍ୱ ଥିବା ଅଧିକାରୀ ମାନେ ସରକାର ଆଖିରେ ଧୂଳି ଦେଇ ଏଭଳି ନିୟମ ଉଲ୍ଲଂଘନ କରି କାମ କଲେ କେମିତି ବୋଲି ପ୍ରଶ୍ନ ଉଠୁଛି। ସରକାରୀ ଅନୁଦାନ କୁ ସୁଚାରୁରୂପେ ପରିଚାଳନା କରିବାକୁ ସରକାରୀ ରାଜକୋଷରୁ ଲକ୍ଷାଧିକ ଟଙ୍କା ଦରମା ନେଇ ଯେଉଁ ଅଧିକାରୀ ନିଯୁକ୍ତି ରହିଛନ୍ତି ସେହି ଅଧିକାରୀ ମାନେ ସରକାର ଆଖିରେ ଧୂଳି ଏଭଲି ଦୁର୍ନୀତି ମଧ୍ୟ କରୁଥିବା ଘଟଣା ଦେଖିବା ପରେ ସମସ୍ତ ଙ୍କୁ ଚକିତ କରିଛି। ବହୁ ବର୍ଷ ହେଳେ ହିଆଁଳ ପଞ୍ଚାୟତ ର ଦାବ୍ରି ଗାଁ ଠାରୁ ଚଟୁଅନକା ପଞ୍ଚାୟତ ର ବେହେରେନସିଲେଟ ନାଏକ ପଡ଼ା ପର୍ଯ୍ୟନ୍ତ ରାସ୍ତା ଅବହେଳିତ ହୋଇ ରହିଯାଇଛି। ଖାଲଖମା ବର୍ତ୍ତି ଏହି ରାସ୍ତା କୁ ଉନ୍ନତି କରଣ କରିବା ପାଇଁ ଅନେକ ଥର ବେହେରେନସିଲେଟ ଗାଁ ଲୋକେ ଦାବି କରିଛନ୍ତି। ଯେତେବେଳେ ଉନ୍ନତି କରଣ ପାଇଁ ରାଜ୍ୟ ରାଜକୋଷରୁ ଅନୁଦାନ ଆସିଲା ଏବେ ତାହାକୁ ହଡ଼ପ କରାଯାଇଛି ବୋଲି ବେହେରେନସିଲେଟ ଆମ୍ବେଦକର ଯୁବକ ସଂଘ ଅଭିଯୋଗ ଆଣିବା ସହ ଆଇନ ଅମାନ୍ୟ କରିଥିବା ବ୍ୟକ୍ତି ମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପଦକ୍ଷେପ ନେବ ବୋଲି ଜଣାପଡିଛି। ସେହିପରି ଯେଉଁ ରାସ୍ତା ନିର୍ମାଣ ପାଇଁ ଲକ୍ଷାଧିକ ଟଙ୍କା ଆସିଛି ସେହି ରାସ୍ତା ନିର୍ମାଣ ନ କରି ୮ ଲକ୍ଷ ଟଙ୍କା ବିଲ୍ କରିବାକୁ ଦାଇତ୍ୱ ଥିବା ସରକାରୀ ଅଧିକାରୀ ମାନେ କେଉଁଠି ସାହାସିକତା ପାଇଁ ଏହିଭଲି ଦୁର୍ନୀତି କଲେ ତାର ତଦନ୍ତ କରି ଦୁର୍ନୀତି ଲିପ୍ତ ସମସ୍ତ ବିରୋଧୀ କାର୍ଯ୍ୟ ଅନୁଷ୍ଠାନ ଗ୍ରହଣ କରିବାକୁ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ର ଜନତା କଂଗ୍ରେସ ଦଳର ଯୁବନେତା ଅରୁଣ ତାଣ୍ଡି ଦାବି କରିଛନ୍ତି।ତେବେ ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଏହି ଘଟଣା କୁ କେତେ ଗୁରୁତର ଦେଇ ପଦକ୍ଷେପ ନେଉଛି ତାହା ଦେଖିବାକୁ ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like