-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*

26-Apr-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ସହର ରେ ଦିନକୁ ଦିନ ଡ୍ରେନ ସମସ୍ୟା ଗୁରୁତର ହେବାରେ ଲାଗିଛି । ସମସ୍ତ ବନ୍ଧ ମାନଙ୍କରେ ପୌର୍ ପରିଷଦ ଡ୍ରେନ ପାଣି ଛାଡ଼ି ଦେଇ ସହର ରେ ଦୁର୍ଗନ୍ଧମୟ ସ୍ଥିତି ସୃଷ୍ଟି କରୁଛି ପୌର ପରିଷଦ। ସୋନପୁର ଟିକିରିପଡାସ୍ଥିତ ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ କାମ ବନ୍ଦ ପାଇଁ ଦାବି ହୋଇଛି । ଏନେଇ ବିଜେପି ନଗର ମଣ୍ଡଳ ପକ୍ଷରୁ ସୋନପୁର ପୌର ପରିଷଦ ଇଓ ୠଷି ମାଝୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ପ୍ରକାଶଥାଉକି, ବର୍ତ୍ତମାନ ପୌର ପ୍ରଶାସନ ପକ୍ଷରୁ ନୂଆଁବନ୍ଧର ସୌନ୍ଦର୍ଯ୍ୟକରଣ ଏବଂ ପୁନରୁଦ୍ଧାର କାର୍ଯ୍ୟ ଚାଲୁରହିଛି । ପ୍ରାୟ ୧ କୋଟି ଟଙ୍କା ବ୍ୟୟ ଅଟକଳରେ ଟେଣ୍ଡର କରାଯାଇ କାର୍ଯ୍ୟ କରାଯାଉଛି । ବନ୍ଧ ସାଇଟ୍‌ରେ ଏକ ବାଇପାସ୍ ଡ୍ରେନ୍ ନିର୍ମାଣ କରି ସହରର ସମସ୍ତ ଡ୍ରେନ୍ ଏବଂ ଆବର୍ଜନା ପାଣି ଧୁଣ୍ଡିନାଲ ଦେଇ ମହାନଦୀକୁ ଛଡାଯିବା ପାଇଁ ଧାର୍ଯ୍ୟ କରାଯାଇଛି। ଉକ୍ତ ବାଇପାସ୍ ଡ୍ରେନ କାମକୁ ସୋନପୁର ବିଜେପି ନଗର ମଣ୍ଡଳ ବିରୋଧ କରିଛି । ଯଦି ଉକ୍ତ ବାଇପାସ୍ ଡ୍ରେନେଜ୍ ସିଷ୍ଟମ୍ କରାଯାଏ ଏହା ସ୍ଲମ୍ ଏରିଆ ହୋଇଥିବାରୁ ନୂଆଁବନ୍ଧର ଉପର ଅଂଶ ଯଥା ବସଷ୍ଟାଣ୍ଡ, ମଝିପଡା ସହ ସହରର ଅନ୍ୟାନ୍ୟ ଅଞ୍ଚଳର ପ୍ରାୟ ସମସ୍ତ ଡ୍ରେନ୍‌ର ମଇଳା ଏବଂ ଆବର୍ଜନା ପାଣି ଧୁଣ୍ଡିନାଳ ଦେଇ ସିଧାସଳଖ ମହାନଦୀରେ ପଡିବ । ଫଳରେ ବଡବଜାରର ଟିକିରିପଡ଼ା ଘାଟ, ତେନ୍ତୁଲିଘାଟ, ତରିଆପଡା ଘାଟ, ତଲପଡା ଘାଟ, କୁମ୍ଭାରପଡା ଘାଟ, ବାଘପଡା ଘାଟ, ଆମ୍ବଘାଟ ସହିତ ରାମେଶ୍ଵର ସଙ୍ଗମ ଆଦି ସଂପୂର୍ଣ ରୂପେ ଆବର୍ଜନାମୟ ହେବ। ଉକ୍ତ ଘାଟ ଗୁଡିକର ପାଣି ସହରର ଲୋକେ ପାନୀୟ, ରୋଷେଇ ଏବଂ ଶୌଚ ପାଇଁ ନିର୍ଭର କରିଥାନ୍ତି । ଯଦି ଉକ୍ତ ଡ୍ରେନ୍ ପାଣି ସିଧାସଳଖ ନଦୀରେ ପଡିବ, ତେବେ ଲୋକେ ପ୍ରଭାବିତ ହେବେ ବୋଲି ବିଜପି କର୍ମୀ ଯୁକ୍ତି ବାଢ଼ିଛନ୍ତି। ଏଣୁ ବାଇପାସ୍‌ ଡ୍ରେନେଜ୍ ବ୍ୟବସ୍ଥାକୁ ବନ୍ଦକରି ଡ୍ରେନ୍ ପାଣିକୁ ଅନ୍ୟ ସ୍ୱରେଜ୍ ବ୍ୟବସ୍ଥା ସହ ସ୍ୱଚ୍ଛ କରାଯାଇ ରାମଶ୍ୱର ସଙ୍ଗମ ର ତଳ ଅଞ୍ଚଳକୁ ଛାଡିବା ପାଇଁ ବିଜେପି ଦାବି କରିଛି। ଦାବିପତ୍ର ପ୍ରଦାନ ବେଳେ ନଗର ମଣ୍ଡଳ ସଭାପତି ସୁରେଶ ବିଶ୍ଵାଳ, ଦାଶରଥ୍ ମେହେର, କାଉନସିଲର ସୁକାନ୍ତ ସାହୁ, ଗଙ୍ଗାଧର ତରିଆ, ଗଣେଶ ସାହୁ, ବିକି ମିଶ୍ର, କାହ୍ନୁ ତରିଆ, ସୁଦାମ ନାଏକ, ଅନନ୍ତ ମିଶ୍ର, କେଶବ ବୁଡେକ, ରାମେଶ୍ଵର ତରିଆ, ସୁଦାମ ନାଏକ, ସୁରୁବାବୁ ସାହୁ, ୱାସିମ ମହମ୍ମଦ, ସକୁର ମହମ୍ମଦ, ଧରମ୍ ମହାଲିକ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026

You Might Also Like