-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*

26-Apr-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସଂସଦରେ ବିଧାନସଭା ଏବଂ ଲୋକସଭା ପାଇଁ ଆଗତ ମହିଳା ସଂରକ୍ଷଣ ବିଲ "ନାରୀ ଶକ୍ତି ବନ୍ଦନ ଅଧିନିୟମ" କୁ ବିରୋଧ କରି କଂଗ୍ରେସ ଓ ବିରୋଧୀ ଦଳ ମାତୃଶକ୍ତି ସହ ବିଶ୍ୱାସଘାତ କରିଛନ୍ତି । ବିଲ କୁ ପାରିତ ନ କରିବା ଯାହାକି ବିରୋଧୀ ଦଳର ମହିଳା ବିରୋଧୀ ନୀତିକୁ ସ୍ପଷ୍ଟ କରୁଛି ବୋଲି ବିଜେପି ପକ୍ଷରୁ ସୋନପୁର ଟାଉନହଲ ଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି । ବିଜେପି ଦଳ ପକ୍ଷରୁ କୁହାଯାଇଛି ଯେ ରାଜନୀତି ରେ ମହିଳା ଙ୍କ ଭାଗିଦାରୀ ବଢ଼ାଇବାକୁ ମୋଦୀ ସରକାର ମହିଳା ସଂରକ୍ଷଣ ବିଲ୍ ଆଣିଥିଲେ କିନ୍ତୁ ବିରୋଧି ତାକୁ ପାସ୍ କରାଇ ନ ଦେଇ ନାରୀ ମାନଙ୍କୁ ଅପମାନ ତଥା ତାଙ୍କ ପଛରେ ଛୁରୀ ଭୂଷିଛନ୍ତି ବିରୋଧି । ସ୍ଵାଧୀନତା ପରଠାରୁ ଲୋକସଭା ଏବଂ ବିଧାନସଭାରେ ମହିଳାଙ୍କ ପ୍ରତିନିଧ୍ୱ ଯେତିକି ହେବା କଥା ହୋଇନାହିଁ । ମହିଳାମାନଙ୍କୁ ସେମାନଙ୍କର ଅଧିକାର ଦେବାକୁ ଦୃଷ୍ଟିରେ ରଖ୍ କେନ୍ଦ୍ର ସରକାର ଉଭୟ ଲୋକସଭା ଏବଂ ବିଧାନସଭା ସୀମା ପୁନଃନିର୍ଦ୍ଧାରଣ ଏବଂ ମହିଳାଙ୍କ ଆସନ ସଂରକ୍ଷଣ ଉଦ୍ଦେଶ୍ୟ ରେ ଲୋକସଭାରେ ବିଲ ଆଗତ କରିଥିଲେ । ଉଭୟ ଲୋକସଭା ଏବଂ ବିଧାନସଭା ସୀମା ପୁନଃ ନିର୍ଦ୍ଧାରଣ ବିନା ମହିଳାଙ୍କ ପାଇଁ ସ୍ଥାନ ସଂରକ୍ଷଣ କରାଯିବା ଅସମ୍ଭବ । ଏଣୁ ବିରୋଧୀ ଦଳ ଏହାକୁ କରାଇନଦେବା ସେମାନଙ୍କର ମହିଳା ବିରୋଧୀ ନୀତିକୁ ସ୍ପଷ୍ଟ କରିଛି ବୋଲି ବିଜେପି କହିବା ସହ ଏଭଳି ଆଭିମୁଖ୍ୟକୁ କଡ଼ା ନିନ୍ଦା କରିଛି । ଜିଲ୍ଲା ବିଜେପି ସଭାପତି ବେଣୁଧର ଦାଶଙ୍କ ଅଧ୍ୟକ୍ଷତାରେ ର ଅନୁଷ୍ଠିତ ଏହି ସାମ୍ବାଦିକ ସମ୍ମିଳନୀରେ ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା, ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ନଳିନୀ ପଣ୍ଡା, ସାଂସଦଙ୍କ ପ୍ରତିନିଧି ସାନନ୍ଦ ମେହେର, ପୂର୍ବ ଜିଲ୍ଲା ବିଜେପି ସଭାପତି ପ୍ରମୋଦ ମହାପାତ୍ର, ବରିଷ୍ଠ ବିଜେପି ନେତା ଅଶୋକ ପୁଜାହାରୀ, ଜିଲ୍ଲା କିଷାନ ମୋର୍ଚ୍ଚା ସଭାପତି ଅଶୋକ ପୃଷ୍ଟି, ବିଜୟ ମହାକୁର, ବିଶ୍ୱମ୍ବର ମିଶ୍ର, ପୂର୍ବ ଜିଲ୍ଲା ପରିଷଦ ଅଧ୍ଯକ୍ଷା ଉଷା କୁମାରୀ, ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ରଶ୍ମିତା ଷଡ଼ଙ୍ଗୀ, ଜିଲ୍ଲା ପର୍ଯ୍ୟବେକ୍ଷକ ଭାରତୀ ମହାନନ୍ଦ, ଜିଲ୍ଲା ପ୍ରଭାରୀ ସୁରେଶ୍ୱର ଶତପଥୀ, ଜିଲ୍ଲା ପରିଷଦ ସଭ୍ୟା ପ୍ରମିଳା କଲତା, ଚନ୍ଦ୍ରମା ଅଗ୍ରୱାଲ, ସୁରୁଚି ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ପରେ ପରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ହଜାର ହଜାର ମହିଳା ଙ୍କୁ ନେଇ ଜନ ଆକ୍ରୋଶ ମହିଳା ସମାବେଶ ଆୟୋଜନ ହୋଇଥିଲା ଯେଉଁଥିରେ ବିରୋଧି ଦଳ ଉପରେ ଖୁବ ବର୍ଷିଥିଲେ ପ୍ରମୁଖ ବିଜେପି ମହିଳା ନେତ୍ରୀ । କହିଥିଲେ ଯେ ବିରୋଧି ଦଳ ଗୁଡିକ ପାଇଁ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ କିନ୍ତୁ ସେମାନେ ମିଳିମିଶି ସମଗ୍ର ମହିଳା ଙ୍କ ସହ ବିଶ୍ବାସଘତକତା କରିବା ସହ ପଛପଟୁ ଛୁରୀ ମାରିଛନ୍ତି ସମସ୍ତ ବିରୋଧୀ ଦଳ । ଏହାର ଜବାବ ଏହି ଦେଶର ନାରୀ ଶକ୍ତି ଆଗାମୀ ୨୦୨୯ ନିର୍ବାଚନ ରେ ନିଶ୍ଚୟ ଦେବେ।


News Comment




Photo in News

Advertisment
Lastest News
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026

You Might Also Like