-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ

26-Apr-2026



ବଙ୍ଗୋମୁଣ୍ଡା(ପ୍ରେରଣା ଖବର)-ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ  ଆଜି ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘର ୧୩ତମ ବାର୍ଷିକ ଉତ୍ସବ ସମାରୋହରେ  ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଥମେ ବଙ୍ଗୋମୁଣ୍ଡା ଗାଁ ର ଅଧିଷ୍ଠାତ୍ରୀ ଦେବୀ ମାଁ ଦ୍ୱାରସେନିଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ସାମ୍ବାଦିକ ସଂଘର ସଭାପତି ରଶ୍ମିରଞ୍ଜନ ପୁଟେଲଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ମୁଖ୍ୟବକ୍ତା ବରିଷ୍ଠ ସାମ୍ବାଦିକ ଟି. କ୍ରିଷ୍ଣା ପାତ୍ର,ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ତଥା ସିନ୍ଧେକେଲା ସମିତି ସଭ୍ୟ ଭୋଳନାଥ ବେହେରା ପ୍ରମୁଖ ଅତିଥି ଭାବେ ଯୋଗଦେଇ ବଙ୍ଗୋମୁଣ୍ଡା ଅଞ୍ଚଳର ସମସ୍ୟାକୁ ଲୋକଲୋଚନକୁ ଆଣିବାରେ ସାମ୍ବାଦିକ ଙ୍କ ର ନିରନ୍ତର ପ୍ରୟାସକୁ ପ୍ରଶଂସା କରିଥିଲେ । ସାମ୍ବାଦିକ ମାନଙ୍କ ସୁରକ୍ଷା,ସମ୍ମାନ,ପେନସନ ପ୍ରଦାନ ପାଇଁ ଅତିଥି ମାନେ ଦାବି କରିଥିଲେ । ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘର ବିଭିନ୍ନ କାର୍ଯ୍ୟକ୍ରମକୁ ଅତିଥି ମାନେ ପ୍ରସଂଶା କରିଥିଲେ । ସାମ୍ବାଦିକ ମାନେ ଗ୍ରାଉଣ୍ଡ ଜିରୋ କୁ ଯାଇ ସାଧାରଣ ଲୋକଙ୍କ ସମସ୍ୟାକୁ ପ୍ରଶାସନ ଓ ସରକାରଙ୍କ ଠାରେ ଖବର ମାଧ୍ୟମରେ ପହଂଚାଇବା ପାଇଁ ଅତିଥି ମାନେ ଆହ୍ୱାନ କରିଥିଲେ । ସଂଘର ସାଧାରଣ ସମ୍ପାଦକ ହୁଲେଶ୍ୱର ହଂସ ସମ୍ପାଦକୀୟ ବିବରଣୀ ପ୍ରଦାନ କରିଥିଲେ । ସଂଘ ପକ୍ଷରୁ ଅତିଥି ମାନଙ୍କୁ ସ୍ମୃତିଫଳକ

ପ୍ରଦାନ କରାଯାଇଥିଲା । କାର୍ଯ୍ୟକାରୀ ସଭାପତି ଅଶୋକ ନାରାୟଣ ଭୋଇ ସଭା ସଂଯୋଜନା କରିଥିଲେ । ଖବରକାଗଜ ପାଠକ ଜଗଦା ତାଣ୍ଡି,ରେଡ଼ିଓ ଶ୍ରୋତା ଭକ୍ତବନ୍ଧୁ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇ ଥିଲା। +୨ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ମିନତୀ ରଥ ଙ୍କୁ ମାନପାତ୍ର ଓ ଉପଢଉକନ ଦେଇ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏଥିରେ କୋଷାଧ୍ୟକ୍ଷ ଦୀପକ ଯାଦବ, ଉପସଭାପତି ଅନିଲ ତ୍ରିପାଠୀ ,ଉପଦେଷ୍ଟା ଅଶୋକ ଖମାରୀ, ସୁଶାନ୍ତ ଥନାପତି, ରାଧେଶ୍ୟାମ ମେହେର,ଦୀପକ ପାଣିଗ୍ରାହୀ, ନିତ୍ୟାନନ୍ଦ ପୃଷେଠ ଏବଂ ସ୍ବେଚ୍ଛାସେବୀ ଭକ୍ତବନ୍ଧୁ ସାହୁ ପ୍ରମୁଖ ସହଯୋଗ କରିଥିଲେ । ଏଥିରେ ବିଭିନ୍ନ ସଂଗଠନର କର୍ମକର୍ତ୍ତା ମାନେ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like