-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||     

HOME   ଜିଲ୍ଲା

ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ

26-Apr-2026



ବଲାଙ୍ଗୀର/ଦେଓଗାଁ(ପ୍ରେରଣା ଖବର): ଆଜି ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ଦେଓଗାଁ ବ୍ଲକ ସ୍ଥିତ ହାତୀସରା ପଂଚାୟତ ର ନାଇକେନସିରା ଗାଁ ଗସ୍ତରେ ଯାଇ ସେଠାରେ କିଛି ଧାର୍ମିକ ସହ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ l ଏ ଅବସରରେ ସ୍ଥାନୀୟ ଲୋକେ ଗାଁ ର ବିଭିନ୍ନ ସମସ୍ୟା ସମ୍ପର୍କ ରେ ଶ୍ରୀ ମିଶ୍ରଙ୍କୁ ଅବଗତ ଜରିଥିଲେ l 
 ବିଶେଷ କରି ଗ୍ରୀଷ୍ମର ପ୍ରକୋପ ଚରମ ସୀମାରେ ଥିବା ବେଳେ, ପିଇବା ପାଣିର ଘୋର ଅଭାବ ନାଇକେନସିରା ଲୋକଙ୍କ ସମସ୍ୟାକୁ ଦ୍ୱଗୁଣିତ କରିଦେଉଛି, ଯଦି ଏହି ସମସ୍ୟା ର ଶୀଘ୍ର ସମାଧାନ ନ ହୁଏ ତେବେ ଏ ଅଞ୍ଚଳର ଲୋକେ ଏବଂ ଗୃହପାଳିତ ପଶୁ ମାନେ ପାଣିର ଅଭାବରେ ଅଭାବନୀୟ ପରିସ୍ଥିତିର ସମ୍ମୁଖୀନ ହେବେ ବୋଲି ଲୋକେ ଅଭିଯୋଗ କରିଥିଲେ l 
ଶୀଘ୍ର ଏକ ଡିପ୍ ବୋରୱେଲ୍ ସହ ଓଭରହେଡ଼ ଟାଙ୍କି ମାଧ୍ୟମରେ ପାଣି ଲୋକଙ୍କ ପାଖକୁ ପହଞ୍ଚି ପାରିଲେ ହିଁ ଲୋକେ ପାଣିର ଅଭାବ ରୁ ତ୍ରାହି ପାଇବେ ବୋଲି ଶ୍ରୀ ମିଶ୍ର ଙ୍କ ଆଗରେ ଗୁହାରି କରିଥିଲେ l ତl ସହ ଫୋନ ନେଟୱାର୍କ ପାଇଁ ମଧ୍ୟ ପିଲାମାନଙ୍କ ପଠାପଢାରେ ଅସୁବିଧା ହେଉ ଥିବା ଶ୍ରୀ ମିଶ୍ରଙ୍କ ଦୃଷ୍ଟିକୁ ଅଣାଯାଇଥିଲା l ଏସମସ୍ତ ଅଭିଯୋଗ ଶୁଣିବା ପରେ ଶ୍ରୀ ମିଶ୍ର ପିଇବା ପାଣି ସମସ୍ୟା ଏକ ବହୁ ଗୁରୁତର ସମସ୍ୟା ଏହାର ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଯନ୍ତ୍ରୀଙ୍କ ସହ ଆଲୋଚନା କରି  ସମାଧାନ ଦିଗରେ ତୁରନ୍ତ ପଦକ୍ଷେପ ନେବେ ବୋଲି ପ୍ରତିଶୃତି ଦେଇଥିଲେ l 
ଆଜିର ଆଲୋଚନା ବେଳେ ଶ୍ରୀ ମିଶ୍ରଙ୍କ ସହ ସ୍ଥାନୀୟ ସମିତି ସଭ୍ୟସପପୁ ପାତ୍ର, ରଙ୍କ ବେହେରା, କାଲିଆ ଡାଙ୍ଗ, ଚକ୍ର ମେହେର, ରଂଜନ କୁଦେଇ, ସହଦେଵ ପରୁଆ, ଗୋବିଙ୍ଗ ଦାସ, ସାନ ଅଦାବରିଆଙ୍କ ସମେତ ଗାଁ ର ବହୁ ଲୋକ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026

You Might Also Like