-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||     

HOME   ଜିଲ୍ଲା

ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ

26-Apr-2026



ଭୁବନେଶ୍ଵର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାର ଅଗଣୀ ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ ମହୋତ୍ସବ "ଝରିଏଲ୍" ଭୁବନେଶ୍ଵର ଜୟଦେବ ଭବନ ପ୍ରେକ୍ଷାଳୟ ଠାରେ  ମହାସମାରୋହରେ ପାଳିତ ହୋଇ ଯାଇଛି। ଏହା  ୨୩ ତାରିଖ ସକାଳ ୧୦ ଘଟିକା ସମୟରେ ଗାୟକ ଆଲ୍ହାଦ ସୁରେନ୍ଦ୍ର ଛୋଟରାୟଙ୍କ ଦ୍ୱାରା ଶୁଭାରଂଭ ହୋଇ ରାତ୍ରି ୯ ଟା ପର୍ଯ୍ୟନ୍ତ ଚାଲିଥିଲା। ପ୍ରତିଷ୍ଠାତା ନିର୍ଦ୍ଦେଶକ ଗୁରୁ ଆଲୋକ ଦାସ ଏବଂ  ସଭାପତି ଶ୍ରୀମତୀ ମୀରା ପଣ୍ଡାଙ୍କ ପ୍ରଚେଷ୍ଟାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶୀ ନୃତ୍ୟ ଭକ୍ତି ସଂଗୀତ, ଶାସ୍ତ୍ରୀୟ ସଂଗୀତ, ଶାସ୍ତ୍ରୀୟ ନୃତ୍ୟ କାର୍ଯ୍ୟକ୍ରମ ପରିବେଷଣ ସହିତ ବିଶିଷ୍ଠ ବ୍ୟକ୍ତିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଭୁବନେଶ୍ୱର ଵିଧାୟକ ବିଧାୟକ ଅନନ୍ତ ନାରାୟଣ ଜେନା, ବରିଷ୍ଠ ପ୍ରଶାସକ ଅରବିନ୍ଦ ବେହେରା, ମାନସ ରଞ୍ଜନ ରାୟ, ଡ. ସୁଶୀଳ ପଟ୍ଟନାୟକ, ନିରଞ୍ଜନ ସାହୁ ଅତିଥି ଭାବେ ଯୋଗ 

ଦେଇ କାର୍ଯ୍ୟକ୍ରମର ସଫଳତା କାମନା କରି  ଝରିଏଲ୍ ମହୋତ୍ସବ ଆୟୋଜନ ଦ୍ୱାରା ନୂତନ କଳାକାର ସୃଷ୍ଟି ହେବା ସହିତ କଳା ସଂସ୍କୃତିର ପ୍ରଚାରପ୍ରସାର ଲାଭ କରିବ  ବୋଲି ମତ ଦେଇଥିଲେ। ସମ୍ବର୍ଦ୍ଧନା  ପର୍ବରେ ସଙ୍ଗୀତଜ୍ଞ ଗୁରୁ ଉମେଶ ଚନ୍ଦ୍ର ଦାସ, ଶିକ୍ଷାବିତ ତଥା କଳାକାର ପ୍ରେମଚାନ୍ଦ ମହାନ୍ତି, ସମାଜସେବୀ ମନୋଜ ଜେନା, କବି ମନୋଜ ମହାନ୍ତିଙ୍କୁ ମାନପତ୍ର ପ୍ରଦାନ ସହିତ ସମ୍ବର୍ଦ୍ଧିତ କରା ଯାଇଥିବା ବେଳେ ଗୁରୁ ସ୍ଵର୍ଗତ ହରେକୃଷ୍ଣ ପାଢ଼ିଙ୍କୁ ମରଣୋତ୍ତର ଭାବରେ ନୃତ୍ୟ ବିଭୁତି ସମ୍ମାନ ପ୍ରଦାନ କରା ଯାଇଥିଲା। ଶାସ୍ତ୍ରୀୟ ଯନ୍ତ୍ର ସଙ୍ଗୀତ ସୀତାର ବାଦନ କରି ଥିଲେ ବରିଷ୍ଠ ସୀତାର ବାଦକ ସୁବୀର କୁମାର ମିତ୍ର, ଶାସ୍ତ୍ରୀୟ ଯନ୍ତ୍ର ସଂଗୀତ ଯୁଗଳ ବନ୍ଦୀ ପରିବେଷଣ କରିଥିଲେ ଗୁରୁ ଜୀବନ ପ୍ରକାଶ ଦାସ ସିତାର୍ ଏବଂ ଡ ସନ୍ଦୀପ କୁମାର ରାଉତ ସରୋଦ ଏବଂ  ତବଲାରେ ଗୁରୁ ସୁରେଶ କୁମାର ବେହେରା, ନିତ୍ୟାନନ୍ଦ ଗୁରୁ, ଲଳିତ କର ସହଯୋଗ କରିଥିଲେ। ଭକ୍ତି ସଙ୍ଗୀତ ପରିବେଷଣ କରିଥିଲେ ମଧୁମିତା ମିତ୍ର,ଲୋକନାଥ ମହାନ୍ତି, 

ସରସ୍ଵତି ପ୍ରଧାନ,  ସଂଘମିତ୍ର। ବେହୁରା, ପ୍ରତୀଭା ପୃଷ୍ଟି, ଶିଳା ପରିଡ଼ା, ସଂଘମିତ୍ରା ନାୟକ, କଳ୍ପନା ବିଶ୍ୱାଳ, ଅନାମିକା ସ୍ୱାଇଁ ପଟ୍ଟନାୟକ, ସ୍ପନ୍ଦନିକା ପଟ୍ଟନାୟକ, ଲିପିକା ସାମଲ, ଆଦ୍ୟାଶା ପ୍ରିୟଦର୍ଶନୀ, ଗୁରୁ ନାରାୟଣ ଦାସ, ଚିତ୍ତରଞ୍ଜନ ମହାପାତ୍ର,  ଏବଂ ଶିଶୁଶିଳ୍ପୀ ସାର୍ଥକ ସାହୁ, ଇତିଶ୍ରୀ ଜେନା, ସାନଭି ସନୟା ନାୟକ, ଦିବ୍ୟଜ୍ୟୋତି ମିଶ୍ର, ଓ ସ୍ଵରିତ୍ ଦାସ। ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ ପ୍ରିୟଙ୍କା ରୁଦ୍ରାଂଶୀ ଏବଂ ଉତ୍କଳିକା ଅନୁଷ୍ଠାନର ଶିଳ୍ପୀ ମାନେ। ଯନ୍ତ୍ର ସଂଗତରେ ପ୍ରଫୁଲ୍ଲ ସାହୁ, ଗୁରୁ ନାରାୟଣ ଦାସ, ହରୀହର ଜେନା ଓ ପ୍ରଦୋଷ ଜେନା। ଏହି କାର୍ଯ୍ୟକ୍ରମକୁ ନୃତ୍ୟଗୁରୁ ପ୍ରଶାନ୍ତ କୁଅଁର, ଜଗଦିଶ ଚନ୍ଦ୍ର ସାହୁ, ଡମ୍ବରୁଧର ଦାସ ଏବଂ   ସଙ୍ଗୀତଜ୍ଞ ଲୋକନାଥ ମହାନ୍ତି ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026

You Might Also Like