-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||     

HOME   ଜିଲ୍ଲା

ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ

26-Apr-2026



(ମନୋରଞ୍ଜନ ତ୍ରିପାଠୀ )
"ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ" -  ରାଜ୍ୟ କଳା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ, ଓଡିଶା ଏବଂ ଜୟଦେବ ସଂସ୍କୃତି ବିକାଶ ପରିଷଦ,ଭାରତ ତରଫରୁ ପ୍ରଦତ୍ତ ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ମାନିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ ନୃପରାଜ ସାହୁ l 
କଟକ କଳା ବିକାଶ କେନ୍ଦ୍ରରେ ଅନୁଷ୍ଠିତ ଏକ ଭବ୍ୟ ସମାରୋହରେ ଏହି ସମ୍ମାନ ପ୍ରଦାନ କରାଯାଇଛି l ଓଡିଶା ଅପରାଧ ଶାଖା ଆଇ ଜି ଶ୍ରୀ ସାର୍ଥକ ଷଡ଼ଙ୍ଗୀ ମଧ୍ୟ ଆଜି ଏହି ସମ୍ମାନ ରେ ସମ୍ମାନିତ ହୋଇଥିବା ସୂଚନା ମିଳିଛି l ଓଡିଶା ଉଚ୍ଚ ନ୍ୟାୟାଳୟର ପୂର୍ବତନ ନ୍ୟାୟାମୁର୍ତ୍ତି ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ତଥା ବର୍ତମାନ ଜାତୀୟ ମାନବାଧିକାର କମିଶନ ସଦସ୍ୟ,ମାନ୍ୟବର ସାଂସଦ ଯାଜପୁର ଶ୍ରୀ ରବି ନାରାୟଣ ବେହେରା ତଥା ପୂର୍ବତନ ରାଜ୍ୟ ଅର୍ଥମନ୍ତ୍ରୀ ଶ୍ରୀ ଶଶୀଭୁଷଣ ବେହେରା ପ୍ରମୁଖ ଅତିଥି ଭାବରେ ଯୋଗଦାନ କରି ସମ୍ମାନ ପ୍ରଦାନ ଉତ୍ସବ କୁ ମହିମା ମଣ୍ଡିତ କରିଥିଲେ l
ପ୍ରଶାସନିକ ସେବା ଜରିଆରେ ସମାଜରେ ତଳ ସ୍ତରରେ ଥିବା ଲୋକଙ୍କ ପାଖକୁ ପହଂଚି ସମସ୍ୟା ବୁଝି ତୁରନ୍ତ ସମାଧାନ କରିବା ଦିଗରେ ଡ ସାହୁଙ୍କ ଭୂମିକାକୁ ପଶଂସା କରାଯାଇଛି l
ଜଣେ ସାରସ୍ୱତ ସାଧକ ଭାବରେ ମଧ୍ୟ ଡ ସାହୁ ବେଶ ପରିଚିତ l ବିଭିନ୍ନ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରି ଥିବା ବ୍ୟକ୍ତି ବିଶେଷ ଙ୍କୁ ଏହି ଅନୁଷ୍ଠାନ 2002 ମସିହାରୁ ସମ୍ବର୍ଦ୍ଧିତ ଏବଂ ସମ୍ମାନିତ କରି ଆସୁଛି l   ରାଜ୍ୟ କଳା ଗବେଷଣା ଓ 
ସଂସ୍କୃତି ପରିଷଦ ଇତି ପୂର୍ବରୁ ଓଡିଶାର ଅନେକ ବିଶିଷ୍ଟ ବ୍ୟକ୍ତିଙ୍କୁ ଉତ୍କଳ ନବରତ୍ନ ସମ୍ମାନରେ ସମ୍ମାନିତ କରି ସାରିଛି l
ସେମାନଙ୍କ ମଧ୍ୟରେ ସଚ୍ଚି ରାଉତରାୟ, ରଘୁନାଥ ପାଣିଗ୍ରାହୀ, ଗିରିଧାରୀ ଗମାଙ୍ଗ, ଯାଦୁନାଥ ଦାଶ ମହାପାତ୍ର, ବିଶ୍ୱଭୂଷଣ ହରିଚନ୍ଦନ, ଜାନକୀ ବଲ୍ଲଭ ପଟନାୟକ, ପ୍ରଶାନ୍ତ ନନ୍ଦ, ପ୍ରଫୁଲ୍ଲ କର ପ୍ରମୁଖ ଅଛନ୍ତି lଏହି ସମ୍ମାନ ଜନକ ସମ୍ବର୍ଦ୍ଧନା ପାଇଁ ସମଗ୍ର ସୁବର୍ଣ୍ଣପୁର ଜିଲ୍ଲାର କୋଣ ଅନୁକୋଣରୁ ଜିଲ୍ଲାପାଳ ଡ ସାହୁଙ୍କୁ ଶୁଭେଚ୍ଛା ଜଣା ଯାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   05-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ   05-Nov-2026
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026

You Might Also Like