-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||     

HOME   ଜିଲ୍ଲା

ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ

27-Apr-2026



ଅନଗୁଳ/ପାଳଲହଡ଼ା(ବିଭୁ ଖମଣିଆଁ ): ପାଳଲହଡ଼ା  ନର୍ସରୀ ଠାରେ  ଜଙ୍ଗଲ ,ପରିବେଶ ଓ ଜଳବାୟୁ ବିଭାଗ ପାଳଲହଡ଼ା  ଏବଂ ବାରକୋଟ ବନାଞ୍ଚଳ ଦ୍ଵାରା ଆୟୋଜିତ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ରେ ଅନୁଗୋଳ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ପାଳଲହଡ଼ା   ବିଧାୟକ ଅଶୋକ ମହାନ୍ତି ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଥିଲେ। ଦିନକୁ ଦିନ ଜଙ୍ଗଲ ପରିଦେଶ ଓ ଜଳବାୟୁ ଦ୍ରୁତ ପରିବର୍ତନ ପରି ପ୍ରେକ୍ଷୀରେ ଦେବଗଡ଼ ବନ ଖଣ୍ଡ ପକ୍ଷରୁ ଆଜି  ବନ ସୁରକ୍ଷା ସମିତି ଓ ଗ୍ରାମବାସୀଙ୍କୁ ଜଙ୍ଗଲ ସୁରକ୍ଷା ହାତୀ ଉପଦ୍ରବ ନିରୋଧୀ ଉପକରଣ ବଣ୍ଟନ କରିଥିଲେ। ଏହି ଅବସରରେ ସେ ୧୦୦   ଜଣଙ୍କୁ ସୋଲାର ଲଣ୍ଠନ, ୧୫୦ ଜଣଙ୍କୁ ଶସ୍ୟ ସୁରକ୍ଷା ଡ୍ରମ, ୨ଜଣଙ୍କୁ ଥ୍ରେସର ଏବଂ ଏଲିଫ୍ୟାଣ୍ଟ ସ୍କ୍ୱାର୍ଡ ଓ ପାରା ସ୍କ୍ୱାର୍ଡ ଙ୍କୁ ପୋଷାକ ବଣ୍ଟନ କରି ଥିଲେ।ପରିବେଶ ସୁରକ୍ଷା ସହିତ  ଗ୍ରାମ ବାସୀଙ୍କ ସୁରକ୍ଷା ଦିଗରେ ସଚେତନ ରହିବାକୁ ସେ ଗୁରୁତ୍ୱ ଦେଇ ଥିଲେ। ଏ ଦିଗରେ ସରକାରଙ୍କ  ବିଭିର୍ଣ୍ଣ ଯୋଜନା ସମ୍ପର୍କରେ ଅବଗତ କରିବା ସହିତ ଆମେ ସଚେତନ ହେଲେ ଅନେକ ସମସ୍ୟାର ସମାଧାନ ହୋଇ ପାରିବ ବୋଲି ସେ ପରାମର୍ଶ ଦେଇ ଥିଲେ। ଏହି କାର୍ଯ୍ୟକ୍ରମରେ ଦେବଗଡ଼ ଡି ଏଫଓ ଅର ରଶ୍ମିଜି, ଏସିଏଫ ସ୍ୱାଧୀନ ସାହାଣୀ, ଉପଜିଲ୍ଲାପାଳ  ରବୀନ୍ଦ୍ର କୁମାର ପଟେଲ. ପାଳଲହଡା ରେଞ୍ଜର ଶିରୀଶ କୁମାର ଦଳାଇ, ଖମାର ରେଞ୍ଜର ମନୋଜ ଟୀଗା , ବରିଷ୍ଠ ଆଇନଜୀବୀ ତନ୍ମୟ ସାହୁ , ସାଂସଦଙ୍କ ପ୍ରତିନିଧି ଲିଙ୍ଗରାଜ ଦାସ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026

You Might Also Like