-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||     

HOME   ଜିଲ୍ଲା

ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ

27-Apr-2026



ବଲାଙ୍ଗିର(ପ୍ରେରଣା ଖବର): ଗତକାଲି ମାସର ଶେଷ ରବିବାର ଅବସରରେ ସଙ୍ଗୀତ ବିଦ୍ୟାଳୟ 'ପଞ୍ଚମ' ର ମାସିକ କାର୍ଯ୍ୟକ୍ରମ ମାସାନ୍ତ ରବିବାସରୀୟ ସଙ୍ଗୀତ ସନ୍ଧ୍ୟା ଅନୁଷ୍ଠାନର ନୃତ୍ୟ ମଣ୍ଡପରେ ଆୟୋଜିତ ହୋଇ ଯାଇଛି, କାର୍ଯ୍ୟକ୍ରମର ପ୍ରାରମ୍ଭ ରେ ଅଧ୍ୟକ୍ଷ ମୁରଲି ଧାରି ପତି ହିନ୍ଦୀ ଭଜନ ମେଲି ଚାଦର ଓଢକେ କେସେ, ଆୟୁଷ୍ନାନ ପାଣିଗ୍ରାହୀଙ୍କ ଦିନର ସୁରୁଜ ତୁ ମୋ ରାତିର ତାରା, ବର୍ଷା ରାଣୀ ସାହୁଙ୍କ ହାଏରେ କାଏଁ ମହନି ଲାଗିଛେ, ବବିତା ତ୍ରିପାଠୀଙ୍କ ନିମ କୁ ଚନ୍ଦନ, ବିନାୟକ ମିଶ୍ର ଳଙ୍କ ବାବା ଓ ବାବା, ଯଶୋବନ୍ତି ମାନ୍ତଙ୍କ  ଆଖି ମୁଜି ଦେଲେ ପ୍ରଭୃତିଙ୍କ ଗୀତ ଦର୍ଶକକୁ ବାନ୍ଧି ରଖିଥିବା ବେଳେ ଯନ୍ତ୍ର ସଂଗୀତ ରେ ଅଦ୍ୱେତ କୁମାର ସାହୁ,ରୁଦ୍ରାନ୍ସ ବ୍ରହ୍ମ୍ଛା, ସତ୍ଵିକ ହୋତା,ଆୟୁଷ କୁମାର ପ୍ରଧାନ,ଜି. କୁମାର, ପ୍ରଣୀତ ପ୍ରଭୁତି ଦର୍ଶକଙ୍କୁ ଅମୋଦିତ କରିବାରେ ସଫଳ ହୋଇଥିଲେ। କାର୍ଯ୍ୟକ୍ରମକୁ ପରିଚାଳନାରେ ସହଯୋଗ କରିଥିଲେ ଗୁରୁଃଶ୍ରୀ ଗୌର ଜିଶୋର ମହାପାତ୍ର, ସଂସ୍କାର ସ୍ଵସୃପ ମିଶ୍ର, ଶୁଭେନ୍ଦୁ ଜାଲ, ରାଜ ହୋତା, କୃଷ୍ଣରାଜ ପତି ପ୍ରମୁଖ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026

You Might Also Like