-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||     

HOME   ରାଜ୍ୟ

ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ

27-Apr-2026



ବଲାଙ୍ଗୀର(ପ୍ରେରଣା ଖବର): ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ପ୍ରକୋପ ବଢ଼ୁଥିବା ବେଳେ ସାଧାରଣ ଜନତା ଓ ପଥିକମାନଙ୍କୁ ଆଶ୍ୱସ୍ତି ଦେବା ପାଇଁ ଆଗେଇ ଆସିଛି ସ୍ୱେଚ୍ଛାସେବୀ ସଂଗଠନ 'ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ'। ସହରର ବ୍ୟସ୍ତବହୁଳ ପୁରୁଣା ବସଷ୍ଟାଣ୍ଡ ଅଞ୍ଚଳରେ ଲୋକଙ୍କୁ ଶୀତଳ ପାନୀୟ ଜଳ ଯୋଗାଇ ଦେବା ପାଇଁ ଏକ ଜଳଛତ୍ରର ଶୁଭାରମ୍ଭ କରାଯାଇଛି।
ଏହି ଜନହିତକର କାର୍ଯ୍ୟରେ ସହରର ପ୍ରତିଷ୍ଠିତ ମେହେଫିଲ୍ ରେଷ୍ଟୁରେଣ୍ଟ ଏବଂ ଜିଓ ର ସହଭାଗିତାରେ  ସ୍ୱାବଲମ୍ବୀ ମହିଳା ଫଳ ଦୋକାନୀ ହେମଳତା ସାହୁ ଶୁଭାରମ୍ଭ କରିଥିଲେ।

ପ୍ରଖର ରୌଦ୍ରତାପ ଯୋଗୁଁ ବାହାରେ ଯାତାୟାତ କରୁଥିବା ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଫାଉଣ୍ଡେସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ବିଶେଷ କରି ପୁରୁଣା ବସଷ୍ଟାଣ୍ଡ ଭଳି ଜନଗହଳି ପୂର୍ଣ୍ଣ ସ୍ଥାନରେ ଏହି ଜଳଛତ୍ର ଖୋଲାଯାଇଥିବାରୁ ଦୂରଦୂରାନ୍ତରୁ ଆସୁଥିବା ଯାତ୍ରୀମାନେ ବିଶେଷ ଭାବେ ଉପକୃତ ହେଉଛନ୍ତି।
ଏହା ଗ୍ରୀଷ୍ମ ପ୍ରବାହ ପର୍ଯ୍ୟନ୍ତ ରହିବ ବୋଲି ଅନୁଷ୍ଠାନ ତରଫରୁ କୁହାଯାଇଛି।ଏହି ଅବସରରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନର ସୋମନାଥ ମିଶ୍ର, ଘନ ପଶାୟତ, ସୁଧାଂଶୁ ମିଶ୍ର, ବ୍ରଜଗୋପାଳ ସିଂ, ଖଗେଶ୍ୱର ପଧାନ, ଅନିଲ ରଣା, ପଞ୍ଚା ପଟ୍ଟନାୟକ, କନ୍ଦର୍ପ ରଣା, ମାନସ ରଣା ଆଦି ଉପସ୍ଥିତ ରହି ଜଳଦାନ ସେବାକୁ ତ୍ୱରାନ୍ୱିତ କରିଥିଲେ । ଆଗାମୀ ଦିନରେ ଏହି ସେବାକୁ ଅଧିକ ବ୍ୟାପକ କରିବା ପାଇଁ ସଂଗଠନ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026

You Might Also Like