-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||     

HOME   ଜିଲ୍ଲା

ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ

27-Apr-2026



କଟକ(ତପନ ମହାନ୍ତି):  ୨୦୨୭ ଜନଗଣନାକୁ ସୁଚାରୂ ରୂପେ ତଥା ସଫଳତାର ସହ ସମ୍ପନ୍ନ କରିବା ନିମନ୍ତେ ଆଜି ଜିଲ୍ଳାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଜିଲ୍ଳାରେ ନିୟୋଜିତ ଗଣନାକାରୀମାନଙ୍କ ସହ ଆଲୋଚନା କରି ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ଅବଗତ ହେବା ସହ ସେମାନଙ୍କ ମନୋବଳ ବୃଦ୍ଧି କରିଛନ୍ତି । ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଳାପାଳ ଗଣନାକାର୍ଯ୍ୟରେ ନିୟୋଜିତ କର୍ମଚାରୀମାନଙ୍କୁ ଗୋଟିଏ ଲେଖାଏଁ ଟୋପି ପ୍ରଦାନ କରିଛନ୍ତି । ଏଥିସହ ପ୍ରତି ବ୍ଲକରେ ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଓଆରଏସ୍ ପ୍ୟାକେଟ ମହଜୁଦ ରଖାଯାଇଥିବା ବିଷୟରେ ଅବଗତ କରାଇଛନ୍ତି । ଜନଗଣନା ସମୟରେ ଆବଶ୍ୟକ ପଡିଲେ ଗଣନାକାରୀମାନେ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡିକରୁ ଓଆରଏସ୍ ପ୍ୟାକେଟ୍ ନେଇପାରିବେ ବୋଲି ଜିଲ୍ଳାପାଳ କହିଛନ୍ତି । ଜନଗଣନା ଦେଶର ଯୋଜନାମୂଳକ ଉନ୍ନତି ପାଇଁ ମୂଳ ତଥ୍ୟ ଯୋଗାଇଥାଏ, ଯାହା ଉପରେ ଦେଶର ନୀତି ନିର୍ଦ୍ଧାରଣ

କରାଯାଇଥାଏ । ଏଭଳି ଏକ ଗଠନମୂଳକ କାର୍ଯ୍ୟରେ ନିୟୋଜିତ ହୋଇଥିବାରୁ ଜିଲ୍ଲାପାଳ ଗଣନାକାର୍ଯ୍ୟରେ ନିୟୋଜିତ ଅଧିକାରୀ ଓ କର୍ମଚାରୀମାନଙ୍କର ପ୍ରଶଂସା କରିବା ସହ ସଠିକ୍ ଓ ସମ୍ପୂର୍ଣ୍ଣ ତଥ୍ୟ ସଂଗ୍ରହ ଉପରେ ଗୁରୁତ୍ୱ ଦେବାକୁ କହିଥିଲେ । ଜନଗଣନାର ଗୁରୁତ୍ୱ ସମ୍ବନ୍ଧରେ ସାଧାରଣ ଲୋକଙ୍କୁ ସଚେତନ କରିବା ଏବଂ ଏହି କାର୍ଯ୍ୟରେ ସେମାନଙ୍କ ଭୂମିକା ଓ ଦାୟିତ୍ୱ ସମ୍ବନ୍ଧରେ ଅବଗତ କରାଇବାକୁ ଜିଲ୍ଳାପାଳ ପରାମର୍ଶ ଦେଇଥିଲେ । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ଶ୍ରୀ କମଲଜିତ୍ ଦାସ, ଡେପୁଟି କଲେକ୍ଟର ନୁରୀ ପରବିନ୍ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026

You Might Also Like