-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ

27-Apr-2026



ଯୋଗଦେଲେ ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ 

କଣ୍ଟାମାଳ(ଜୟକୁମାର ମହାରଣା): କଣ୍ଟାମାଳ ବ୍ଲକ ଋଣ୍ଡିମହୁଲ ଗ୍ରାମରେ ଚାଲିଥିବା ଛପନ ପ୍ରହର ନାମଯଜ୍ଞର ଆଜି ସେମବାର ଚତୁର୍ଥ ଦିନ। ପ୍ରଚଣ୍ଡ ରୌଦ୍ରତାପକୁ ଦୃଷ୍ଟିରେ ରଖି ଆୟୋଜକ ପକ୍ଷରୁ ବିରାଟ ଛାମୁଣ୍ଡିଆ ଫ୍ୟାନ୍ କୁଲର୍ ସହ ପାନୀୟ ଜଳର ବ୍ୟାପକ ବ୍ୟବସ୍ଥା କରାଯାଇଛି। ଆଜି ନବନିଯୁକ୍ତ ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଡ଼ମ୍ଭରୁଧର କହଁର ଉକ୍ତ ନାମଯଜ୍ଞରେ ଯୋଗ ଦେଇ ହରିନାମ ଗାନ କରିଥିଲେ।
ପରେ ସେ ଗ୍ରାମବାସୀଙ୍କ ସହ ଗ୍ରାମର ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଋଣ୍ଡିମହୁଲ ଗ୍ରାମବାସୀଙ୍କ ଆନୁକୂଲ୍ୟ ରେ ଓ ଅଞ୍ଚଳବାସୀଙ୍କ ସହଯୋଗରେ ଗତ ୨୪ ତାରିଖରୁ ଚାଲିଥିବା ଏହି ୫୬ପ୍ରହର ନାମଯଜ୍ଞରେ ପ୍ରତିଦିନ ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମରେ ସମଗ୍ର ଋଣ୍ଡିମହୁଲ ଗ୍ରାମ ଲୋକାରଣ୍ୟ ହୋଇପଡୁଛି। ପୂଜକ ଭାବରେ ଅଶୋକ କୁମାର ଦାସ ପୂଜା କାର୍ଯ୍ୟ ତୁଲାଉଥିବା ବେଳେ ରାଜେଶ ବାରିକ ଓ ପତ୍ନୀ ରୁବି ବାରିକ କର୍ତ୍ତା ଦାୟିତ୍ୱ ତୁଲାଉଛନ୍ତି। ସେହିପରି ଆଜି ସ୍ୱନାମଧନ୍ୟା ସଂକୀର୍ତ୍ତନ୍ୟ ଗାୟିକା ଜ୍ୟୋତ୍ସ୍ନାମୟୀ ଦୀକ୍ଷିତଙ୍କ କଣ୍ଠରୁ ସୁମଧୁର ନାମ ସଂକୀର୍ତ୍ତନ ଶୁଣିବାକୁ ଦୂରଦୂରାନ୍ତରୁ ଲୋକମାନଙ୍କ ସମାଗମ ହୋଇଥିବା ଦେଖିବାକୁ ମିଳିଥିଲା।  

ଉକ୍ତ ନାମଯଜ୍ଞରେ ବିଭିନ୍ନ ସ୍ଥାନରୁ ଆସିଥିବା ମହିଳା ଓ ପୁରୁଷ ସଂକୀର୍ତ୍ତନଦଳ ହରିନାମ ନେଇଥିଲେ। ସନ୍ଧ୍ୟାରୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ନାମଯଜ୍ଞରେ ଭକ୍ତ, ଶ୍ରଦ୍ଧାଳୁ ଓ ଗ୍ରାମବାସୀଙ୍କ ସମାଗମ ଦେଖିବାକୁ ମିଳିଛି। ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଗହଳିରେ ଚଳଚଞ୍ଚଳ ହୋଇଛି ସମଗ୍ର ଋଣ୍ଡିମହୁଲ ଅଞ୍ଚଳ।


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like