-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି

27-Apr-2026



ଭୁବନେଶ୍ୱର, (ସମୀର ରଞ୍ଜନ ନାୟକ ): ରାଜ୍ୟ ସଭା ଏମ୍‌ପି ଦିଲ୍ଲୀପ ରାୟ ସୋମବାର କଟକ ଗସ୍ତରେ ଆସି ବରିଷ୍ଠ ନେତା ମହମ୍ମଦ ମୋକିମ୍‌ଙ୍କୁ ଭେଟିଛନ୍ତି। ଏପରିକି ମୋକିମଙ୍କ ବାସଭବନରେ ଦିଲୀପ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କୁ ମଧ୍ୟ ଭେଟି ବିଭିନ୍ନ ବିଷୟରେ ଆଲୋଚନା କରିଥିବା ସୂଚନା ମିଳିଛି।ତେବେ ରାଜନୀତିରେ ଆଲୋଚନା ହେବା ସ୍ୱାଭାବିକ କଥା | କିନ୍ତୁ କ୍ଷମତାରେ ଥିବା ବିଜେପି ଦଳର ନେତା କଂଗ୍ରେସ ଦଳରୁ ନିଲମ୍ବିତ ହୋଇଥିବା ନେତାଙ୍କ ସହିତ ସାକ୍ଷାତ କରିବା ରାଜନୀତିର ଆଲୋଚନାକୁ ନୂଆ ଖୋରାକ ଯୋଗାଇଛି | ନିକଟରେ ହୋଇଥିବା ରାଜ୍ୟସଭା ନିର୍ବାଚନରେ କଟକ ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋସ ଦଳ ବିରୁଦ୍ଧରେ ଯାଇ ବିଜେପି ସମର୍ଥନରେ ସ୍ୱାଧୀନ ପ୍ରାର୍ଥୀ ଭାବେ ଛିଡା ହୋଇଥିବା ଦିଲ୍ଲୀପ ରାୟଙ୍କୁ ଭୋଟ ଦେଇଥିଲେ। ଯେଉଁଥିପାଇଁ କଂଗ୍ରେସ ତାଙ୍କୁ ଦଳରୁ ନିଲମ୍ବିତ କରିଥିଲା | ଏହାପୂର୍ବରୁ ଦଳର ନେତା ମାନଙ୍କ ମଧ୍ୟରେ ଏବଂ ଦଳର ସଭାପତିଙ୍କ ଉପରେ ଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇ ମହମ୍ମଦ ମୋକିମ ମଧ୍ୟ ଦଳରୁ ବହିସ୍କୃତ ହୋଇଥିଲେ | ଆଉ କିଛି ଦିନ ତଳେ ନିଜେ ଅନ୍ୟ ଦଳରୁ ନିଲମ୍ବିତ ହୋଇଥିବା ନେତା ଏବଂ ନୂଆ କର୍ମୀଙ୍କୁ ନେଇ ଓଡ଼ିଶା ଜନତା କଂଗ୍ରେସ ନାମକ ଏକ ଦଳ ମଧ୍ୟ ତିଆରି କରିଛନ୍ତି। ଆଗକୁ ଆବଶ୍ୟକ ପଡିଲେ ଏହି ଦଳର ମଙ୍ଗ ସୋଫିଆ ଧରି ପାରନ୍ତି ବୋଲି ମଧ୍ୟ ମୋକିମ କହିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like