-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||     

HOME   ଜିଲ୍ଲା

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି

27-Apr-2026



ଭୁବନେଶ୍ୱର(ସମୀର ରଞ୍ଜନ ନାୟକ): ଲିଙ୍ଗରାଜ ମନ୍ଦିର ପାଇଁ ଆସୁଛି ଏକ ବଡ଼ ପରିବର୍ତ୍ତନ। ଶ୍ରୀଲିଙ୍ଗରାଜ ମନ୍ଦିରର ସଂସ୍କାର ଓ ସୁଚାରୁ ପରିଚାଳନା ପାଇଁ ଖୁବ ଶୀଘ୍ର ଏକ ସ୍ୱତନ୍ତ୍ର ଆଇନ ଆଣିବାକୁ ଯାଉଛନ୍ତି ରାଜ୍ୟ ସରକାର ଆଜି ଲୋକସେବା ଭବନରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରିଛନ୍ତି କମିଟି ଅଧ୍ୟକ୍ଷ ଜଷ୍ଟିସ ଦୁର୍ଗା ପ୍ରସନ୍ନ ଚୌଧୁରୀ। ଏହି ଅବସରରେ ଜଷ୍ଟିସ କହିଛନ୍ତି, ମନ୍ଦିର ନୀତିକାନ୍ତି, ସୁରକ୍ଷା, ସେବାୟତଙ୍କ ସୁବିଧା ଅସୁବିଧା ପ୍ରାପ୍ୟ ସହ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ରିପୋର୍ଟରେ ରହିଛି । ଜାନୁଆରୀ ୨୦୨୬ରେ ପ୍ରଥମ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି । ଶ୍ରୀମନ୍ଦିର ଭଳି ଆଇନ ବ୍ୟବସ୍ଥା ମଧ୍ୟ ରହିବ । ଯଦି ନୀତିକାନ୍ତିରେ ତ୍ରୁଟି ବିଚ୍ୟୁତି ଦେଖାଯାଏ ଆକ୍ସନ ଭଳି ପଦକ୍ଷେପ ନିଆଯାଇପାରେ ।କମିଟି ରିପୋର୍ଟରେ ଭକ୍ତ, ସେବାୟତ, ASI, ରାଜ୍ୟ ଗ୍ରନ୍ଥାଗାର, ଆଇନ ବିଶାରଦମାନଙ୍କ ମତ ରହିଛି । ଆଗାମୀ ଦିନରେ ମଧ୍ୟ ଅନେକଙ୍କ ମତ ସଂଗ୍ରହ କରାଯାଇ ଚୂଡ଼ାନ୍ତ ରିପୋର୍ଟ ଆସି ପାରେ। କମିଟି ଗଠନ ପରେ ଲିଙ୍ଗରାଜ ମନ୍ଦିରରେ ବିଶୃଙ୍ଖଳା କମିବାରେ ଲାଗିଛି । ଆଗକୁ ରିପୋର୍ଟ ଗୁଡ଼ିକ ସରକାର ଅନୁଧ୍ୟାନ କରି ଆଇନରେ ପରିଣତ କରିବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026

You Might Also Like