-+91-9937148622 |

prerana_bgr@rediffmail.com |

  Wednesday 5th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||     

HOME   ଜିଲ୍ଲା

ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ

27-Apr-2026



ବଲାଙ୍ଗିର(ପ୍ରେରଣା ଖବର) ଆସନ୍ତା ମେ ମାସ ୦୯ ତାରିଖ ଶନିବାର ଦିନ ବଲାଙ୍ଗିର, ପାଟଣାଗଡ, ଟିଟିଲାଗଡ, କଣ୍ଟାବାଞ୍ଜି, ଲୋଇସିଂହା, ସଇଁତଳା, ମୁରିବାହାଲ, ବଙ୍ଗୋମୁଣ୍ଡା ଏବଂ ତୁଷୁରା ଅଦାଲତ ପରିସରରେ ଓ ଜିଲ୍ଲାର ସମସ୍ତ ରାଜସ୍ଵ ବିଭାଗ ତଥା ରାଷ୍ଟ୍ରାୟତ ବ୍ୟାଙ୍କ, ଜିଲ୍ଲା ଶ୍ରମ ବିଭାଗ, BSNL, Municipality, PHD, Consumer forum ଇତ୍ୟାଦି ବିଭାଗ ମାନଙ୍କର ଚଳିତ ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଅଛି । ଏଥିରେ ସମସ୍ତ ପ୍ରକାରର ବିଚାରଧୀନ ମକଦ୍ଧମା ଯଥା ଫୌଜଦାରୀ (ସାଲିସ ଯୋଗ୍ୟ), ଚେକ୍ ବାଉନ୍ସ, ବ୍ୟାଙ୍କ ଋଣ, ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ବିଲ୍ ଦେୟ ଜନିତ ବିବାଦ, ବୈବାହିକ ବିବାଦ, ଜମି ଅଧିଗ୍ରହଣ, ଚାକିରି ସମ୍ବନ୍ଧୀୟ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରା‌ଯାଇପାରିବ । ଏହାସହ ପ୍ରାକ୍ ମକଦ୍ଦମାସ୍ତରୀୟ ମାମଲା ତଥା ଚେକ୍ ବାଉନ୍ସ, ବ୍ୟାଙ୍କ ଋଣ ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ସାଲିସ ଯୋଗ୍ୟ ଫୌଜଦାରୀ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ସମାଧାନ ମଧ୍ୟ ଏହି ରାଷ୍ଟ୍ରୀୟ ଲୋକ ଆଦାଲତରେ ହୋଇପାରିବ । ଲୋକ ଅଦାଲତରେ ମକଦ୍ଦମା ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ  କରିବାକୁ ପଡେ ନାହିଁ । ଦୀର୍ଘଦିନ ଧରି ଚାଲୁଥିବା ମକଦ୍ଦମାର ସହଜ ସମାଧାନ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ । ଏ ସଂକ୍ରାନ୍ତରେ ବିଶେଷ ବିବରଣୀ ନିମନ୍ତେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବଲାଙ୍ଗିର ଓ ତାଲୁକ ଆଇନ ସେବା କମିଟି ପାଟଣାଗଡ଼, ଟିଟିଲାଗଡ଼, କଣ୍ଟାବାଞ୍ଜି, ଲୋଇସିଂହା, ସଇଁତଳା, ମୁରିବାହାଲ, ବଙ୍ଗୋମୁଣ୍ଡା, ତୁଷୁରା ଏବଂ ଅନ୍ୟ ଉପରୋକ୍ତ ବିଭାଗ ମାନଙ୍କ ସହିତ ଯୋଗାଯୋଗ କରିବା ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସୂଚନା ଦିଆଯାଉଅଛି । ଏଥିସହିତ ଜନସାଧାରଣଙ୍କ ଅବଗତି ନିମନ୍ତେ ଜଣାଇଦିଆଯାଉଅଛି ଯେ ଜାତୀୟ ମଧ୍ୟସ୍ଥତା ଅଭିଯାନ-୨ ଚାଲୁଅଛି । ଏହି ମାଧ୍ୟମରେ ନିଜ ମାମଲାର ଫଇସଲା କରି ବହୁମୂଲ୍ୟ ସମୟ, ଶ୍ରମ ଓ ଅର୍ଥ ସଂଚୟ କରନ୍ତୁ । ଅଧିକ ବିବରଣୀ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବଲାଙ୍ଗିର ସହ ଯୋଗାଯୋଗ କରନ୍ତୁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026
  ଜିଲ୍ଲା  
ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   05-Aug-2026
  ଜିଲ୍ଲା  
* *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   05-Aug-2026

You Might Also Like