-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||     

HOME   ଜିଲ୍ଲା

ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ

28-Apr-2026



ବଲାଙ୍ଗୀର/ଦେଓଗାଁ(ପ୍ରେରଣା ଖବର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ ଅନୁସାରେ ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣ ବଲାଙ୍ଗିର ଅଧ୍ୟକ୍ଷ  ତଥା ଜିଲା ଜଜ୍ ହିରନମୟ ବିଶୋଇଙ୍କ ଅନୁମତି କ୍ରମେ  ଗତ ୨୭ ତାରିଖରେ ଦେଓଗାଁ ବ୍ଳକ ଅଫିସ, ବଲାଙ୍ଗୀର ଠାରେ ମାନବ-ବନ୍ୟପ୍ରାଣୀ ସଂଘର୍ଷ ପୀଡ଼ିତଙ୍କ ପାଇଁ ନ୍ୟାୟ ପ୍ରାପ୍ତି ଏବଂ POSH Act ଉପରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ଆଇନ ସଚେତନତା ଶିବିରରେ ସଚିବ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବଲାଙ୍ଗୀର ପବିତ୍ରାନନ୍ଦ ପ୍ରଧାନ ଯୋଗଦେଇ କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ତପୀଡ଼ନରୁ ସୁରକ୍ଷା ଦେବା ପାଇଁ ପୋଶ୍ ଆକ୍ଟ ସମ୍ବନ୍ଧୀୟ ସଚେତନତା କରାଇଥିଲେ । ଏହି କାର୍ଯ୍ୟକ୍ରମରେ କହିଥିଲେ ଯେ, ଏହି ଆଇନ ଅନୁସାରେ ପ୍ରତ୍ୟେକ କାର୍ଯ୍ୟସ୍ଥଳରେ ମହିଳାଙ୍କ ସୁରକ୍ଷା ନିଶ୍ଚିତ କରିବା ଅନିବାର୍ୟ । ଯୌନ ଉତ୍ତପୀଡ଼ନ ଘଟଣାରେ ଅଭିଯୋଗ ପାଇଁ ଇଣ୍ଟର୍ନାଲ୍ କମ୍ପ୍ଲେଣ୍ଟ କମିଟି ଗଠନ ଆବଶ୍ୟକ ଏବଂ ପିଡୀତାଙ୍କୁ ନ୍ୟାୟ ପ୍ରଦାନ ଶିବିର ଉପରେ ସଚେତନତା କରାଇବା ସହିତ ଜାତୀୟ ଆଇନ ସେବା କର୍ତ୍ତୃପକ୍ଷ (NALSA) ଯୋଜନା ଅନୁସାରେ ମାନବ-ବନ୍ୟପ୍ରାଣୀ ସଂଘର୍ଷରେ ପୀଡ଼ିତଙ୍କୁ ନ୍ୟାୟ ପ୍ରାପ୍ତି ଉପରେ ସୂଚନା ଦେଇଥିଲେ । ଉକ୍ତ ଶିବିରରେ ପ୍ରୋବେସନର ମାଜିଷ୍ଟ୍ରେଟ ରାଜଶ୍ରୀ ପ୍ରିୟଦର୍ଶିନୀ ଯୋଗଦେଇ 'ପୋଶ୍ ଆଇନ' ର ମୂଳ ବିଧାନ, ଯୌନ ଉତ୍ତପୀଡ଼ନର ପରିଭାଷା, ଅଭିଯୋଗ ପ୍ରକ୍ରିୟା ଓ ପୀଡ଼ିତାଙ୍କ ସୁରକ୍ଷା ବିଷୟରେ ବ୍ୟାପକ ଆଲୋଚନା କରିଥିଲେ । ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରୀୟରଂଜନ କୁମାର ଯୋଗଦେଇ ଲୋକମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ସରକାରୀ ଯୋଜନା ଉପରେ ଅବଗତ କରାଇଥିଲେ । ଏଥିସହିତ ରକ୍ତ ଶିବିରରେ ଶ୍ରୀଯୁକ୍ତ ନବିନ କୁମାର ପାଣେ, ବନ ରେଞ୍ଜ ଅଫିସର, ବଲାଙ୍ଗିର ଯୋଗଦେଇ ମାନବ ବନ୍ୟପ୍ରାଣୀ ସଂଘର୍ଷ ପୀଡ଼ିତଙ୍କୁ ନ୍ୟାୟ ଓ ସରକାରୀ ସହାୟତା ବିଷୟରେ ସଚେତନ କରିବା ସହିତ ଅଧିକାରୀମାନେ ପୀଡ଼ିତମାନଙ୍କୁ ତତକ୍ଷଣାତ୍‌ ଫରେଷ୍ଟ ଅଫିସ୍‌ କିମ୍ବା ପୋଲିସ୍‌ରେ ଅଭିଯୋଗ କରିବାକୁ ପରାମର୍ଶ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   04-Aug-2026
  ଜିଲ୍ଲା  
*ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   04-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   04-Aug-2026
  ଜିଲ୍ଲା  
ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ   04-Aug-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026

You Might Also Like